ରୋଡ ଶୋ’ବେଳେ ସାଂଘାତିକ କଥା କହିଦେଲେ ନଡ୍ଡା, ନବୀନବାବୁ…

ଭୁବନେଶ୍ୱର,୧୬।୫: ଭାଜପାର କେନ୍ଦ୍ରୀୟ ନେତୃତ୍ୱଙ୍କ ନଜରରେ ଓଡ଼ିଶା। ରାଜ୍ୟକୁ ଦଖଲ କରିବା ପାଇଁ ବାରବାର ଓଡିଶା ଗସ୍ତ କରୁଛନ୍ତି ଦଳର ଶୀର୍ଷ ନେତା। ବିଜେଡି ନେତାଙ୍କୁ ଘେରାବନ୍ଦୀ କରି ଜୋରଦାର ପ୍ରଚାରରେ ଲାଗିପଡିଛନ୍ତି ଭାଜପା ନେତା। ଏହି କ୍ରମରେ ବୁଧବାର ଗୃହମନ୍ତ୍ରୀ ଅମିତ ଶାହାଙ୍କ ନସଭା ଓ କଟକରେ ମେଗା ରାଲି ପରେ ଗୁରୁବାର ରାଜଧାନୀରେ ବିଶାଳ ରୋଡ ଶୋ’ କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ଏହି ରୋଡ ଶୋ’ ମାଧ୍ୟମରେ ଭାଜପା ସମର୍ଥିତ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି।

ରୋଡ ଶୋ’ ସମୟରେ ନବୀନଙ୍କୁ ସିଧା ହମଲା କରିଛନ୍ତି ନଡ୍ଡା। ଓଡିଶା ଲୋକେ ମୋଦିଙ୍କୁ ଆଉ ଥରେ କେନ୍ଦ୍ରରେ ଦେଖିବାକୁ ଚାହୁଁଛନ୍ତି। ଲୋକେ ମଧ୍ୟ ଏକ ସକ୍ରିୟ ମୁଖ୍ୟମନ୍ତ୍ରୀ ଚାହାନ୍ତି। ଯେଉଁ ମୁଖ୍ୟମନ୍ତ୍ରୀ ଲୋକମାନଙ୍କ ସହ ଓ କଥା ହୋଇପାରୁଥିବ। ଏହା ସହ ଓଡ଼ିଶା ଅସ୍ମିତା ସହ ଯୋଡି ହୋଇ ରହିଥିବ।

ଏହାସହ ସେ ଆହୁରି ଯୋଡିଛନ୍ତି, ଜଣେ ଅଫିସର ଓଡ଼ିଶା ଚଳାଉଥିବାବେଳେ ନବୀନ ବାବୁ ସକ୍ରିୟ ନାହାନ୍ତି। ଏଥିପାଇଁ ଓଡ଼ିଶାବାସୀ ନବୀନ ବାବୁଙ୍କୁ ବିଶ୍ରାମ ଦେବାକୁ ଚାହୁଁଛନ୍ତି। ଭାଜପାକୁ ଦାୟିତ୍ୱ ଦେବାକୁ ଚାହୁଁଛନ୍ତି। ତେଣୁ ଏଥରଏକତରଫା ନିର୍ବାଚନ ଜିତିବା ସହ ଡବଲ ଇଞ୍ଜିନ ସରକାର କରିବୁ ବୋଲି ନଡ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri