Posted inଫୁରସତ

ଏମିତି ଗାଁ, ଯେଉଁଠି ଅଜବ ଭାଷାରେ କଥା ହୁଅନ୍ତି ଲୋକେ

ଆମ ଦେଶରେ ଅନେକ ରହସ୍ୟମୟ କଥା ଲୁଚି ରହିଛି। ଯାହା ସମ୍ପର୍କରେ ଖୁବ୍‌ କମ୍‌ ଲୋକ ଜାଣିଥାନ୍ତି। ଭାରତରେ ଏମିତି ଏକ ସ୍ଥାନ ଅଛି, ଯାହା ସମ୍ପର୍କରେ ଜାଣିଲେ ସାରା ବିଶ୍ୱବାସୀ ଆଶ୍ଚର୍ଯ୍ୟ ହୋଇଯିବେ। ଏପରି ଅଜବ ସ୍ଥାନ ରହିଛି ହିମାଚଳ ପ୍ରଦେଶରେ। ଏଠାକାର ଏକ ଗାଁ ଖୁବ୍‌ ରହସ୍ୟମୟ। ଏହି ଗାଁର ଲୋକ ଏମିତି ଭାଷାରେ କଥାବାର୍ତ୍ତା କରନ୍ତି, ଯାହା ଅନ୍ୟ କୌଣସି ଲୋକ ବୁଝି ପାରିବେ ନାହିଁ। ଏହି ଗାଁର ନାଁ ‘ମାଲାନା’। ହିମାଳୟ ଶିଖରରେ ଥିବା ଏହି ଗାଁର ଚତୁଃପାର୍ଶ୍ୱରେ ଗଭୀର ଖାଲ ଏବଂ ବରଫର ପାହାଡ଼ ଘେରି ରହିଛି।

୧୭୦୦ ଲୋକ ବାସ କରୁଥିବା ଉକ୍ତ ଗାଁଟି ଦେଖିବାକୁ ଖୁବ୍‌ ସୁନ୍ଦର। ଏହାର ସୌନ୍ଦର୍ଯ୍ୟ ଉପଭୋଗ କରିବା ପାଇଁ ଏଠାକୁ ବିଶ୍ୱର ସବୁ ସ୍ଥାନରୁ ଲୋକେ ଆସିଥାନ୍ତି। ଏଠାକାର ଲୋକେ ‘କାନାଶି’ ନାମକ ଏକ ଭାଷାରେ କଥାବାର୍ତ୍ତା କରିଥାନ୍ତି। ଯାହା ବହୁତ ରହସ୍ୟଜନକ। ସେଠାକାର ଲୋକେ ଏହାକୁ ଏକ ପବିତ୍ର ଭାଷା ବୋଲି ବିବେଚନା କରିଥାନ୍ତି। ଏହି ଭାଷାର ଏକ ସ୍ବତନ୍ତ୍ର କଥା ହେଲା ଦୁନିଆର ଆଉ କେଉଁଠି ଏହି ଭାଷାରେ କେହି କଥାବାର୍ତ୍ତା କରନ୍ତି ନାହିଁ। ଏହି ଭାଷାକୁ ବାହାର ଲୋକଙ୍କୁ ମଧ୍ୟ ଏମାନେ ଶିଖାନ୍ତି ନାହିଁ। ଏହାକୁ ନେଇ ଅନ୍ୟ ଦେଶରେ ଅନୁସନ୍ଧାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri