ସାମନ୍ଥାଙ୍କ ସହ ଫଟୋ ଶେୟାର କରି ପୁରୁଣା ସ୍ମୃତିକୁ ମନେ ପକାଇଲେ ନାଗା ଚୈତନ୍ୟ

ମୁମ୍ବାଇ: ସାଉଥ୍‌ ଅଭିନେତ୍ରୀ ସାମନ୍ଥା ରୁ୍‌ଥ୍‌ ପ୍ରଭୁ ତେଲୁଗୁ ଚଳଚ୍ଚିତ୍ର ‘ୟେ ମାୟା ଚେସାବେ’ରୁ ଅଭିନୟ ଜୀବନ ଆରମ୍ଭ କରିଥିଲେ। ଏହି ଚଳଚ୍ଚିତ୍ର ରିଲିଜ୍‌ ହେବାର ୧୩ ବର୍ଷ ପୂରଣ ହୋଇଛି। ଚଳଚ୍ଚିତ୍ରରେ ସେ ନାଗା ଚୈତନ୍ୟ ମଧ୍ୟ ଥିଲେ। ଦୁହେଁ ପ୍ରଥମ ଥର ପାଇଁ ଏହି ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶକଙ୍କ ହୃଦୟ ଜିତିଥିଲେ। ଏହି ଚଳଚ୍ଚିତ୍ରଟି ଏବେ ୧୩ ବର୍ଷ ପୂରଣ କରିଛି, ଯେଉଁଥିରେ ନାଗା ଚୈତନ୍ୟ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଫିଲ୍ମ ସହ ଜଡିତ କିଛି ଫଟୋ ଶେୟାର କରି ପୁରୁଣା ସ୍ମୃତିକୁ ତାଜା କରିଛନ୍ତି। ତେବେ ଏହି ଚଳଚ୍ଚିତ୍ର ପରେ ମଧ୍ୟ ଏହି ଯୋଡି ଅନେକ ଫିଲ୍ମରେ ଏକାଠି କାମ କରିଛନ୍ତି।

ନାଗା ତାଙ୍କ ଆଗାମୀ ତାମିଲ-ତେଲୁଗୁ ଚଳଚ୍ଚିତ୍ର ‘କଷ୍ଟୋଡି’ ପାଇଁ ବ୍ୟସ୍ତ ଅଛନ୍ତି। ଅନ୍ୟପଟେ, ସାମନ୍ଥା ଆଜିକାଲି ‘ସିଟାଡେଲ’ ଇଣ୍ଡିଆ ପାଇଁ ଶୁଟିଂରେ ମଧ୍ୟ ବ୍ୟସ୍ତ ରହୁଛନ୍ତି। ଏଥିରେ ଅଭିନେତ୍ରୀ ପ୍ରଥମ ଥର ପାଇଁ ବରୁଣ ଧାୱନଙ୍କ ସହ ସ୍କ୍ରିନ ଶେୟାର କରୁଥିବା ଦେଖିବାକୁ ମିଳିବ। ସାମନ୍ଥାଙ୍କ ଚଳଚ୍ଚିତ୍ର ‘ଶକୁନ୍ତଳମ’ ରିଲିଜ ପାଇଁ ପ୍ରସ୍ତୁତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ବାଇକ ଦୁର୍ଘଟଣା, ଦୁଇ ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୧।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେବେ ଏଥରେ ଦୁଇ ବାଇକ ଆରୋହୀଙ୍କ…

ଡିସ୍‌କାଉଣ୍ଟ ଦେବାରୁ ଚଢ଼ାଉ, ଔଷଧର ମାନ ନେଇ ପ୍ରଶ୍ନ କଲା ସଂଘ, ଲାଇସେନ୍ସ ଅଛି କହି…

ବଲାଙ୍ଗୀର,୧୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ବୁଧବାର ଏକ ଅଜବ ଘଟଣା ଘଟିଛି। ଜଣେ ଔଷଧ ଦୋକାନୀ କ୍ରେତାଙ୍କୁ ଅଧିକ ଡିସ୍‌କାଉଣ୍ଟ ଦେବାରୁ ତାଙ୍କ ଔଷଧର ମାନ…

ଟ୍ରେନରେ ବିନା ବୁକିଙ୍ଗରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ବରକୋଳି ଚାଲାଣ, ରେଳ କର୍ତ୍ତୃପକ୍ଷ ନିରବ

କେସିଙ୍ଗା,୧୧।୨(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା, ନର୍ଲା, ରୁପ୍ରା, ଲାଞ୍ଜିଗଡ଼, ଟିଟିଲାଗଡ଼ ଆଦି ରେଲୱେ ଷ୍ଟେସନରୁ ଆନ୍ଧ୍ରପ୍ରଦେଶର ବରକୋଳି ବ୍ୟବସାୟିମାନେ ବିନା ଟିକେଟରେ ଜିନିଷ…

ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତଙ୍କୁ ହତ୍ୟା, ଲିଜାଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୧୧ା୨: ଭୁବନେଶ୍ୱର ନୀଳାଦ୍ରିବିହାର ସତ୍ୟବ୍ରତ ପ୍ରଧାନଙ୍କ ହତ୍ୟା ଉପରୁ ପର୍ଦ୍ଦା ହଟାଇଛି ପୋଲିସ। ତ୍ରିକୋଣୀୟ ପ୍ରେମରୁ ହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଏସିପି ସୋନାଲ ସିଂ ପରମାର।…

‘ଶ୍ରମିକଙ୍କୁ ମିଳିବ ରୋଜଗାରର ନୂଆ ଗ୍ୟାରେଣ୍ଟି’

କର୍ଲାମୁଣ୍ଡା,୧୧।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ପଞ୍ଚାୟତ ସମିତି ରାଜୀବ ଗାନ୍ଧୀ ସେବା ଭବନଠାରେ ବିକଶିତ ଭାରତ-ଜୀ ରାମ ଜୀ ଆକ୍ଟ ସମ୍ପର୍କୀୟ ବ୍ଲକସ୍ତରୀୟ ପ୍ରସ୍ତୁତି…

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri