Posted inଜାତୀୟ

ପୁଡୁଚେରୀରେ ୨୩ରୁ ଊର୍ଦ୍ଧ୍ୱ ଆସନ ଜିତିବ ଭାଜପା: ନଡ୍ଡା

ପୁଡୁଚେରୀ,୩୧ ।୧: ରବିବାର ପୁଡୁଚେରୀ ଗସ୍ତରେ ଥିବା ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କହିଛନ୍ତି ଆଗାମୀ ନିର୍ବାଚନରେ ତାଙ୍କ ପାର୍ଟି ପୁଡୁଚେରୀରେ ୨୩ରୁ ଅଧିକ ଆସନରେ ବିଜୟ ଲାଭ କରିବ । ଏକ ଜନସଭାରେ ଉଦ୍‌ବୋଧନ ଦେବା ସମୟରେ ସେ ଜନତାଙ୍କ ସମାଗମକୁ ଦେଖି ଏଭଳି କହିଛନ୍ତି । ନଡ୍ଡା କହିଛନ୍ତି ଆପଣମାନଙ୍କର ଉତ୍ସାହ ସିଧାକଥା କହୁଛି କି ଆଗାମୀ ନିର୍ବାଚନରେ ଭାଜପା ପୁଡୁଚେରୀରେ ୨୩ରୁ ଅଧିକ ଆସନରେ ବିଜୟ ଲାଭ କରିବ । ଏହି ସମୟରେ ସେ କହିଥିଲେ ମୁଖ୍ୟମନ୍ତ୍ରୀ ଭି ନାରାୟଣସ୍ୱାମୀ ପୁଡୁଚେରୀର କୌଣସି ଉନ୍ନତିମୂଳକ କାମ କରି ନାହାଁନ୍ତି । ଏପରିକି ସେ ଯେତେବେଳେ କେନ୍ଦ୍ରମନ୍ତ୍ରୀ ଥିଲେ ସେତେବେଳେ ବି ସେ ପୁଡୁଚେରୀ ପାଇଁ କିଛି କରି ନାହାଁନ୍ତି । କେନ୍ଦ୍ରମନ୍ତ୍ରୀ ଭାବେ ସେ ଝାଡଖଣ୍ଡ ପାଇଁ ୫ହଜାର କୋଟିର ଋଣ ପ୍ରଦାନ କରିଥିବା ବେଳେ ପୁଡୁଚେରୀକୁ ଅଣଦେଖା କରିଥିବା ନଡ୍ଡା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?