ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶା ଉତ୍ସବମୁଖର, ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୮ା୯: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇ ଉଠିଛି ଗାଁଠୁ ସହର। ଏନେଇ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପାଖରେ ନବାନ୍ନ ଲାଗି ହୋଇଛି। ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ଶୁଭବେଳା ଦେଖି ଏହି ନବାନ୍ନ ଲାଗି ହୋଇଛି। ଅଧିଷ୍ଠାତ୍ରୀ ଦେବୀଙ୍କ ପାଖରେ ନବାନ୍ନ ଭୋଗ ପରେ ପରିବାର ସହ ଏକାଠି ବସି ସମସ୍ତେ ନୂଆ ଖାଇବେ।
ସେହିପରି ପଶ୍ଚିମ ଓଡ଼ିଶାର ଅନ୍ୟ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବାଦେବୀଙ୍କ ନିକଟରେ ନବାନ୍ନ ଲାଗି ହୋଇଛି। ପ୍ରଥମେ ପରିବାର ବଡ଼ମାନଙ୍କୁ ମୁଣ୍ଡିଆ ମାରି ଏହି ପର୍ବ ପାଳନ ହେବ। ପରେ ନୂଆଁଖାଇ ପାଳନ ହେବ। ଏଥିପାଇଁ ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ଲୋକେ ନିଜ ନିଜ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri