ଭବାନୀପାଟଣାରେ ନଡ୍ଡା: ସରକାରଙ୍କ ସଫଳତାର ରଖିବେ ହିସାବ

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ଭବାନୀପାଟଣାରେ ପହଞ୍ଚିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ସେ ପ୍ରଥମେ ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍‌ରୀଙ୍କ ଦର୍ଶନ କରିବେ। ଏହାପରେ ଲାଲାବାହଦୂର ଷ୍ଟାଡ଼ିୟମରେ ଆୟୋଜିତ ମହାଜନସମ୍ପର୍କ ସମାବେଶରେ ଦଳୀୟ କର୍ମକର୍ତ୍ତାଙ୍କୁ ଉଦ୍‌ବୋଧନ ଦେବେ । ଏହି ସମୟରେ ସେ ୯ ବର୍ଷ ମୋଦି ସରକାରଙ୍କ ସଫଳତାର ହିସାବ ରଖିବେ। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ପ୍ରଭାରି ପୁରନ୍ଦେଶ୍ବରୀଙ୍କ ସହ କୋଭିଡ୍‌ରୁ ସୁସ୍ଥ ହୋଇ ଫେରିଥିବା ସ୍ଥାନୀୟ ବିଧାୟକ ପ୍ରଦୀପ୍ତ ନାଏକ ଯୋଗଦେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆସନ୍ତା ମାସରେ ଆରମ୍ଭ କରିବ ଦେଶରେ ବଡ଼ ଅଭିଯାନ; ଜନସାଧାରଣଙ୍କ ସମସ୍ୟା ଶୁଣିବା ପାଇଁ ସେମାନଙ୍କ ପାଖରେ ପହଞ୍ଚିବ

ନୂଆଦିଲ୍ଲୀ,୬।୮: କକ୍ରୋଚ ଜନତା ପାର୍ଟି (CJP) ଆସନ୍ତା ମାସରେ ସାରା ଦେଶରେ ‘କ୍ୟା ବୋଲତି ପବ୍ଲିକ’ (ଜନସାଧାରଣ କ’ଣ କୁହନ୍ତି) ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଦଳର…

ଘରେ ଶୋଇଥିବାବେଳେ ପଶିଲେ ହାତୀପଲ, ଭାଙ୍ଗିଲେ ଘର, ଗୋଟିଏ ପରିବାରର ୪ ଜଣଙ୍କୁ…

ବଲାଙ୍ଗୀର,୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ସରଗୁଲ ଗାଁରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ଗାଁରେ ଏକ ପରିବାର ଘର ଭିତରେ ଶୋଇଥିବା…

୨ ବର୍ଷ ହେଲାଣି ବିଦ୍ୟୁତ କେବୁଲ ସଂଯୋଗ ପାଇଁ ଦାବି କରୁଛନ୍ତି ହିତାଧିକାରୀ: ପୂରଣ ହେଉନି..

କେସିଙ୍ଗା,୬।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଟିଡିପିଏଲ ଅଧୀନସ୍ଥ ବାଲସି, ମଶାଣିବନ୍ଧ, କାଣ୍ଡେଲ ସମେତ ବ୍ଲକର ବିଭିନ୍ନ ଗ୍ରାମରେ ଦୁଇ ବର୍ଷରୁ ଉଦ୍ଧର୍‌ବ ହେଲା ନୂଆ ଖମ୍ବ…

ପିଅନଙ୍କ ଅବସର ପରେ ସୂଚନା, ଲୋକସମ୍ପର୍କ କାର୍ଯ୍ୟାଳୟରେ ଝୁଲୁଛି ତାଲା

ଜି.ଉଦୟଗିରି,୬ା୮(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ସହରରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ୧୯୮୦ରେ ପ୍ରତିଷ୍ଠା ହୋଇଥିବା ବେଳେ ଏଠାରେ ତାଲା ଝୁଲୁଥିବା ଦେଖିବାକୁ ମିଳିଛୁ। ପୂର୍ବରୁ…

ମୁଖ୍ୟମନ୍ତ୍ରୀଙ୍କ ପତ୍ନୀଙ୍କ ସହ କ୍ରିକେଟରଙ୍କ କଥାବାର୍ତ୍ତକୁ ନେଇ ହେଉଛି ଆଲୋଚନା, ଭାଇରାଲ ହେଲାଣି ଭିଡ଼ିଓ

ନୂଆଦିଲ୍ଲୀ,୬।୮: ଭାରତୀୟ କ୍ରିକେଟର ତିଲକ ବର୍ମା ଏବେ ଏବେ ଜିମ୍ବାୱେରୁ ଫେରିଛନ୍ତି, ଯେଉଁଠାରେ ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ 3-0ରେ ଜିତିଥିଲା। ଯଦିଓ ତିଲକ…

ଟେନ୍‌ସନ୍‌ରେ ଅଛନ୍ତି ମୃଣାଲ: ଦେଲେ ଚେତାବନୀ

ଆଜିକାଲି ଟେନ୍‌ସନ୍‌ରେ ଅଛନ୍ତି ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ଡିପ୍‌ଫେକ କଣ୍ଟେଣ୍ଟ ତିଆରି ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ…

ଘରର PNG ଓ ଗାଡ଼ିର CNGରେ ହେବ ବଡ଼ ପରିବର୍ତ୍ତନ! କେନ୍ଦ୍ର ସରକାର ମିଶାଇବେ…

ନୂଆଦିଲ୍ଲୀ,୬।୮: ଦେଶରେ ପରିବେଶ ଅନୁକୂଳ ଇନ୍ଧନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆଗାମୀ ଦିନରେ ଘରୋଇ ରୋଷେଇ ଗ୍ୟାସ…

‘ଡିସେମ୍ବର କାହିଁକି? ସେମାନେ ଏବେ ଆସିବା ଉଚିତ’- ଶେଖ ହାସିନାଙ୍କୁ ଚ୍ୟାଲେଞ୍ଜ କଲେ ତାରିକ ରହମାନଙ୍କ ଜଣେ ସହଯୋଗୀ

ଢାକା/ନୂଆଦିଲ୍ଲୀ,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ ୨୦୨୪ରେ କ୍ଷମତା ଛାଡିବା ପରେ ତାଙ୍କର ପ୍ରଥମ ଭର୍ଚୁଆଲ ପ୍ରେସ କନଫରେନ୍ସରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri