Posted inଜାତୀୟ

ଏନ୍‌.ରାଙ୍ଗାସ୍ବାମୀ ପଣ୍ଡିଚେରୀ ମୁଖ୍ୟମନ୍ତ୍ରୀ

ପଣ୍ଡିଚେରୀ, ୮।୫(ଆଇଏଏନ୍‌ଏସ୍‌): ଅଖିଳ ଭାରତ ଏନ୍‌ଆର୍‌ କଂଗ୍ରେସ (ଏଆଇଏନ୍‌ଆର୍‌ସି)ର ପ୍ରତିଷ୍ଠାତା ନେତା ଏନ୍‌. ରାଙ୍ଗାସ୍ବାମୀ ଶୁକ୍ରବାର ଚତୁର୍ଥ ଥର ପାଇଁ ପଣ୍ଡିଚେରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଉପରାଜ୍ୟପାଳ ତାମିଲସାଇ ସୌନ୍ଦରରାଜନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ରାଙ୍ଗାସ୍ବାମୀ ୨୦୦୧ ଏବଂ ୨୦୦୬ରେ କଂଗ୍ରେସ ନେତା ଭାବେ ଏବଂ ୨୦୧୧ରେ ଏଆଇଏନ୍‌ଆର୍‌ସ ନେତାଭାବେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏଥର ନିର୍ବାଚନରେ ଏଆଇଏନ୍‌ଆର୍‌ସି ୧୦ ଏବଂ ସହଯୋଗୀ ଭାଜପା ୬ ଆସନରେ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିନ୍ସ ଓ କେପ୍ରି ପିନ୍ଧିଲେ ମିଳିବନି ଡ୍ରାଇଭିଂ ଲାଇସେନ୍ସ

ଚେନ୍ନାଇ୨୨।୧୦: ଦେଶରେ ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ଲାଗୁ ହେବା ପରେ ଲୋକେ ସଚେତନ ହୋଇ ଉଠିଛନ୍ତି। ଆରଟିଓ ଅଫିସରେ ଡ୍ରାଇଭିଂ ଲାଇସେନ୍ସ ପାଇଁ ମହିଳାଙ୍କଠାରୁ...

ଅଫଜଲ ଗୁରୁଙ୍କୁ କରାଯାଇଥିଲା ବଳିର ଛେଳି: ସୋନୀ ରାଜଦାନ୍‌

ମୁମ୍ବାଇ,୨୧।୧: ଆତଙ୍କବାଦୀଙ୍କ ସହିତ ଡିଏସ୍‌ପି ଦାବିନ୍ଦର ସିଂଙ୍କ ସମ୍ପର୍କ ପ୍ରସଙ୍ଗରେ ବଲିଉଡ୍‌ର ପୂର୍ବତନ ଅଭିନେତ୍ରୀ ସୋନୀ ରାଜଦାନଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।...

ଦାୟିତ୍ୱ ଗ୍ରହଣ କରିବା ପରେ ଭାଇଙ୍କୁ ଭେଟିଲେ ନଡ୍ଡା

ନୂଆଦିଲ୍ଲୀ,୨୦।୧: ଦୀର୍ଘ ପ୍ରାୟ ୬ ବର୍ଷ ପରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ମିଳିଲା ନୂଆ ଅଧ୍ୟକ୍ଷ। ପୂର୍ବରୁ ଏହି ଆସନରେ ଏବେକାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା...

ସ୍ଥିତି ପୁଣି ଅଣାୟତ୍ତ ମୁହାଁ, ସକ୍ରିୟ ମାମଲା ଲକ୍ଷେ ୧୫ ହଜାର ଟପିଲା…

ନୂଆଦିଲ୍ଲୀ, ୬।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଦିଲ୍ଲୀରେ ବିଏସ୍‌ପି ପ୍ରାର୍ଥୀଙ୍କ ପାଇଁ ଷ୍ଟାର ପ୍ରଚାରକ ସାଜିବେ ମାୟାବତୀ

ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ଫେବୃୟାରୀ ୮ରେ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସେମାନଙ୍କୁ ଜନତାଙ୍କ ସହ ନିକଟତର...

ମିଶନ ମୋଡ୍‌ରେ ପିଲାଙ୍କୁ ଟିକାକରଣ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୦।୧: ଡେଲ୍ଟା ଏବଂ ଓମିକ୍ରନ୍‌ ଭାରିଆଣ୍ଟ ଯୋଗୁ ଦେଶରେ କୋଭିଡ୍‌ ସଂକ୍ରମଣ ଦ୍ରୁତ ଗତିରେ ବଢ଼ିଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମହାମାରୀ ସ୍ଥିତିର ସମୀକ୍ଷା...

ଚାଷୀଙ୍କୁ ମନାଇବାକୁ ଉଦ୍ୟମ

ନୂଆଦିଲ୍ଲୀ, ୨୪।୧୨: ଡିସେମ୍ବର ୨୫ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୯ କୋଟି ଚାଷୀଙ୍କ...

ସମଲିଙ୍ଗୀ ଯୋଡ଼ିଙ୍କୁ ଏକାଠି ରହିବାକୁ ଅନୁମତି ଦେଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌, ୧।୬ : ସୌଦି ଆରବରେ ଅଧ୍ୟୟନ ସମୟରେ ଆଦିଲା ନଜରୀନ୍‌ ଏବଂ ଫାତିମା ନୁରା ପରସ୍ପରର ନିକଟତର ହୋଇଥିଲେ। ପରେ ଦୁହେଁ ଏକାଠି ରହିବାକୁ...

Advertisement
Archives

Model This Week