ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…
ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍ ସମୟରେ…
ଓ୍ବାଶିଂଟନ୍୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…
କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ
ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…
ପ୍ରଶଂସକଙ୍କୁ ଗୁଡ୍ନ୍ୟୁଜ୍ ଦେଲେ କରିଶ୍ମା: ଖୁବ୍ଶୀଘ୍ର…
ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍ନ୍ୟୁଜ୍ ଦେଇଛନ୍ତି।…
ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା
ଓ୍ବାଶିଂଟନ୍,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…
IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି
ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…
IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..
ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…
ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ
ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍ ଅଭୟ…
Archives

