ଭୁବନେଶ୍ୱର, ୬।୧୧(ବ୍ୟୁରୋ): କୋରାପୁଟ ମଣ୍ଡଳ କାରାଗାରରୁ ଶୁକ୍ରବାର ବାହାରିଲେ ଚାଷୀମୂଲିଆ ସଂଘର ନେତା ନାଚିକା ଲିଙ୍ଗା। ୩ ଦିନ ତଳେ ସେ ହାଇକୋର୍ଟରୁ ଜାମିନ ପାଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ତଳ କୋର୍ଟର ସର୍ତ୍ତରେ ନାଚିକା ଜେଲରୁ ବାହାରିଲେ। ୨୦୧୪ ମସିହାରୁ ସେ ଜେଲରେ ଥିଲେ।
ଭୁବନେଶ୍ୱର, ୬।୧୧(ବ୍ୟୁରୋ): କୋରାପୁଟ ମଣ୍ଡଳ କାରାଗାରରୁ ଶୁକ୍ରବାର ବାହାରିଲେ ଚାଷୀମୂଲିଆ ସଂଘର ନେତା ନାଚିକା ଲିଙ୍ଗା। ୩ ଦିନ ତଳେ ସେ ହାଇକୋର୍ଟରୁ ଜାମିନ ପାଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ତଳ କୋର୍ଟର ସର୍ତ୍ତରେ ନାଚିକା ଜେଲରୁ ବାହାରିଲେ। ୨୦୧୪ ମସିହାରୁ ସେ ଜେଲରେ ଥିଲେ।
ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…
କଥାରେ ଅଛି-କ୍ୟାନ୍ସର: ନୋ ଆନ୍ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…
ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍…
ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…
ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…
ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…
ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…