ଆଜି ଜୀ ସାର୍ଥକରେ ‘ନବଦୁର୍ଗା’

ଭୁବନେଶ୍ୱର,୯।୧୦: ରାଜ୍ୟର ପ୍ରମୁଖ ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ଜୀ ସାର୍ଥକ ପକ୍ଷରୁ ଏକ ଅଭିନବ ପ୍ରୟାସ କରାଯାଇଛି। ଚଳିତ ପାର୍ବଣ ଅବସରରେ ଦର୍ଶକମାନଙ୍କୁ ମା’ଙ୍କର ମହିମା ସମ୍ପର୍କରେ ଅବଗତ କରାଇବା ପାଇଁ ରବିବାର ସନ୍ଧ୍ୟା ୬ଟା ୩୦ରେ ଜୀ ସାର୍ଥକର ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ନବଦୁର୍ଗା’ର ପ୍ରସାରଣ ହେବ ବୋଲି ଜଣାପଡ଼ିଛି। ବିଶେଷକରି ମା’ ଦଶଭୁଜା ଦୁର୍ଗା ସୃଷ୍ଟିକୁ ରକ୍ଷା କରିବାକୁ ଧରାପୃଷ୍ଠରେ ଅବତରଣ କରିଛନ୍ତି। ଏପରିକି ବିଭିନ୍ନ ରୂପରେ ଅବତାର ନେଇ ମା’ ଉକ୍ତଙ୍କୁ ଦର୍ଶନ ଦେବା ସହ ମନସ୍କାମନା ମଧ୍ୟ ପୂରଣ କରିଥାନ୍ତି। ଅପରପକ୍ଷରେ ଜୀ ସାର୍ଥକରେ ପ୍ରସାରିତ ହେଉଥିବା ବିଭିନ୍ନ ଧାରାବାହିକୀର ନାରୀ ଚରିତ୍ରମାନେ ‘ନବଦୁର୍ଗା’ ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି।

ଅକ୍ଟୋବର ୯ ତାରିଖ ସନ୍ଧ୍ୟା ୬ ଟା୩୦ ମିନିଟ୍‌ରେ ଜୀ ସାର୍ଥକରେ ‘ନବଦୁର୍ଗା’ ପ୍ରସାରିତ ହେବ ବୋଲି ଚ୍ୟାନେଲ ପକ୍ଷରୁ ସୂଚନା ଦିଆଯାଇଛି। ପବିତ୍ର ପାର୍ବଣ ମାସରେ ଜୀ ସାର୍ଥକର ଏଭଳି ଏକ ନିଆରା ପ୍ରୟାସକୁ ସବୁ ମହଲରେ ପସନ୍ଦ କରୁଥିବା ବେଳେ ଏହାର ଟ୍ରେଲର ମଧ୍ୟ ବେଶ୍‌ ଉଚ୍ଚ ପ୍ରଶଂସିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?