ଏହି ଦିନ ବିବାହ କରିବେ ନାଗା ଚୈତନ୍ୟ-ଶୋଭିତା, ସାମ୍ନାକୁ ଆସିଲା ତାରିଖ

ମୁମ୍ବାଇ: ଅଭିନେତା ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲା ଚର୍ଚ୍ଚା ଅଛନ୍ତି। ଦୁହେଁ ମାସ ଆରମ୍ଭରେ ନିର୍ବନ୍ଧ କରିଥିଲେ। ତେବେ ପ୍ରଶଂସକମାନେ ଏହି କପଲଙ୍କ ବିବାହକୁ ଅପେକ୍ଷା କରିଛନ୍ତି। ଏକ ନୂତନ ରିପୋର୍ଟରେ ନାଗା ଏବଂ ଶୋଭିତାଙ୍କ ବିବାହର ତାରିଖ ଏବଂ ସ୍ଥାନ ସମ୍ପର୍କରେ ସୂଚନା ପ୍ରକାଶ ପାଇଛି।

ରିପୋର୍ଟ ଅନୁଯାୟୀ ନାଗା ଏବଂ ଶୋଭିତା ବର୍ଷ ଶେଷ ସୁଦ୍ଧା କିମ୍ବା ମାର୍ଚ୍ଚ ୨୦୨୫ରେ ବିବାହ କରିପାରନ୍ତି। ଏହା ମଧ୍ୟ କୁହାଯାଉଛି ଯେ ନାଗା ଏବଂ ଶୋଭିତା ଓ୍ବେଡିଂ ଭେନ୍ୟୁ ପାଇଁ ମଧ୍ୟପ୍ରଦେଶ ତଥା ବିଦେଶରେ ସ୍ଥାନ ଖୋଜୁଛନ୍ତି। ଏଥିସହ ଓ୍ବେଡିଂ ଭେନ୍ୟୁ ଟପ୍‌ରେ ରାଜସ୍ଥାନ ଥିବା କୁହାଯାଉଛି। ତେବେ ଡେଟ୍‌ ଆଉ ଭେନ୍ୟୁକୁ ନେଇ ଏଯାଏ ଦୁହିଁଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।

କହୁରଖୁଛୁ, ନାଗା ଚୈତନ୍ୟଙ୍କ ଏହା ହେଉଛି ଦ୍ୱିତୀୟ ବିବାହ । ଏହାପୂର୍ବରୁ ସେ ଗୋଆରେ ଦକ୍ଷିଣ ତାରକା ସାମନ୍ତ ରୁଥ୍‌ ପ୍ରଭୁଙ୍କୁ ବିବାହ କରିଥିଲେ। ଯାହା ପରେ ସେମାନଙ୍କ ଛାଡପତ୍ର ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୯ ତାରିଖ ସକାଳ ବଙ୍ଗଳାରେ ଶପଥ ଗ୍ରହଣ, ସନ୍ଧ୍ୟାରେ ଅଭିଯୁକ୍ତର ଏନ୍‌କାଉଣ୍ଟର…

କୋଲକାତା,୭।୫:  ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲାରେ ଅବସ୍ଥିତ ମଧ୍ୟମଗ୍ରାମରେ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କ ହତ୍ୟା ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି…

ଦାରିଙ୍ଗବାଡିରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଭାଇକୁ ହତ୍ୟା କଲେ ଭାଇ

ଦାରିଙ୍ଗବାଡି, ୭।୮ (ଅରୁଣ ସାହୁ):ଜମି ବିବାଦ ନେଲା ଜୀବନ ମାତ୍ର କିଛି ଗୁଣ୍ଠ ଚାଷ ଜମି ପାଇଁ ବଡ଼ ଭାଇ ଜଣଙ୍କ ସାନ ଭାଇକୁ ଜୀବନରେ ମାରିଦେବାକୁ…

ଚୁପଚୁପ ଚାଇନା ସହିତ ଏକ ବିପଦପୂର୍ଣ୍ଣ ଡିଲ୍‌ କଲା ପାକିସ୍ତାନ, ଭାରତ ଶୁଣିଲେ ହେବ ଛାନିଆ

ନୂଆଦିଲ୍ଲୀ,୭।୫: ଅପରେଶନ ସିନ୍ଦୁରର ପ୍ରଥମ ବାର୍ଷିକୀ ପୂର୍ବରୁ, ଚାଇନା ଏହାର J-35A ଷ୍ଟେଲ୍ଥ ଲଢ଼ୁଆ ବିମାନର ପ୍ରଥମ ସଂସ୍କରଣ ଉନ୍ମୋଚନ କରିଛି, ଯାହା ରପ୍ତାନି ପାଇଁ ପ୍ରସ୍ତୁତ।…

ମାତ୍ର ୩୬ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଲେ ଏହି ଭାରତୀୟ କ୍ରିକେଟର୍‌ : ଖେଳିଥିଲେ IPL

ଚଣ୍ଡିଗଡ,୭।୫: ପୂର୍ବତନ ପଞ୍ଜାବ କ୍ରିକେଟର ଅମନପ୍ରୀତ ସିଂହ ଗିଲଙ୍କ ୩୬ ବର୍ଷ ବୟସରେ ଚଣ୍ଡିଗଡ଼ରେ ପରଲୋକ ଘଟିଛି। ତାଙ୍କ ମୃତ୍ୟୁ ଘରୋଇ କ୍ରିକେଟ ଜଗତରେ ଶୋକର ଛାୟା…

ଆଜିଠୁ ଗଞ୍ଜାମରେ ୭ମ ରାଜ୍ୟସ୍ତରୀୟ ଓ୍ବାକୋ ଓଡ଼ିଶା କିକ୍‌ ବକ୍ସିଂ ଚାମ୍ପିୟନଶିପ୍‌

ଗଞ୍ଜାମ,୭ା୫(ଅଖିଳ ତରାଇ): ଗଞ୍ଜାମ ସହରସ୍ଥିତ ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର୍‌ ଷ୍ଟାଡିୟମରେ ଆସନ୍ତା ମେ’ ୭ରୁ ୭ମ ଓ୍ବାକୋ ଓଡ଼ିଶା ଷ୍ଟେଟ୍‌ କିକ୍‌ ବକ୍ସିଂ ଚାମ୍ପିୟନଶିପ୍‌ ଆରମ୍ଭ…

ମାଡ୍ରାସ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବେ ବିଜୟ! ଟିଭିକେ-କଂଗ୍ରେସ ମଝିରେ ପଶି ବଡ଼ ଚାଲ୍‌ ଚଲାଇଲା ଭାଜପା

ଚେନ୍ନାଇ,୭।୫: ତାମିଲନାଡୁରେ ନୂତନ ସରକାର ଗଠନର ସମ୍ପୂର୍ଣ୍ଣ ପ୍ରସଙ୍ଗ ଜଟିଳ ହୋଇପଡ଼ିଛି। ବିଧାନସଭା ନିର୍ବାଚନରେ ସର୍ବାଧିକ ବିଜୟ ହାସଲ କରିଥିବା ଅଭିନେତା ବିଜୟଙ୍କ ଦଳ ଟିଭିକେ ସରକାର…

ଗାଁରେ ପଶି ମହିଳାଙ୍କ ଉପରେ ଆକ୍ରମଣ କଲା ଭାଲୁ, ଆଖି ତାଡି….

ଉଦଳା,୭।୫(ସନ୍ତୋଷ କୁମାର ବାଚ୍ଛିନୀ): ଭାଲୁ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି । ଉଦଳା ବନାଞ୍ଚଳ କୁଶଳଦା ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି । ଭାଲୁଟି…

ଦିଦି ହଟିଲେ, ଏବେ ‘ଧାମ’ ହଟିବାକୁ ନେଇ ଚର୍ଚ୍ଚା

ପୁରୀ, ୭ା୫(ମନୋଜ କୁମାର ଦଳାଇ):ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ସରକାରର ପତନ ଘଟିଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ରାଜନୀତି କରିବା ତାଙ୍କୁ ମହଙ୍ଗା ପଡ଼ିଛି ବୋଲି ଚର୍ଚ୍ଚା ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri