ମନୀଷଙ୍କ ମୃତ୍ୟୁ କାହାଣୀରେ ମିଷ୍ଟ୍ରୀ ଗର୍ଲଙ୍କ ଏଣ୍ଟ୍ରି; ସିସିଟିଭିରେ କଏଦ ହେଲା…

ଭୁବନେଶ୍ୱର,୧୩।୧୦(ବ୍ୟୁରେ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ମୋଡ଼ ନେଉଛି। ମନୀଷଙ୍କୁ ଶେଷ ଥର ପାଇଁ ସାଉଥ ସିଟି ହୋଟେଲ ସମ୍ମୁଖରେ ଦେଖିବାକୁ ମିଳିଥିଲା। ମନୀଷ ହୋଟେଲରୁ ବାହାରି ରାସ୍ତାରେ ଯାଉଛନ୍ତି। ଆଉ ତାଙ୍କ ଆଗରେ ଜଣେ ଯୁବତୀ ମଧ୍ୟ ଚାଲି ଚାଲି ଯାଉଥିବା ସିସିଟିଭିରେ ଦେଖିବାକୁ ମିଳିଛି। ଏତେ ରାତିରେ ଯାଉଥିବା ସେହି ଯୁବତୀ ଜଣକ କିଏ? ପୂରା ଘଟଣାରେ ଯୁବତୀଙ୍କ ସହିତ କିଛି ଲିଙ୍କ୍‌ ଅଛିକି ? ଏହି ଫୁଟେଜ୍‌ ସାମ୍ନାକୁ ଆସିବା ପରେ କମିଶନରେଟ ପୁଲିସ ଯୁବତୀଙ୍କୁ ନେଇ ଏବେ ଖୋଳତାଡ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଖି ବୁଜିଲା ବାଘୁଣୀ ରେଣୁକା

ବାରଙ୍ଗ, ୨୨।୪ (ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ଅନ୍ୟତମ ଆକର୍ଷଣ ବାଘୁଣୀ ରେଣୁକାର ବୁଧବାର ମୃତ୍ୟୁ ଘଟିଛି। ରେଣୁକା ଦୀର୍ଘଦିନ ଧରି ଅସୁସ୍ଥ ଥିବା କାରଣରୁ...

ଆଜି କରୋନା ନେଲା ୬ ଜୀବନ

ଭୁବନେଶ୍ୱର,୧୫।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୧୪...

ବନ୍ୟପ୍ରାଣୀ ବୋର୍ଡ ପୁନର୍ଗଠିତ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟ ବନ୍ୟପ୍ରାଣୀ ବୋର୍ଡ ମଙ୍ଗଳବାର ପୁନର୍ଗଠିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଅଧ୍ୟକ୍ଷ ଥିବାବେଳେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ...

ଫୁଲବାଣୀରେ ହେବ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଜନ୍ମଦିନ ଅବସରରେ ନୂଆ ଘୋଷଣା କରିଛନ୍ତି। ଏହି ଘୋଷଣା ରାଜ୍ୟର ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବ। ରାଜ୍ୟର...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ବାରିପଦା ଅଫିସ,୨୦।୭: ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକର ସହକାରୀ ଯନ୍ତ୍ରୀ ଧରିଆ ମାଝିଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି।...

ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା

ସଜନାଗଡ଼, ୨୫।୧(ଡି.ଏନ.ଏ.)-ନୀଳଗିରି ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ନୀଳଗିରି ଜେଲ୍‌ରୋଡ଼ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ ପ୍ରକଳ୍ପସ୍ତରୀୟ ପରିଚାଳନା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ବୈଠକରେ ସ୍ଥାନୀୟ...

ପ୍ରବାସୀଙ୍କୁ ନେଇ ଖବର ସଂଗ୍ରହ ବେଳେ କରୋନା ସତର୍କତାକୁ ମାନୁନାହାନ୍ତି ଗଣମାଧ୍ୟମ ପ୍ରତିନିଧି: ପରାମର୍ଶନାମା ଜାରି କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର, ୯।୫(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଫେରନ୍ତା ପ୍ରବାସୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଗଣମାଧ୍ୟମ ପ୍ରତିନିଧିମାନେ ସମ୍ପୃକ୍ତ...

ଦୁବାଇରେ ଚାକିରି ଦେବାକୁ କହି ୫ ଲକ୍ଷ ନେଇଗଲେ

ଦିଗପହଣ୍ଡି,୨୯ା୮(ଡି.ଏନ.ଏ.): ଦୁବାଇରେ ଚାକିରି ଦେବାକୁ କହି ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝରିପଦର ଗ୍ରାମର ୮ ଯୁବକଙ୍କଠାରୁ ସାଇବର୍‌ ଦଲାଲ୍‌ମାନେ ୫ ଲକ୍ଷ ଟଙ୍କା ଠକି...

Advertisement


Archives

Model This Week