୧୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୧୬।୭: ଆସନ୍ତା ୧୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି। ଯେଉଁଥିରେ ନଡ୍ଡା ଯୋଗ ଦେବେ ବୋଲି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ମଙ୍ଗଳବାର ସୂଚନା ଦେଇଛନ୍ତି। ତେବେ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ନାହିଁ। ବୈଠକରେ ଆଗାମୀ ଦିନର ରଣନୀତି ଓ କାର୍ଯ୍ୟପନ୍ଥା ଦଳ ପ୍ରସ୍ତୁତ କରିବ ବୋଲି ମନମୋହନ କହିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ତେଜିଲା ଗୋଷ୍ଠୀକନ୍ଦଳ: ୨ ଗୋଷ୍ଠୀ ଅଲଗା ଅଲଗା କଲେ ଆନ୍ଦୋଳନ

ଭଞ୍ଜନଗର,୧୭।୭(ବାବୁଲା ପ୍ରଧାନ):ବାଲେଶ୍ୱର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟାକୁ ନେଇ ରାଜ୍ୟ ରାଜନୀତି ପଡୁଛିଉଠୁଛି। ଏହିଭଳି ପରିସ୍ଥିତିରେ ଗୁରୁବାର କଂଗ୍ରେସ ସମେତ ୮ଟି ରାଜନୈତିକ ଦଳ ପକ୍ଷରୁ...

ଆଇସିୟୁରେ ବବି ଦାସଙ୍କୁ ଦେଖା କରିବାକୁ ଏତେ ଲୋକଙ୍କୁ ଅନୁମତି ଦେଲା କିଏ? ସୋସିଆଲ ମିଡିଆରେ ଭାଇରାଲ ହେଉଛି ଏମିତି କିଛି ପ୍ରଶ୍ନ

ଭୁବନେଶ୍ୱର,୧୭।୭: ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଚହଳ ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱରରେ ବିଜେଡି ବଡ଼ ଆନ୍ଦୋଳନ କରିଛି।...

ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ କଳାହାଣ୍ଡି ବନ୍ଦ ପ୍ରଭାବ: ସରକାରଙ୍କ ବିରୋଧରେ ବିକ୍ଷୋଭ

ଭବାନୀପାଟଣା,୧୭।୭(ଉତ୍ତମ କୁମାର ଦାଶ)-ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଦେବା ଘଟଣାକୁ ନେଇ ସମଗ୍ର ରାଜ୍ୟରେ ତାତି ଦେଖାଯିବା ସହ...

ସମ୍ବଲପୁରରୁ ଆସିଲା ସାଂଘାତିକ ଖବର, ପୁଣି ଅଧ୍ୟାପକଙ୍କ ନିର୍ଯାତନା, ଛାତ୍ରୀ କଲେ…

ସମ୍ବଲପୁର, ୧୭।୭(ପ୍ରମୋଦ ବହିଦାର): ବାଲେଶ୍ୱର ଏଫଏମ କଲେଜ ଘଟଣାର କିଛି ଦିନ ଯାଉଣୁ ପୁଣି ଜଣେ ଛାତ୍ରୀଙ୍କ ଉପରେ ହୋଇଛି ର୍ନିଯାତନା। ଏଥିରେ ମଧ୍ୟ ଜଣେ...

କଂଗ୍ରେସରେ ଫାଟ! ଓଡ଼ିଶା ବନ୍ଦବେଳେ ପଦାରେ ପଡ଼ିଲା ଗୋଷ୍ଠୀକନ୍ଦଳ

ସାଲେପୁର,୧୭।୭(ଅରବିନ୍ଦ ଭୂୟାଁ):ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାର ପ୍ରତିବାଦରେ ଆଜି ସାଲେପୁରଠାରେ କଂଗ୍ରେସ ଦଳର ଦୁଇଗୋଷ୍ଠୀ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୁଷ୍ଟି ହୋଇଛି । ସାଲେପୁର କୁଆପାଳ...

କଂଗ୍ରେସ, ବାମଦଦଳର ବନ୍ଦ ଡାକରାରେ ପଟ୍ଟାମୁଣ୍ଡାଇ ଠପ

ପଟ୍ଟାମୁଣ୍ଡାଇ,୧୭।୭,(କଳ୍ପତରୁ ନାୟକ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ଏବଂ ବାମଦଦଳ ଗୁଡିକ ପକ୍ଷରୁ...

FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀ,ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି

କୋଟପାଡ଼,୧୭ା୭(ରାଜଶେଖର): କୋଟପାଡ଼ କଂଗ୍ରସ କମିଟି ଛତିଶଗଡ଼ ଓଡ଼ିଶା ଜାତୀୟ ରାଜପଥ ୬୩ ଫାଟକ ନିକଟରେ ପ୍ରତିବାଦ, ଶତାଧିକ ଭାରୀଯାନ ରାସ୍ତା ଦୁଇ ପାର୍ଶ୍ୱରେ ଅଟକିଛି l...

ଖରସ୍ରୋତା ନଦୀକୁ ଡେଇଁଲେ ଯୁବତୀ

ଆଳି, ୧୭।୭ (ବନମାଳୀ ସେନାପତି): ଖରସ୍ରୋତା ନଦୀକୁ ଡେଇଁ ପଡିଛନ୍ତି ଯୁବତୀ। ଏଭଳି ଏକ ଅଘଟଣ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri