ନବ ଦାସ ମୃତ୍ୟୁ ଘଟଣା, ଝିଅ ଦୀପାଳିଙ୍କ ଭାଷଣକୁ ନେଇ ବଢିଲାଣି ଚର୍ଚ୍ଚା!

ଭୁବନେଶ୍ୱର,୩୦।୧: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବଦାସଙ୍କ ମୃତ୍ୟୁକୁ ଏହା ଭିତରେ ୩ ବର୍ଷ ପୂରଣ ହୋଇଗଲାଣି। ୨୯ ଜାନୁଆରୀ ଗୁରୁବାର ନବଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକ ସଭା ଝାରସୁଗୁଡା ବେହେରାମାଲ ସ୍ଥିତ ନବଦାସ ଅଡ଼ିଟୋରିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜସ୍ତ୍ର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସମେତ ବହୁ ବରିଷ୍ଠ ବିଜେଡି ନେତା ଯୋଗ ଦେଇଥିଲେ। ସଭାରେ ପୂର୍ବତନ ବିଧାୟିକା ତଥା ନବଦାସଙ୍କ ଝିଅ ଦୀପାଳି ଦାସ ଏମିତି ଭାଷଣ ଦେଇଥିଲେ ଯାହାକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।
ଶ୍ରଦ୍ଧାଞ୍ଜଳି ସଭାରେ ଦୀପାଳି କହିଛନ୍ତି, ଘଟଣା ଦିନ ବାପାଙ୍କର ଏକ ମିସ କଲ ୧୨ଟା ୨୭ ମିନିଟରେ ଆସିଥିଲା। ହେଲେ ପୋଲିସ FIRରେ ୧୨ଟା ୧୫ରେ ହତ୍ୟାକାଣ୍ଡ ଘଟିଥିବା ଉଲ୍ଲେଖ ରହିଛି। ଯାହାକୁ ନେଇ ଏବେ ବଡ଼ ପ୍ରଶ୍ନ ଉଠିଛି।
ଦୀପାଳି ଆହୁରି ମଧ୍ୟ କହିଛନ୍ତି, ହତ୍ୟା ଘଟଣାରେ ତଦନ୍ତ ପାଇଁ ଆମ ପରିବାର ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଭାବେ ଜଣାଇଛୁ। କିନ୍ତୁ ଆଜି ଏହି ପ୍ରଶ୍ନର ଉତ୍ତର ଦେବା ମୋ ପାଇଁ ଉପଯୁକ୍ତ ସ୍ଥାନ ନୁହେଁ ବୋଲି ଦୀପାଳି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri