ଏନଏସି ବିଜେଡି ପକ୍ଷରୁ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ

ଗଞ୍ଜାମ,୧୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ବିଜୁ ଜନତା ଦଳ ପକ୍ଷରୁ ସ୍ବର୍ଗତ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ ଗୁରୁବାର ପାଳିତ ହୋଇଛି । ବିଜେଡି ଏନଏସି ଯୁବ ସଭାପତି ସୁଧୀର କୁମାର ପାଢ଼ୀଙ୍କ ନେତୃତ୍ୱରେ ଜିଲା ପରିଷଦ ସଭ୍ୟ ସନାତନ ବେହେରା, ପୂର୍ବତନ ଉପନଗରପାଳ ନୀଳାଞ୍ଚଳ ବାରିକି,କାଉନ୍ସିଲର ସୁଜାତା ମlହାନ୍ତି, ସଂଯୁକ୍ତା ଦାସ, ବରିଷ୍ଠ ଆଇନଜୀବୀ ପଙ୍କଜ କୁମାର ବାରିକି,ପ୍ରଶାନ୍ତ ପାଢ଼ୀ ପ୍ରମୁଖ ୱାର୍ଡ ନଂ ୨ ଗଞ୍ଜାମ ସହର ସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଠାରେ ପହଞ୍ଚି ସ୍ମୃତି ଚାରଣ କରିଥିଲେ।ଏହି ସମୟରେ ବିଜୁବାବୁ ଅମର ରହେ ସ୍ଲୋଗାନରେ ସହର କମ୍ପି ଉଠିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଣିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ: ସଂକ୍ଷିପ୍ତ ସଭାପତି, ରବୀନ୍ଦ୍ର ସମ୍ପାଦକ

ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍‌ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ

ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି...

ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି: ହଇରାଣ ହେଉଛନ୍ତି ହିତାଧିକାରୀ

ନୂଆପଡ଼ା,୩୦।୧୨(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶ୍ରମକାର୍ଡ ଧାରୀଙ୍କ ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି। ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ଗରିବ...

ଜିତୁଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ: ସମର୍ଥକଙ୍କ ମହଲରେ ଉତ୍ସାହ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଯୁବନେତା ଅମରନାଥ ଭୋଇ(ଜିତୁ)ଙ୍କୁ ବିଜେଡ଼ି ବଡ଼ ଦାୟିତ୍ୱ ଦେଇଛି। ତାଙ୍କୁ ବିଜୁ ଯୁବ ଜନତା ଦଳର ଉପସଭାପତି(ବରିଷ୍ଠ)ଭାବେ ମନୋନୀତ କରିଛି। ଯୁବନେତା ଜିତୁଙ୍କୁ...

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri