Posted inଜାତୀୟ

ଆକ୍ରମଣ ପରେ ପ୍ରଥମ ଥର ପଶ୍ଚିମବଙ୍ଗ ଯିବେ ନଡ୍ଡା

ନୂଆଦିଲ୍ଲୀ,୨।୧: ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଆକ୍ରମଣ ପରେ ପ୍ରଥମ ଥର ପାଇଁ ପଶ୍ଚିମବଙ୍ଗ ଗସ୍ତ କରିବେ। ଆସନ୍ତା ୯ତାରିଖରେ ବୀରଭୂମ ଜିଲାରେ ହେବାକୁ ଥିବା ରୋଡ ଶୋ’ରେ ସେ ଯୋଗ ଦେବେ। ଏନେଇ ଶନିବାର ଭାଜପା ସୂଚନା ଦିଆଯାଇଛି।
ଏହି ଅବସରରେ ରାଜ୍ୟର ବରିଷ୍ଠ କର୍ମକର୍ତ୍ତାଙ୍କୁ ଭେଟିବେ। ଅନ୍ୟପକ୍ଷେ ଆଗାମୀ ନିର୍ବାଚନ ନେଇ ରଣନୀତି ପ୍ରସ୍ତୁତ କରିବେ ବୋଲି ଭାଜପା ପକ୍ଷରୁ କୁହାଯାଇଛି। ସୂଚନା ଯୋଗ୍ୟ, ଡିସେମ୍ବର ମାସରେ ସଭାପତି ନଡ୍ଡା ପଶ୍ଚିମବଙ୍ଗ ଗସ୍ତ ବେଳେ କିଛି ଟିଏମ୍‌ସି କର୍ମକର୍ତ୍ତା ତାଙ୍କ ଗାଡି ଉପରକୁ ଢେଲା, ପଥର ମାଡ କରିଥିଲେ। ଭାଜପା ପକ୍ଷରୁ ଏହାକୁ ନିନ୍ଦା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri