ନବୀନଙ୍କ ସହ କଥା ହେଲେ ନଡ୍ଡା

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭାଜପା ସଭାପତି ଜେ.ପି ନଡ୍ଡା କଥା ହୋଇଥିବା ନବୀନ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନ ପ୍ରସଙ୍ଗ ନେଇ ନଡ୍ଡା ନବୀନଙ୍କ ସହ କଥା ହୋଇଛନ୍ତି। ନାମାଙ୍କନପତ୍ରରେ ପ୍ରସ୍ତାବକ ରହିବେ ବିଜେଡିର ୨ ମନ୍ତ୍ରୀ । ମନ୍ତ୍ରୀ ଜଗନ୍ନାଥ ସାର୍‌କା ଏବଂ ଟୁକୁନି ସାହୁ ନାମାଙ୍କନପତ୍ରରେ ଦସ୍ତଖତ କରିବେ। ଶୁକ୍ରବାର ନାମାଙ୍କନପତ୍ର ଦାଖଲ କାର୍ଯ୍ୟକ୍ରମରେ ଯୋଗଦେବେ। ଟୁଇଟ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ସୂଚନାଯୋଗ୍ୟ, ରାଷ୍ଟ୍ରପତି ନିର୍ବାଚନ ପାଇଁ ଆସନ୍ତାକାଲି ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ନାମାଙ୍କପତ୍ର ଦାଖଲ କରିବେ। ନବୀନ ବର୍ତ୍ତମାନ ବିଦେଶ ଗସ୍ତରେ ଅଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ତାଙ୍କର ସହଯୋଗ ରହିବ ବୋଲି ପୂର୍ବରୁ ନବୀନ ସ୍ପଷ୍ଟ କରିଥିଲେ। ତେଣୁ ଦଳ ପକ୍ଷରୁ ଦୁଇ ପ୍ରସ୍ତାବକ ଉପସ୍ଥିତ ରହିବେ ବୋଲି ସେ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri