ଘୋଷଣାରେ ଅଟକିଛି ରାଇକିଆକୁ ଏନ୍‌ଏସି ମାନ୍ୟତା: ନଗର ଉନ୍ନୟନ ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରାଇକିଆ ୪।୬(ପ୍ରଦୀପ ବେହେରା)- ଗତ ୨୦୨୪ ମାର୍ଚ୍ଚ ମାସରେ କନ୍ଧମାଳ ଜିଲା ରାଇକିଆ ସହରକୁ ଏନ୍‌ଏସି ଘୋଷଣା କରାଯାଇଥିଲା। ଇତି ମଧ୍ୟରେ ପ୍ରାୟ ଏକ ବର୍ଷରୁ ଊଦ୍ଧର୍‌ବ ସମୟ ବିତିଗଲାଣି। ଏହାକୁ ପ୍ରାଥମିକତା ଦେଇ ତୁରନ୍ତ କାର୍ଯ୍ୟକାରୀ ପାଇଁ ବୁଧବାର ନଗର ଉନ୍ନୟନ ଓ ଗୃହ ନିର୍ମାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ରାଇକିଆ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦାବିପତ୍ର ପ୍ରଦାନ କରଯାଇଛି। ପୂର୍ବରୁ ରାଜ୍ୟ ସରକାରଙ୍କ ସହରାଞ୍ଚଳ ଗଠନ ନିୟମାବଳୀର ସମସ୍ତ ମାନଦଣ୍ଡ ପୂରଣ କରଯାଇଥିବା ଏବଂ ଗ୍ରାମସଭା, ସମିତି ବୈଠକ ଅନୁମୋଦନ ନେଇ ସୂଚନା ପ୍ରଦାନ କରାଯାଇଥିଲା। ମନ୍ତ୍ରୀଙ୍କ ବାଲିଗୁଡା ଗସ୍ତ ଅବସରରେ ରାଇକିଆଠାରେ ବ୍ଲକ ଭାଜପା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ କରଯାଇଥିଲା। ଏହି ଅବସରରେ କ୍ରିୟାନୁଷ୍ଠାନ କମିଟି ସଭାପତି ସତ୍ୟବାନ ପାତ୍ର , ସମ୍ପାଦକ ମସେସ ଦିଗାଲ, ଦୁର୍ଯୋଧନ ଲେଙ୍କା ଦାବିପତ୍ର ପ୍ରଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri