ଏନ୍‌ଏସି ଅଧ୍ୟକ୍ଷଙ୍କ ଦାୟିତ୍ୱ ଗ୍ରହଣ

କେସିଙ୍ଗା,୩୦ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ନବ ନିର୍ବାଚିତ ଅଧ୍ୟକ୍ଷ ନୃପରାଜ ଯାଦବ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି।
ଏନ୍‌ଏସିର ନିର୍ବାହୀ ଅଧିକାରିଣୀ ମିସ୍‌ କିରଣ ବେହେରା ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ସ୍ବାଗତ କରିଥିଲେ। ପରେ ଅଧ୍ୟକ୍ଷ ସମର୍ଥକଙ୍କ ସହିତ ନିଜ ଚ୍ୟାମ୍ବରକୁ ଯାଇ ଆସନ ଗ୍ରହଣ କରିଥିଲେ। ଅଧ୍ୟକ୍ଷ ଆସନ୍ତା ୭ ତାରିଖରେ ହେବାକୁ ଥିବା ଭାଇସ ଚେୟାରମ୍ୟାନ ପାଇଁ ନୋଟିସ୍‌ରେ ପ୍ରଥମେ ଦସ୍ତଖତ କରିଥିଲେ।
ସହରର ବିଭିନ୍ନ ଅନୁଷ୍ଠାନ ତଥା ପ୍ରେସ କ୍ଲବ, ସମସ୍ତ ଦଳୀୟ କର୍ମକର୍ତ୍ତା ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସ୍ବାଗତ କରିଥିଲେ। ପରେ ଏନ୍‌ଏସିର ସଦ୍‌ଦ୍ଭାବନା ଗୃହରେ ଏକ ସାଧାରଣ ସଭାରେ ଯୋଗ ଦେଇଥିଲେ।

ଏନ୍‌ଏସିର ନିର୍ବାହୀ ଅଧିକାରୀ ମିସ୍‌ କରଣ ବେହେରା, ବ୍ଲକ ଚେୟାରମ୍ୟାନ ଚନ୍ଦନ ସେନାପତି, ଶିଲୁ ପରିଡ଼ା, ନଗରସଭାପତି ରମେଶ ପଟ୍ଟନାୟକ ପୂର୍ବତନ ଏନ୍‌ ଏସି ଅଧ୍ୟକ୍ଷ ରମାକାନ୍ତ ଗୌଡ଼, ଆଇନଜୀବୀ ପ୍ରକାଶ ଦାଶ, ସୂର୍ଯ୍ୟକାନ୍ତ ଦାଶ, ସୁରେଶ ମହାନନ୍ଦ,ମହିଳା ସ୍ବଚ୍ଛ ସାଥୀ ପ୍ରମୁଖ ଏହି ସମ୍ବର୍ଦ୍ଧନା ସଭାରେ ଯୋଗଦେଇଥିଲେ।

କେସିଙ୍ଗା ସହରବାସୀ ରାସ୍ତାଘଟ, ପାନୀୟଜଳ, ବିଜୁଳି, ଡ୍ରେନ, ବସ୍ତିବାସିନ୍ଦାଙ୍କ ପାଇଁ ପଟ୍ଟା, ଶ୍ମଶାନଘାଟ ନିର୍ମାଣ, ପୋଖରୀରୁ ପଙ୍କ ଉଦ୍ଧାର ଆଦି ସମସ୍ୟା ବିଷୟରେ ଅଧ୍ୟକ୍ଷଙ୍କ ନିକଟରେ ଦାବି ଜଣାଇଥିଲେ। ଅଧ୍ୟକ୍ଷ ମଧ୍ୟ ଜନସାଧାରଣଙ୍କ ସମସ୍ୟା ସମାଧାନ କରିବେ ବୋଲି ଦୃଢ଼ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?