ନବ ଦାସ ହତ୍ୟା ମାମଲା: ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ୍‌

ଭୁବନେଶ୍ୱର,୧୭ା୩: ନବ ଦାସ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କରିଛନ୍ତି ନବ ଦାସଙ୍କ ସ୍ତ୍ରୀ। ସେ ଇ-ମେଲ୍‌ ଜରିଆରେ ସାକ୍ଷାତକାରର ସମୟ ମାଗିଛନ୍ତି। ଇ-ମେଲ୍‌ ସହ ପୋଷ୍ଟାଲରେ ମଧ୍ୟ ଏକ ଚିଠି ପଠାଇ ସମୟ ମାଗିଛନ୍ତି ନବ ଦାସଙ୍କ ସ୍ତ୍ରୀ। ସିବିଆଇ ତଦନ୍ତ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଁଥିବା ଚିଠିରେ ଉଲ୍ଲେଖ କରିଛନ୍ତି। ଏନେଇ ନବ ଦାସଙ୍କ ପୁଅ ବିଶାଳ ଦାସ ସୂଚନା ଦେଇଛନ୍ତି। ଗତ ୧୧ ତାରିଖରେ ମା’ ଇ-ମେଲ୍‌ କରିଥିବା ପୁଅ କହିଛନ୍ତି।

ମାମଲାର ବିବରଣୀ ଅନୁସାରେ, ନବ ଦାସଙ୍କୁ ୨୦୨୩ ଜାନୁଆରୀ ୨୯ରେ ହତ୍ୟା କରାଯାଇଥିଲା। ବ୍ରଜରାଜନଗରର ଗାନ୍ଧୀ ଛକଠାରେ ପୋଲିସ ଏଏସ୍‌ଆଇ ଗୋପାଳ ଦାସ ୪ ରାଉଣ୍ଡ ଗୁଳି ଚାଳନାକରି ଏହି ହତ୍ୟାକାଣ୍ଡ ଘଟାଇଥିଲେ। ଏହି ହତ୍ୟା ଘଟଣାକୁ ୨ ବର୍ଷ ପୂରିଥିବାବେଳେ ଅଦ୍ୟାବଧି ତଦନ୍ତର କୌଣସି ଅଗ୍ରଗତି ହେଉନାହିଁ। ତେଣୁ ଆବେଦନକାରୀ ପିନାକ ପାଣି ମହାନ୍ତି ମାମଲାର ସିବିଆଇ ତଦନ୍ତ ଦାବିରେ ମାମଲା ରୁଜୁ କରିଥିଲେ। ହାଇକୋର୍ଟ ଉକ୍ତ ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କୁ ନବ ଦାସ ହତ୍ୟା ଘଟଣା ସଂକ୍ରାନ୍ତୀୟ ରିପୋର୍ଟ ଦାଖଲ କରିବା ନିମନ୍ତେ ଆଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ।…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri