ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା, ମନ୍ତ୍ରୀ କହିଲେ ଦୀପାଳିଙ୍କ ମନ୍ତବ୍ୟ ଦେଖି…

ଭୁବନେଶ୍ୱର,୩୦ା୧: ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଖୁଲାସା ହେବ। ନବଙ୍କ ଝିଅ ଦୀପାଳି ଦାସଙ୍କ ବୟାନ ଉପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଦୀପାଳିଙ୍କ ମନ୍ତବ୍ୟ ଗଣମାଧ୍ୟମରେ ଦେଖିଲି। ପରିବାର ଲୋକଙ୍କ ସନ୍ଦେହକୁ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଛି। ମାମଲାର ସତ୍ୟତା, ଷଡ଼ଯନ୍ତ୍ର ଓ ସମ୍ପୃକ୍ତି ନେଇ ଆମୂଳଚୂଳ ତଦନ୍ତ ହେବ। ତଦନ୍ତକୁ ବନ୍ଦ କରିବାକୁ ଗତ ସରକାର ଚେଷ୍ଟା କରିଥିଲେ। ତାଙ୍କ ପରିବାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ପୁନଃ ତଦନ୍ତ ଆରମ୍ଭ ହୋଇଛି। ଖୁବ୍‌ଶୀଘ୍ର ହତ୍ୟାକାଣ୍ଡର ଖୁଲାସା ହେବ ବୋଲି ମନ୍ତ୍ରୀ କହିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ…

ଚାଲିଥିଲା ନକଲି ମଦ ପ୍ରସ୍ତୁତି: ଅଚାନକ ଚଢାଉ କଲା ଅବିକାରୀ ବିଭାଗ, ତା’ପରେ…

କେସିଙ୍ଗା,୩୦।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ସ୍ଥିତ ୱାର୍ଡ ନଂ ୧୦ର ୩ ନମ୍ବର ବିଦେଶୀ ମଦ ଦୋକାନ ପଛ ଗଳିରେ ଓ…

ମଧ୍ୟାହ୍ନ ଭୋଜନ ରୋଷେଇବେଳେ ସ୍କୁଲରେ ଘଟିଲା ଅଘଟଣ: ପ୍ରେସର କୁକର ଫାଟି…

ଆଠଗଡ଼,୩୦।୧: ସ୍କୁଲରେ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇବେଳେ ଘଟିଲା ଅଘଟଣ। ଗୋବିନ୍ଦ ମାଧବପୁର ନୋଡାଲ ଉପ୍ରା ବିଦ୍ୟାଳୟରେ ରୋଷେଇ ସମୟରେ ପ୍ରେସର କୁକର ଫାଟି ୨ ପାଚିକା…

ପଞ୍ଜିକା ସମୀକରଣ ବୈଠକରେ ବଡ଼ ନିଷ୍ପତ୍ତି: ତ୍ରୁଟିଯୁକ୍ତ ପାଞ୍ଜି ଛାପିଲେ…

ପୁରୀ,୩୦।୧ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ୨୦୨୬-୨୭ରେ ପାଳନ ହେବାକୁ ଥିବା ବିଭିନ୍ନ ପର୍ବପର୍ବାଣି ଓ ଯାନିଯାତ୍ରାର ସୂଚନା ବିଭିନ୍ନ ପଞ୍ଜିକାରେ କିଭଳି ତ୍ରୁଟିଶୂନ୍ୟ ଭାବେ ପ୍ରକାଶିତ ହେବ,…

ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର: ଜାଣନ୍ତୁ କେତେ ବୟସ ହୋଇଥିବା ଆବଶ୍ୟକ

ଭୁବନେଶ୍ୱର,୩୦।୧: ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର। ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ। ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ…

ଗ୍ରାମବାସୀଙ୍କୁ ମିଳୁନି ପାଣି, ନିଆଁ ଜାଳି କଲେ ରାସ୍ତାରୋକୋ

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗାଁରେ ଦୀର୍ଘଦିନ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡ଼ିରହିଛି। ଲୋକଙ୍କୁ ପାଇପ୍‌ ଯୋଗେ ପାନୀୟଜଳ…

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ର ହୋଇପାରେ ପୁନଃବିଚାର

ଭୁବନେଶ୍ୱର,୩୦ା୧: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଆସନ୍ତା ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର…

୧୩ ଫେବୃଆରୀରୁ ରାଜ୍‌ କରିବେ ଏହି ୩ ରାଶି, ଗତି ପରିବର୍ତ୍ତନ କରିବେ ଗ୍ରହମାନଙ୍କର ରାଜା ସୂର୍ଯ୍ୟ

ନଅଟି ଗ୍ରହ ମଧ୍ୟରେ ସୂର୍ଯ୍ୟ ପ୍ରଥମ ସ୍ଥାନ ଅଧିକାର କରନ୍ତି ଏବଂ ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଗ୍ରହମାନଙ୍କର ରାଜା ମଧ୍ୟ ବିବେଚନା କରାଯାଏ। ଏହା ବ୍ୟତୀତ ସୂର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri