ବଦଳିଲେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ: ଶାଶ୍ୱତ ମିଶ୍ରଙ୍କ ସ୍ଥାନ ନେଲେ ଏହି ଆଇଏଏସ୍‌

ଭୁବନେଶ୍ୱର,୨୮।୭: ରାଜ୍ୟପାଳ ରଘୁବର ଦାସଙ୍କ ପ୍ରମୁଖ ସଚିବଙ୍କ ବଦଳି ହୋଇଛି। ଏନ୍‌ବିଏସ ରାଜପୁତଙ୍କୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଶାଶ୍ୱତ ମିଶ୍ରଙ୍କ ସ୍ଥାନରେ ତାଙ୍କୁ ଏହି ନିଯୁକ୍ତି ମିଳିଛି। ୧୯୯୯ ବ୍ୟାଚ୍‌ର ଆଇଏଏସ ଅଫିସର ନିକଟରେ କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିଲେ।
ପୂର୍ବରୁ ଶାଶ୍ୱତ ମିଶ୍ର ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିଲେ। ନିକଟରେ ତାଙ୍କୁ ଅର୍ଥ ଓ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିଲା। ଏହା ସହିତ ତାଙ୍କୁ ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଆସନ୍ତା ୩ ଦିନ ଯାଏ ରାଜ୍ୟରେ…

ଭୁବନେଶ୍ୱର, ୩୦।୭: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ନାହିଁ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ…

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri