ନବ ଦାସଙ୍କ ପିଏସ୍‌ଓ ନିଲମ୍ବିତ

ଝାରସୁଗୁଡ଼ା ଅଫିସ,୧ା୨: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଜଣେ ପୋଲିସ ଏଏସ୍‌ଆଇ ଗୁଳିକରି ହତ୍ୟା କରିବା ଘଟଣା ସମଗ୍ର ଦେଶରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏପରିସ୍ଥଳେ ରାଜ୍ୟ ସରକାର ଜଣଙ୍କ ପରେ ଜଣେ ଅଧିକାରୀଙ୍କୁ ବଦଳି ତ କାହାକୁ ନିଲମ୍ବିତ କରିଚାଲିଛନ୍ତି। ସେହିପରି ବୁଧବାର ନବଙ୍କ ପିଏସ୍‌ଓ ମିତ୍ରଭାନୁ ଦେଓଙ୍କୁ ନିଲମ୍ବନ କରାଯାଇଛି।

ସୂଚନାଯୋଗ୍ୟ, ବ୍ରଜରାଜନଗରର ଗାନ୍ଧିଛକରେ ରବିବାର ପୂର୍ବାହ୍ନରେ ନବ ଦାସଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା। ଗୋପାଳକୃଷ୍ଣ ଦାସ ନାମକ ଜଣେ ପୋଲିସ ଏଏସ୍‌ଆଇ ଏହି ଗୁଳିମାଡ଼ କରିଥିଲେ। ତାଙ୍କୁ ପ୍ରଥମେ ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଭୁବନେଶ୍ୱର ଏୟାରଲିଫ୍ଟ କରାଯାଇ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଅସ୍ତ୍ରୋପଚାର ପରେ ପ୍ରାଣହାନି ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ହେଉଛି ଭଡ଼ା ଆଦାୟ: ରକ୍ଷଣାବେକ୍ଷଣରେ ଅବହେଳା, ତେଜିଲା ଦୋକାନୀଙ୍କ ଅସନ୍ତୋଷ…

ଜୁନାଗଡ଼,୧ା୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇପଡିଛି। ଏଠାରେ ୧୪ଟି ଗୃହ ଥିବାବେଳେ ମରାମତି…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଜେଲ ଗଲେ ଶ୍ରମ ଅଧିକାରୀ

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ନୂଆଁଖାଇ ପାଇଁ ଏକଜୁଟ ହେଲେ ଦୁଇ ଖଣ୍ଡ ଗାଁର ୮୦୦ ପରିବାର

ବଲାଙ୍ଗୀର, ୧।୯: ବଲାଙ୍ଗୀର ଜିଲାରେ ନୂଆଁଖାଇ ପର୍ବ ପାଳନକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଗଣପର୍ବ ନୂଆଁଖାଇ ଭାଇଚାରା ଓ ଏକତାର ପର୍ବ ହୋଇଥିବାରୁ ବିଭିନ୍ନ…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ପ୍ରସଙ୍ଗରେ ଗର୍ଜିଲା ବିଜେଡି

ଧାମନଗର,୧।୯(ସନ୍ତୋଷ କୁମାର ମହାପାତ୍ର): ଫର୍ମ-୭ର ଅପବ୍ୟବହାର କରି ପ୍ରାୟ ୩ ହଜାରରୁ ଊଦ୍ଧର୍‌ବ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ଦେବା ପ୍ରସଙ୍ଗରେ ଧାମନଗର…

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri