Posted inଜାତୀୟ

ନଡ୍ଡା, ମାଲବ୍ୟଙ୍କୁ ବେଙ୍ଗାଲୁରୁ ପୋଲିସର ସମନ

ବେଙ୍ଗାଲୁରୁ, ୮।୫: ମୁସଲମାନ ସଂରକ୍ଷଣକୁ ନେଇ କର୍ନାଟକ ଭାଜପା ପକ୍ଷରୁ କରାଯାଇଥିବା ବିବାଦୀୟ ପୋଷ୍ଟ ମାମଲାରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଆଇଟି ସେଲ୍‌ ମୁଖ୍ୟ ଅମିତ ମାଲବ୍ୟଙ୍କୁ ସୋମବାର କର୍ନାଟକ ପୋଲିସ ସମନ ଜାରି ରଖିଛି। ସପ୍ତାହେ ମଧ୍ୟରେ ବେଙ୍ଗାଲୁରୁ ପୋଲିସ ନିକଟରେ ପଚରାଉଚରା ପାଇଁ ହାଜର ହେବାକୁ ଉଭୟ ନେତାଙ୍କୁ ସମନ ଜାରି ହୋଇଛି।

ସୂଚନାଯୋଗ୍ୟ, ଗତ ସପ୍ତାହରେ କର୍ନାଟକ ଭାଜପା ପକ୍ଷରୁ ଏକ୍ସ’ରେ ପୋଷ୍ଟ ହୋଇଥିବା ଏକ ଆନିମେଟେଡ୍‌ ଭିଡିଓରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦାରାମେୟା ମୁସଲମାନ ସମ୍ପ୍ରଦାୟକୁ ଅଧିକ ପାଣ୍ଠି ଯୋଗାଉଥିବା ଦର୍ଶାଯାଇଥିଲା। ଏହି ଭିଡିଓ ବିରୋଧରେ କଂଗ୍ରେସ ପକ୍ଷରୁ ଭାରତୀୟ ନିର୍ବାଚନ ଆୟୋଗ(ଇସି)ଙ୍କ ନିକଟରେ ଅଭିଯୋଗ କରାଯିବା ସହ ବେଙ୍ଗାଲୁରୁରେ ମାମଲା ରୁଜୁ କରାଯାଇଥିଲା। ତେବେ ମଙ୍ଗଳବାର ଏହି ବିବାଦୀୟ ପୋଷ୍ଟକୁ ହଟାଇବାକୁ ଇସି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଏକ୍ସ’କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ତାରିଖରୁ ଓଡ଼ିଶା ସମେତ ଏହି ସବୁ ରାଜ୍ୟରେ ଆରମ୍ଭ ହେବ SIR, ଘରକୁ ଘର ଯାଇ ଯାଞ୍ଚ କରିବେ…

ଭୁବନେଶ୍ୱର, ୧୪।୫: ଭାରତୀୟ ନିର୍ବାଚନ କମିଶନ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR)ର ତୃତୀୟ ପର୍ଯ୍ୟାୟ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପର୍ଯ୍ୟାୟ ୧୬ଟି…

ପ୍ରବଳ ଝଡ଼ରେ ଟିଣ ସହ ଆକାଶକୁ ଉଡ଼ିଗଲେ ଯୁବକ, ସୁପରମ୍ୟାନଙ୍କ ଭିଡିଓ ଭାଇରାଲ ପରେ…

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ବରେଲିରେ ଏକ ଭୟଙ୍କର ଝଡ଼ ଲୋକଙ୍କ ନିଃଶ୍ୱାସ ହରାଇ ଦେଇଛି। ପ୍ରବଳ ଝଡ଼ବର୍ଷା ମଧ୍ୟରେ ଜଣେ ଯୁବକ ଟିଣ ସେଡ ସହିତ ଆକାଶରେ ଉଡ଼ି…

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ରାସ୍ତା ଉପରେ ଛିଟିକି ପଡ଼ିଲା ଖଣ୍ଡ ବିଖଣ୍ଡିତ ଶରୀର

ଇନ୍ଦୋର,୧୪।୫: ମଧ୍ୟପ୍ରଦେଶ ଦେବାସର ଏବି ରୋଡ ପାର୍ଶ୍ୱରେ ଥିବା ଟଙ୍କକାଲାରେ ଚାଲିଥିବା ଏକ ବାଣ କାରଖାନାରେ ଏକ ବଡ଼ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି। ବିସ୍ଫୋରଣ…

ମହଙ୍ଗା ମାଡ଼ ଭିତରେ ଜାରି ହେଲା LPG ସିଲିଣ୍ଡରର ନୂଆଦର; ଜାଣନ୍ତୁ ନୂଆରେଟ୍‌

ନୂଆଦିଲ୍ଲୀ,୧୪।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ବିଶ୍ୱ ଶକ୍ତି ସଙ୍କଟର ସମ୍ମୁଖୀନ ହେଉଛି। ପଶ୍ଚିମ ଏସିଆରେ ଉତ୍ତେଜନା ଯୋଗୁଁ ଶକ୍ତି ଯୋଗାଣ ବାଧାପ୍ରାପ୍ତ…

ସରକାରଙ୍କ କଠୋର ନିଷ୍ପତ୍ତି, ଫିଟନେସ୍ ପ୍ରମାଣପତ୍ର ବିନା ଦିଆଯାଇପାରିବନି ପଶୁ ବଳି

କୋଲକାତା,୧୪ା୫: ଇଦ୍-ଉଲ-ଜୁହା ପୂର୍ବରୁ, ପଶ୍ଚିମବଙ୍ଗର ଭାଜପା ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ପଶୁବଳି ଉପରେ ନିଷେଧ ଲଗାଇବା ପାଇଁ ଏକ…

କେତେ ଧନୀ ନୂଆ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ, ରାହୁଲ ଗାନ୍ଧୀ ତାଙ୍କୁ କାହିଁକି ପସନ୍ଦ କରନ୍ତି? ଜାଣନ୍ତୁ…

ଥିରୁଭାନନ୍ତପୁରମ,୧୪।୫: କେରଳମ୍‌ର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଭି.ଡି. ସତିସନ। କଂଗ୍ରେସ ଦଳ ଗୁରୁବାର (୧୪ ମଇ) ତାଙ୍କ ନାମ ଘୋଷଣା କରିଛି। ୧୦ ବର୍ଷ ପରେ କେରଳରେ…

ଉତ୍ତରପ୍ରଦେଶରେ ଶକ୍ତିଶାଳୀ ଝଡ଼ବାତ୍ୟା: ୧୦୦ରୁ ଅଧିକ ମୃତାହତ

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ଭଦୋହି, ବୁଦାଉଁ, ଫତେପୁର ଏବଂ ସୋନଭଦ୍ରା ଜିଲାରେ ବୁଧବାର ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ବାତ୍ୟାଝଡ଼ବାତ୍ୟା ହୋଇଛି। ଏହି ଝଡ଼ବାତ୍ୟାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଅଧିକାରୀମାନେ…

କେରଳମ୍‌ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କଲା କଂଗ୍ରେସ: ଏହି ବ୍ୟକ୍ତିଙ୍କ ମୁଣ୍ଡରେ ସୁନାକଳସ

ନୂଆଦିଲ୍ଲୀ,୧୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ପ୍ରାୟ ୧୦ ଦିନ ପରେ ଆଜି କଂଗ୍ରେସ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରିଛି। ଭିଡି ସତିସନ କେରଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri