ଯୋରନ୍ଦା ଉତ୍ସବ ମୁଖର, ଲାଗିହେଲା ନବାନ୍ନ ଭୋଗ

ଢେଙ୍କାନାଳ,୧୭ା୯(ରତନ ନାୟାର): ଢେଙ୍କାନାଳ ଜିଲା ବିଶ୍ୱ ପ୍ରସିଦ୍ଧ ଧର୍ମପୀଠ ମହିମା ଗାଦି ଯୋରନ୍ଦାରେ ନବାନ୍ନ ଉତ୍ସବ ରବିବାର ପାଳିତ ହୋଇଯାଇଛି। ନବାନ୍ନ ଉତ୍ସବ ପାଇଁ ଯୋରନ୍ଦାରେ ଜିଲାର ବିଭିନ୍ନ ଅଞ୍ଚଳ ସମେତ ମୟୂରଭଞ୍ଜ, କଟକ, ଜଗତସିଂହପୁର, କେନ୍ଦୁଝର, ଅନୁଗୋଳ, ସମ୍ବଲପୁର ଆଦି ଜିଲାରୁ ବହୁ ସଂଖ୍ୟାରେ ମହିମା ସାଧୁ, ସନ୍ନ୍ୟାସୀ ଓ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ଫଳରେ ଯୋରନ୍ଦା ଉତ୍ସବ ମୁଖର ହୋଇଉଠିଛି। ବର୍ଷ ପ୍ରଥମ ଶସ୍ୟରୁ ପ୍ରସ୍ତୁତ ନୂଆ ଚୁଡ଼ା ସହ ନଡ଼ିଆ, କଦଳୀ , ଗୁଡ଼, କ୍ଷୀର, ଦହି, କାଜୁ ଆଦି ପକାଯାଇ ଏହି ନବାନ୍ନ ପ୍ରସ୍ତୁତ ହୋଇଥାଏ । ମହିମା ସାଧୁ, ସନ୍ନ୍ୟାସୀ ଓ ଶ୍ରଦ୍ଧାଳୁ ମାନେ ଏକାଠି ବସି ଆନନ୍ଦ ଉଲ୍ଲାସର ସହ ନବାନ୍ନ ଭକ୍ଷଣ କରିଥିଲେ। ଏହା ପରେ ଜଗତ କଲ୍ୟାଣ ଓ ବିଶ୍ୱ ଶାନ୍ତି ପାଇଁ ଶୂନ୍ୟ ପ୍ରଭୁଙ୍କୁ ଘୃତାହୁତି କରି ପ୍ରାର୍ଥନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri