ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ ଭାଜପା ନେତା ସମୀର ମହାନ୍ତି ଶୁକ୍ରବାର ସୂଚନା ଦେଇଛନ୍ତି। ଏନେଇ ଭାଜପା ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହି ସମୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ବ୍ରହ୍ମପୁରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।

ଓଡ଼ିଶାରେ ନିର୍ବାଚନୀ ପ୍ରଚାର କରିବା ପାଇଁ ଭାଜପାର ହେବିଓ୍ବେଟ୍‌ ନେତା ଆସୁଛନ୍ତି। ଏହି କ୍ରମରେ ଗୁରୁବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସିଥିବା ବେଳେ ୨୮ରେ ନଡ୍ଡା ଆସିବାକୁ ଯାଉଛନ୍ତି। ସେହିପରି କଂଗ୍ରେସ ପ୍ରଚାର କରିବା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ୨୮ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି…

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଇଭି-ଇଥାନଲ୍ ଚାଳିତ ଗାଡ଼ିକୁ…

ଭୁବନେଶ୍ୱର,୨୦।୮: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି…

କଂଗ୍ରେସ ଉପରେ ବର୍ଷିଲେ ଧର୍ମେନ୍ଦ୍ର, ତୁଷ୍ଟୀକରଣ ରାଜନୀତିକୁ ନେଇ….

ନୂଆଦିଲ୍ଲୀ,୨୦ା୮: କଂଗ୍ରେସ ମୁଖ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ‘ବନ୍ଦେ ମାତରମ୍’ ଗାନକୁ ନେଇ ଦେଖାଦେଇଥିବା ବିବାଦ ଏବେ ତୀବ୍ର ହୋଇଛି । ଏହାକୁ ନେଇ କଂଗ୍ରେସକୁ…

ଗୋଟିଏ ମାସରେ ୪ ଲଘୁଚାପ, ପୁଣି ଦାନା ବାନ୍ଧିଲାଣି, କାଲିଠୁ ପ୍ରବଳ ବର୍ଷା !

ଭୁବନେଶ୍ୱର,୨୦।୮: ପାଣିପାଗକୁ ନେଇ ବଡ଼ ଖବର । ଅଗଷ୍ଟ ମାସରେ ଗଲାଣି ତିନି ତିନିଟି ଲଘୁଚାପ । ତେବେ ପୁଣି ଆସୁଛି ଲଘୁଚାପ । ଏ ନେଇ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri