Posted inଜାତୀୟ

ନାଗା ପିପୁଲ୍‌ସ ଫ୍ରଣ୍ଟକୁ ଝଟକା, ଦଳ ଛାଡିଲେ ୨୧ ବିଧାୟକ, ଏନ୍‌ଡିପିପିରେ ହେଲେ ସାମିଲ

କୋହିମା,୩୦ ।୪: ନାଗାଲାଣ୍ଡରେ ଏକ ରୋଚକ ରାଜନୈତିକ ଘଟଣାକ୍ରମରେ ନାଗା ପିପୁଲ୍ସ ଫ୍ରଣ୍ଟ(ଏନପିଏଫ)ର ୨୧ ବିଧାୟକ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନେଫ୍ୟୁ ରିୟୋଙ୍କ ନ୍ୟାଶନାଲିଷ୍ଟ ଡେମୋକ୍ରେଟିକ ପ୍ରୋଗ୍ରେସିଭ ପାର୍ଟି(ଏନଡିପିପି)ରେ ସାମିଲ ହୋଇଛନ୍ତି । ଏନଡିପିପିର ପ୍ରବକ୍ତା ଏମ୍ ଆର ଜମିର କହିଛନ୍ତି ଏନପିଏଫର ଏହି ବିଧାୟକମାନେ ଦଳ ବଦଳାଇବା ପରେ ଏବେ ଦଳ ନିକଟରେ ୬୦ ସଦସ୍ୟ ବିଶିଷ୍ଟ ବିଧାନସଭାରେ କେବଳ ୪୨ ବିଧାୟକ ରହିଛନ୍ତି । ଏନପିଏଫ ନିକଟରେ ପୂର୍ବରୁ ୨୫ ବିଧାୟକ ଥିଲେ । ବିଧାନସଭାରେ ଏନପିଏଫ ନିକଟରେ ଏବେ ୪ ବିଧାୟକ ରହିଲେ ଓ ଭାଜପା ନିକଟରେ ୧୨ ଓ ନିର୍ଦ୍ଦଳୀୟ ୨ ବିଧାୟକ ରହିଲେ ।
ବିଧାନସଭା ଅଧ୍ୟକ୍ଷ ଶରିଂଗେନ ଲଂଗ୍ନକୁମାର ୨୧ ଏନପିଏଫ ବିଧାୟକ ଦଳ ବଦଳାଇବାର ନିଷ୍ପତ୍ତିକୁ ସ୍ୱୀକାର କରି ନେଇଛନ୍ତି । ବିଧାନସଭା ପକ୍ଷରୁ କୁହାଯାଇଛି କି ଏନଡିପିପିର ଅଧ୍ୟକ୍ଷଙ୍କ ନିକଟରୁ ଏକ ପତ୍ର ମିଳିଛି ଓ ଏହାକୁ ସ୍ୱୀକାର କରାଯାଇଛି । ରାଜ୍ୟରେ ଆସନ୍ତା ବର୍ଷ ନିର୍ବାଚନ ହେବାକୁ ଥିବା ବେଳେ ୨ ଦିନ ପୂର୍ବରୁ ଏନପିଏଫ ଅଧ୍ୟକ୍ଷ ଖବରଦାତାଙ୍କୁ କହିଥିଲେ କି ତାଙ୍କ ଦଳ ରାଜ୍ୟରେ ଏକାକି ନିର୍ବାଚନ ଲଢିବ, ଏହାପରେ ବିଧାୟକମାନେ ଏଭଳି ନିଷ୍ପତ୍ତି ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଚେତ ମହିଳାଙ୍କ ପାଇଁ ଅଧାରୁ ଭାଷଣ ବନ୍ଦ କଲେ ମୋଦି

କୋଲକାତା,୬।୪: ପଶ୍ଚିମବଙ୍ଗ କୁଚବିହାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗସ୍ତ କରିଛନ୍ତି। କୁଚବିହାରରେ ପହଞ୍ଚି ମୋଦି ସେଠାରେ ଆୟୋଜିତ ଏକ ଜନସଭାକୁ ସମ୍ଭୋଧିତ କରିଥିଲେ। ଏହି...

କଙ୍ଗନାଙ୍କ ନିଶା ସେବନର ଯାଞ୍ଚ କରିବ ପୋଲିସ!

ମୁମ୍ବାଇ,୮।୯: ତୁଟୁନି ବଲିଉଡ୍‌ ନାୟିକା କଙ୍ଗନା ରାନାଓ୍ବତଙ୍କ ବିବାଦ। ଏବେ ମହାରାଷ୍ଟ୍ର ସରକାରଙ୍କ ସହ ଚାଲିଥିବା ବିବାଦ ଖୁବ୍‌ ଚର୍ଚ୍ଚାରେ ରହିଛି। ବେଳକୁ ବେଳ ତାଙ୍କ...

କରୋନା ଆତଙ୍କ: ଚାଇନାକୁ ମୋଦିଙ୍କ ଆଶ୍ୱାସନା, ଭାରତ ସହଯୋଗ ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ,୯।୨: ଚାଇନାରେ କରୋନା ଭାଇରସ୍‌ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ମୃତ୍ୟୁସଂଖ୍ୟା ୮୧୧ରେ ପହଞ୍ଚିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪,୮୦୦କୁ ବୃଦ୍ଧି ପାଇଛି।...

ଗାଈ ପେଟରୁ ବାହାରିଲା ୪୮ କିଲୋ ପ୍ଲାଷ୍ଟିକ୍‌

କୋଟା,୨୪।୩: ରାଜସ୍ଥାନର କୋଟା ସହରରେ ଏକ ହୃଦୟ ବିଦାରକ ମାମଲା ସାମ୍ନାକୁ ଆସିଛି। କୋଟା ଡିଭିଜନ ମୁଖ୍ୟାଳୟରେ ଅବସ୍ଥିତ ବହୁମୁଖୀ ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ ପ୍ରାଣୀ...

ଜେଏନ୍‌ୟୁର ମୁଖାପିନ୍ଧା ଆକ୍ରମଣକାରୀ ଏବିଭିପି ସମର୍ଥକ: ଆକ୍ରମଣ ପୂର୍ବରୁ ଏବଂ ପରେ ଲିଭାଯାଇଥିଲା ଷ୍ଟ୍ରିଟ୍‌ ଲାଇଟ୍‌ !

ନୂଆଦିଲ୍ଲୀ, ୧୧।୧: ଜେଏନ୍‌ୟୁରେ ଜାନୁୟାରୀ ୫ରେ ରାତି ଅନ୍ଧାରରେ କ୍ୟାମ୍ପସ୍‌ରେ ପଶି କିଛି ଦୁର୍ବୃତ୍ତ ଗୁଣ୍ଡାରାଜ ଚଳାଇଥିଲେ। ଶିକ୍ଷାର୍ଥୀ ଏବଂ ଅଧ୍ୟାପକଙ୍କୁ ନିସ୍ତୁକ ପିଟି ଥିବା...

ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ସହାୟତା ଘୋଷଣା

ଡେରାଡୁନ, ୭ା୨- ଉତ୍ତରାଖଣ୍ଡର ଚାମୋଲି ଜିଲାରେ ଘଟିଥିବା ହିମସ୍ଖଳନ ଯୋଗୁ ଧଉଳି ଗଙ୍ଗା ନଦୀରେ ଆସିଛି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ଆଖପାଖ ଅଞ୍ଚଳରେ...

‘ମନ କି ବାତ୍‌’ ନୁହେଁ ‘ପେଟ୍ରୋଲ କି ବାତ୍‌’ ଦରକାର

କୋଲକାତା,୭।୭: ଦେଶର ପ୍ରାୟ ସମସ୍ତ ରାଜ୍ୟରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ପାର କରିଛି। ଏଥି ନେଇ ବୁଧବାର କେନ୍ଦ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରୁଥିବା...

ରାତି ୨.୩୦ରେ ପୋଲିସକୁ ଫୋନ କରି ୨ ବୋତଲ ବିୟର୍‌ ମାଗିଲେ ଯୁବକ, ଆଉ ତା’ପରେ

ହାଇଦ୍ରାବାଦ୍‌,୧୨।୫: ତେଲେଙ୍ଗାନାରେ ଜଣେ ଯୁବକ ମଦ ନିଶାରେ ଏପରି ଏକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛନ୍ତି, ଯାହାକୁ କେହି ସହଜେ ଭାବି ପାରିବେ ନାହିଁ। ଜଣେ ୨୨...

Advertisement
Archives

Model This Week