ନବ ଦାସ ହତ୍ୟା ଘଟଣା: ସିବିଆଇ ତଦନ୍ତ ଦାବି

ଦେବଗଡ,୧୬।୨(ଡି.ଏନ.ଏ.): ନବ ଦାସ ହତ୍ୟା ଘଟଣାରେ ସିବିଆଇ ତଦନ୍ତ ଦାବି ଭାଜପା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ହୋଇଛି। ଭାଜପା ପକ୍ଷରୁ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ନେତୃତ୍ୱରେ ସ୍ଥାନୀୟ ଗୋହରୀ ବନ୍ଦ ନିକଟ ଶନି ମନ୍ଦିରରୁ ଏକ ବିଶାଳ ରାଲି ବାହାରି ନଗର ପରିକ୍ରମା କରିବା ପରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅପାରଗତା ପାଇଁ ରାଜ୍ୟରେ ଅରାଜକତା, ବରିଷ୍ଠ ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରିଛି ପୋଲିସ, ବିଜେଡି ଶାସନରେ ରାଜ୍ୟ ଅସୁରକ୍ଷିତ ବୋଲି ବିଭିନ୍ନ ନାରାବାଜି ଦେଇଥିଲେ।
ଅନ୍ୟ ମାନଙ୍କ ମଧ୍ୟରେ ଭାଜପା ଜିଲା ସଭାପତି ମୀନ କେତନ ପ୍ରଧାନ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ କୁମାର ସାହୁ, ଭାଜପା ଜିଲା ଉପସଭାପତି ଭାରତ ଭୂଷଣ ପ୍ରଧାନ, ସତ୍ୟ ନାରାୟଣ ପାଣି, ଜିଲା ସମ୍ପାଦକ ସଚିକାନ୍ତ ଦାଶ, ଯୁବମୋର୍ଚ୍ଚା ଜିଲା ସଭାପତି ସନ୍ତୋଷ ଭୁତିଆ, ପୌର ପରିଷଦ ଉପ ନଗରପାଳ ପ୍ରଜିତ ଭୋଜ, ଯୁବନେତା ଦୟାଶଙ୍କର ଦ୍ୱିବେଦୀ, ଯୋଗେଶ ପ୍ରଧାନ, ରମଣୀ ରଞ୍ଜନ ଆଚାର୍ଯ୍ୟ, ରାଜେନ୍ଦ୍ର ଆଚାର୍ଯ୍ୟ, ସରୋଜ ପାଢ଼ୀଙ୍କ ସମତେ ଅନ୍ୟ ବହୁ କର୍ମୀ ଓ ନେତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳୁଖେଳୁ ପୋଖରୀରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପାଟଣା,୨୪ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆ ପଶୀ ଗ୍ରାମର ଶୁକ୍ରବାର ଅପରାହ୍ନରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଘଟଣା…

ଭିଜିଲାନ୍ସ ଜାଲରେ ମହିଳା RI, ୫୫୦୦ ଲାଞ୍ଚ ନେବାବେଳେ….

ଡେରାବିଶ,୨୪ା୭(ଅଜୟ ବେବର୍ତ୍ତା): ଭିଜିଲାନ୍ସ ଜାଲରେ ମହିଳା ରାଜସ୍ୱ ନିରିକ୍ଷିକା ସାଇ ଦର୍ଶିନୀ ଲେଙ୍କା । ଜମି ମ୍ୟୁଟେସନ୍ ପାଇଁ ଲାଞ୍ଚ ନେଉଥିବାବେଳେ ମାଡିବସିଲା ଭିଜିଲାନ୍ସ । ସୂଚନା…

ରାଇକିଆରେ ବାହୁଡ଼ା ଯାତ୍ରା, ଛେରା ପହଁରା ପାଇଁ ବିଡିଓ…

ରାଇକିଆ,୨୪ା୭(ପ୍ରଦୀପ ବେହେରା): ଆଜି ବାହୁଡ଼ା ଯାତ୍ରା। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିର ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…

ଦୁର୍ଦ୍ଦାନ୍ତ ଅପରାଧୀଙ୍କ ଉପରେ ଜାରି ରହିବ କଡ଼ା ଆଭିମୁଖ୍ୟ: ଏସ୍‌ପି

ଛତ୍ରପୁର,୨୪ା୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଚୋରି, ଡକାୟତି, ଦାଦାବଟି ଭଳି ୧୨ଟି ଆପରାଧିକ ମାମଲାରେ ସଂଶ୍ଳିଷ୍ଟ ଥିବା ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର ଘନଶ୍ୟାମ ବେହେରା ଓରଫ କାଳିଆକୁ ପୁରୁଷୋତ୍ତମପୁର ଥାନା…

ଚାଷଜମିକୁ ଯାଇଥିଲେ ଚାଷୀ, ଚୋଟ ମାରିଲା ସାପ, ଘରକୁ ଫେରିବା ପରେ…

ବଞ୍ଚୋ,୨୪ା୭(ପ୍ରଦୋଷ ବିଶ୍ୱାଳ): ଜଣେ ଚାଷୀ ଚାଷଜମିକୁ ଯାଇଥିବାବେଳେ ଏକ ବିଷାକ୍ତ ସାପ କାମୁଡ଼ିଥିବା ନେଇ ପରିବାର ଲୋକେ ସନ୍ଦେହ କରିଛନ୍ତି। ଆନନ୍ଦପୁର ଥାନା ବଞ୍ଚୋ ଗାଁର ଅନାମ…

ମେଡିକାଲରେ ପଶି ଭଙ୍ଗାରୁଜା, ମୁଖ୍ୟ ଅଭିଯୁକ୍ତ ଗିରଫ, ପୂର୍ବରୁ ରହିଛି ଏସବୁ କେସ୍‌…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ବଡ଼ ବଜାରସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଅସାମାଜିକ ଯୁବକ ମେଡିକାଲ ଭିତରେ ପଶି ମେଡିକାଲ ଅଫିସର ଏବଂ ଆୟୁଷ ଡାକ୍ତରଙ୍କ…

ପ୍ରଥମଥର ପୁରୁଷୋତ୍ତମପୁର ପୋଲିସର ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ କାଳିଆକୁ ଏନ୍‌କାଉଣ୍ଟର

ପୁରୁଷୋତ୍ତମପୁର,୨୪।୭(ସବିତା ମିଶ୍ର): ଗଞ୍ଜାମ ଜିଲାରେ ପୁଣି ଏନକାଉଣ୍ଟର । ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ପ୍ରଥମଥର ଏନକାଉଣ୍ଟର କରାଯାଇଥିଲା । ପୁରୁଷୋତ୍ତମପୁର ନଦୀତଟ ସାହିର କୁକ୍ଷାତ ଅପରାଧି କାଳିଆ…

ବତିଘର ପଞ୍ଚାୟତକୁ ମିଳିଲା ମୋବାଇଲ ଆମ୍ବୁଲାନ୍ସ: ଡୋର୍‌ ଟୁ ଡୋର୍‌ ସ୍କ୍ରିନ୍‌ ଟେଷ୍ଟ କରିବେ ସ୍ବାସ୍ଥ୍ୟ କର୍ମଚାରୀ

ମହାକାଳପଡ଼ା,୨୪ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଆଇଲାଣ୍ଡ ବତିଘର ପଞ୍ଚାୟତକୁ ନାହିଁ ଯାତାୟାତ ବ୍ୟବସ୍ଥା। ଫଳରେ ପଞ୍ଚାୟତ ଅଧୀନ ୧୦ଟି ଗାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri