ଲଚ୍ଛମନ ବାଲାଜୀ ହନୁମାନ ମନ୍ଦିରରେ ନବାହ୍ନ ପାରାୟଣ

ଗଞ୍ଜାମ,୧୩।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ପ୍ରମୁଖ ସହର ହେଉଛି ଗଞ୍ଜାମ ସହର। ଏଠାରେ ବାର ମାସରେ ତେର ପର୍ବ । ଏଥିପାଇଁ ଗଞ୍ଜାମ ସହରକୁ ଧାର୍ମିକ ସହର ବୋଲି ବିବେଚନା କରାଯାଏ। ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବଡ଼ ବଜାର ଲଚ୍ଛମନ ବାଲାଜୀ ହନୁମାନ ମନ୍ଦିରରେ ପବିତ୍ର ଶ୍ରୀରାମ ନବମୀ ଠାରୁ ଆରମ୍ଭ ହୋଇଥିବା ନବାହ୍ନ ପାରାୟଣ ଓ ରାମଚରିତ ମାନସ ପାଠ ଜାରି ରହିଛି। ଏହା ନଅ ଦିନ ବ୍ୟାପୀ ପାଳନ ହେବ। ଏହି ଉପଲକ୍ଷେ ପ୍ରତ୍ୟେକ ଦିନ ହୋମ ଯଂଜ୍ଞ ଏବଂ ହୁମା ହନୁମାନ ମନ୍ଦିର ପୂଜକ ପ୍ରଶାନ୍ତ ତ୍ରିପାଠୀ ପାରାୟଣ ଦାୟିତ୍ୱ ବହନ କରିଛନ୍ତ। ହୋମରେ କର୍ତ୍ତା ଭାବେ ବଡ଼ ବଜାର ବଣିକ ସଙ୍ଘ ସଭାପତି ଗୌରୀ ଶଙ୍କର ବାରିକି ଏବଂ ଜଗନ୍ନାଥ ପୂଜକ କାଳିଆ ଶତପଥୀଙ୍କ ଦ୍ୱାରା ହୋମଯଂଜ୍ଞ ସମ୍ପର୍ଣ ହୋଇଥିଲା। ଗୋବିନ୍ଦ ଚନ୍ଦ୍ର ବାରିକି, କୃଷ୍ଣ ଚନ୍ଦ୍ର ଦାସ, ଶୁଭ ପଟ୍ଟନାୟକ, କାମରାଜୂ ବିଶ୍ୱାଳ,ବିଶୁ ନାୟକ ପ୍ରମୁଖ ସହଯୋଗ ପରିଚାଳନା କରୁଛନ୍ତି। ଆସନ୍ତା ମଙ୍ଗଳବାର ପୂର୍ଣ୍ଣାହୁତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜିତୁଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ: ସମର୍ଥକଙ୍କ ମହଲରେ ଉତ୍ସାହ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଯୁବନେତା ଅମରନାଥ ଭୋଇ(ଜିତୁ)ଙ୍କୁ ବିଜେଡ଼ି ବଡ଼ ଦାୟିତ୍ୱ ଦେଇଛି। ତାଙ୍କୁ ବିଜୁ ଯୁବ ଜନତା ଦଳର ଉପସଭାପତି(ବରିଷ୍ଠ)ଭାବେ ମନୋନୀତ କରିଛି। ଯୁବନେତା ଜିତୁଙ୍କୁ...

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri