ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପଜିଟିଭ୍ ପରେ ଆଇସୋଲେସନରେ ରହିଥିବା ନେଇ ନିଜେ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି। ଶେଷ ୩ ଦିନରେ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇବାକୁ ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।
I was tested asymptomatic Covid positive yesterday and now in home isolation. I request all those who have come in physical contact with me in last 3 days to get themselves tested.#nabadasjsg
— Naba Kisore Das (@nabadasjsg) January 7, 2022