ଅଲଗା ହେବା ପରେ ବି ଏକ୍ସ ଓ୍ବାଇଫଙ୍କୁ ପ୍ରଶଂସା କଲେ ନାଗା ଚୈତନ୍ୟ

ମୁମ୍ବାଇ: ସାମନ୍ଥା ରୁଥ ପ୍ରଭୁ ଓ ନାଗା ଚୈତନ୍ୟ ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ସବୁଠାରୁ ପପୁଲାର ରିୟଲ ଲାଇଫ କପୁଲ ମଧ୍ୟରୁ ଅନ୍ୟତମ। ଏହି କପଲ ୨୦୧୦ରେ ଗୌତମ ବାସୁଦେବ ମେନନଙ୍କ ଫିଲ୍ମ ‘ମାୟା ଚେସାବେ’ ସମୟରୁ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଯାଇଥିଲା। ଏହାପରେ ଏମାନେ ୨୦୧୭ରେ ବିବାହ କରିଥିଲେ। ହେଲେ ବିବାହ ପରେ ସାମନ୍ଥା ଓ ନାଗା ଚୈତନ୍ୟଙ୍କ ମଧ୍ୟରେ ସମ୍ପର୍କ ଭଲ ରହିଲା ନାହିଁ। ଏମାନେ ୨୦୨୧ରେ ଅଲଗା ହେବାକୁ ଆନାଉନ୍ସମେଣ୍ଟ କରିଦେଲେ। ଏବେ ନାଗା ଚୈତନ୍ୟ ତାଙ୍କ ତେଲଗୁ ଫିଲ୍ମ କ୍ୟାରିୟର ଉପରେ ଫୋକସ କରୁଥିବା ବେଳେ ଏପଟେ ସାମନ୍ଥା ଏବେ ଓଟିଟି ସ୍ପେଶ ଓ ବଲିଉଡରେ ବିଜି ଅଛନ୍ତି। ଏସବୁ ଭିତରେ ଏକ ଲାଟେଷ୍ଟ ଇଣ୍ଟରଭ୍ୟୁରେ ନାଗା ଏକ୍ସ ଓ୍ବାଇଫ ସାମନ୍ଥାଙ୍କର ପ୍ରଶଂସା କରିଛନ୍ତି।

ଏକ ଇଣ୍ଟଭ୍ୟୁରେ ନାଗା ଚୈତନ୍ୟ ଏକ୍ସ ଓ୍ବାଇଫ ସାମନ୍ଥାଙ୍କ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ସାମନ୍ଥା ଜଣେ ଭଳ ମଣିଷ ଓ ସେ ସମସ୍ତ ସୁଖ ପାଇବାର ହକଦାର। ଏହା କେବଳ ସେହି ସମୟରେ ହୋଇଥାଏ ଯେତେବେଳେ ମିଡିଆ ଅନୁମାନ ଲଗାଇଥାଏ କି ଆମ ମଧ୍ୟରେ କିଛି ଅଜବ କଥା ହେଉଛି। ଜନତାଙ୍କ ନଜରରେ, ସେହି ମ୍ୟୁଚୁଆଲ ରେସପେକ୍ଟ ଚାଲିଯାଇଥାଏ। ଆଉ ଏହାହିଁ ମୋତେ ଖରାପ ଲାଗିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?