Posted inଜାତୀୟ

ବଢ଼ିପାରେ ନଡ୍ଡାଙ୍କ କାର୍ଯ୍ୟକାଳ…

ନୂଆଦିଲ୍ଲୀ,୧୬।୧ : ଦିଲ୍ଲୀରେ ଭାଜପା ପଦାଧିକାରୀଙ୍କ ବୈଠକ ଆରମ୍ଭ ହୋଇଛି। ପାର୍ଟି ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ ହେଉଛି ଯେଉଁଥିରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ଭାଜପା ସାଧାରଣ ମହାସଚିବ (ସଂଗଠନ) ବିଏସ ସନ୍ତୋଷ ଏବଂ ଅନ୍ୟ ନେତାମାନେ ଉପସ୍ଥିତ ଅଛନ୍ତି। ଜାତୀୟ କାର୍ଯ୍ୟାଳୟ ପଦାଧିକାରୀଙ୍କ ବୈଠକ ପରେ ଅପରାହ୍ନରେଭାଜପାର ଜାତୀୟ କାର୍ଯ୍ୟନିର୍ବାହୀ ବୈଠକ ହେବ। ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ୩୫ କେନ୍ଦ୍ର ମନ୍ତ୍ରୀ, ୧୨ ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ସମସ୍ତ ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳର ଅଧ୍ୟକ୍ଷ ଯୋଗଦେବେ। ଅଛନ୍ତି।
ଭାଜପା ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ତାଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି।

ଆସନ୍ତା ବର୍ଷ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ଲୋକସଭା ନିର୍ବାଚନର ଦାୟିତ୍ୱକୁ ନୂତନ ଅଧ୍ୟକ୍ଷଙ୍କୁ ହସ୍ତାନ୍ତର କରିବା ପରିବର୍ତ୍ତେ ଭାଜପା ନଡ୍ଡାଙ୍କର କାର୍ଯ୍ୟକାଳ ବଢ଼ାଇ ପାରେ। ଚଳିତ ବର୍ଷ ୯ ଟି ରାଜ୍ୟରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ଲକ୍ଷ୍ନୌ,୨୪।୯: ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ

ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍‌ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…

ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…

ବିଧାୟକଙ୍କ ଫାର୍ମହାଉସରେ ବର୍ବରତା; ମହିଳାଙ୍କୁ ଟେକିନେଇ ଗଣବଳାତ୍କାର, CRPF ଯବାନ ଗିରଫ

ଲକ୍ଷ୍ନୌ,୨୪।୯: ଉତ୍ତରପ୍ରଦେଶର ଅମରୋହାରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଏକ ଫାର୍ମହାଉସ୍‌ରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ…

ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ…

ସମସ୍ୟା ନେଇ ଏନଏସି କାର୍ଯ୍ୟାଳୟ ଯାଇଥିଲେ ଯୁବଗୋଷ୍ଠୀ: କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ

ଗଞ୍ଜାମ, ୨୪।୯ (ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ମାନସ ଜେନା ସ୍ଥାନୀୟ ଲୋକଙ୍କ ସହ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ବାତ୍ୟା ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?