ଓଡ଼ିଶା ଆସିବେ ନଡ୍ଡା

ଭୁବନେଶ୍ବର,୩୧।୮(ବ୍ୟୁରୋ): ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ର ଅଧ୍ୟକ୍ଷ ଜେ.ପି ନଡ୍ଡା। ସେପ୍ଟେମ୍ବର ଶେଷ ସପ୍ତାହରେ ଓଡ଼ିଶା ଆସିବା ନେଇ ଭାଜପା ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ବୁଧବାର ସୂଚନା ଦେଇଛନ୍ତି। ମିଶନ ୨୦୨୪ ପାଇଁ ଓଡ଼ିଶାରେ ଭାଜପା ପକ୍ଷରୁ ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମରେ ନଡ୍ଡା ଯୋଗ ଦେବେ ବୋଲି ଜଣାପଡିଛି। ତେବେ ନଡ୍ଡାଙ୍କ ସମେତ ସେପ୍ଟେମ୍ବରରେ ୩ ପ୍ରମୁଖ ନେତା ଓଡ଼ିଶା ଆସିବେ, ହେଲେ ତାରିଖ ଚୂଡାନ୍ତ ହୋଇନାହିଁ ବୋଲି ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ଅପରାଜେୟ: ଦାମ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ବରିଷ୍ଠ ନେତା ଦାମୋଦର ରାଉତ ନିୟମିତ ବ୍ୟବଧାନରେ ନିଜ ମନ୍ତବ୍ୟ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ଭାଜପାରୁ ଇସ୍ତଫା ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ...

ଡଙ୍କାରୀ, ରାହାଡପୁର ଖାଦାନରେ ରାଜସ୍ବ ବିଭାଗ ଅତିରିକ୍ତ ଶାସନ ସଚିବ: ‘ବେଆଇନ ଖନନକୁ ପ୍ରଶ୍ରୟ ଦିଆଯିବ ନାହିଁ’

ଧର୍ମଶାଳା/ଚଢ଼େଇଧରା,୫ା୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନସ୍ଥ ଡଙ୍କାରୀ ଓ ରାହାଡପୁର ଖାଦାନରେ ବୁଧବାର ରାଜସ୍ବ ବିଭାଗର ଅତିରିକ୍ତ ଶାସନ ସଚିବ ବିଭୂତି ଭୂଷଣ ଦାସ...

ଭାରସାମ୍ୟ ହରାଇ ବୋଲେରୋ ଉପରେ ଓଲଟିଲା ଟ୍ରକ୍‌

ବାରିପଦା ଅଫିସ,୨୦।୭: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବଡ଼ଗାଁ ଅଞ୍ଚଳରେ ବୁଧବାର ଏକ ପିଆଜ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ବୋଲେରୋ ଉପରେ ଓଲଟି ପଡ଼ିଛି। ଫଳରେ...

ଥାନାରୁ ଅଭିଯୁକ୍ତ ଫେରାର

ନବରଙ୍ଗପୁର/ପାପଡାହାଣ୍ଡି,୧୩।୧୧(ବି.ପ୍ର./ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଥାନା ହାଜତରୁ ଜଣେ ଅଭିଯୁକ୍ତ ପରିସ୍ରା ଯିବା ବାହାନାରେ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ତେନ୍ତୁଳିଖୁଣ୍ଟି...

ଯାତ୍ରୀବାହୀ ଟ୍ରେନ ଚଳାଚଳ ଦାବି: ଆଜି ରେଳରୋକୋ

କେନ୍ଦ୍ରାପଡ଼ା ଅଫିସ, ୧୦।୧୧: କେନ୍ଦ୍ରାପଡ଼ା ଜିଲାକୁ ୨୦୨୦ ଜୁଲାଇ ୨୪ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏହା ପରେ ରେଳ ବିହୀନ ଜିଲାରୁ କେନ୍ଦ୍ରାପଡ଼ାର...

ଚିଲିକାରୁ ୪୩୦ ଏକର ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୩୦।୭(ଡି.ଏନ୍‌.ଏ.): ଚିଲିକାକୁ ନେଇ ମତ୍ସ୍ୟଜିବୀ, ପେଷାଦାର ମତ୍ସ୍ୟଜୀବୀ ଏବଂ ପ୍ରଶାସନ ମଧ୍ୟରେ ବିବାଦ ଲାଗି ରହିଥିବା ବେଳେ ଗୁରୁବାର ଠାରୁ ଚିଲିକାରୁ ଘେରି ଉଚ୍ଛେଦ ପ୍ରକିୟା...

୯ରୁ ଏସ୍‌ସିବି ଓପିଡି ପାଇଁ ଅନ୍‌ଲାଇନ ଟିକେଟ ବୁକିଂ

କଟକ ଅଫିସ,୨୯ା୪: ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଓ ହସ୍ପିଟାଲକୁ ଚିକିତ୍ସା ପାଇଁ ଆସୁଥିବା ରୋଗୀ କିମ୍ବା ସେମାନଙ୍କ ସମ୍ପର୍କୀୟଙ୍କୁ ଏଣିକି ଟିକେଟ ଲାଗି...

୮୦ଦିନ ଧରି ମହିଳାଙ୍କୁ ବଳାତ୍କାର

ଜଳେଶ୍ୱର, ୭ା୫(ଡି.ଏନ.ଏ.): ଶାଶୁଘର ଲୋକଙ୍କ ଚକ୍ରାନ୍ତରେ ଫଶିଯାଇଛନ୍ତି ଜଣେ ମହିଳା। ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ତାନ୍ତ୍ରିକଙ୍କ ଦ୍ୱାରା ମହିଳାଙ୍କୁ ଅପହରଣ କରାଯାଇ ଏକ ପରିତ୍ୟକ୍ତ ଘରେ...

Advertisement
Archives

Model This Week