Posted inଜାତୀୟ

ନାଗାଲାଣ୍ଡରରେ ପ୍ରଥମ ମହିଳା ମନ୍ତ୍ରୀ…

କୋହିମା,୭।୩ : ନାଗାଲାଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଥିବା ପ୍ରଥମ ମହିଳା ବିଧାୟକ ସାଲହୁଟୁନୁ କ୍ରୁସେ ମଙ୍ଗଳବାର ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେସେ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ମଧ୍ୟ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ ନିଫି ରିଓ ସିଏମ ଭାବେ ଶପଥ ଗ୍ରହଣ କରିଥିଲେ। ରିଓଙ୍କ ସହିତ ତାଡିଟୁଇ ରଙ୍ଗକାଉ ଜେଲିଆଙ୍ଗ ଏବଂ ୟାନଥୁଙ୍ଗୋ ପାଟନ ଉପମୁଖ୍ୟମନ୍ତ୍ରୀସିଏମ ଭାବରେ ଶପଥ ଗ୍ରହଣ କରିଥିଲେ। ଏଥିସହିତ ଅନ୍ୟ ୯ ଜଣ ବିଧାୟକଙ୍କୁ ଶପଥ ପାଠ କରାଯାଇଥିଲା।

ନାଗାଲାଣ୍ଡ ବିଧାନସଭା ର୍ନିବାଚନରେ ଇତିହାସ ସୃଷ୍ଟି କରି ପ୍ରଥମ ଥର ପାଇଁ ମହିଳା ପ୍ରାର୍ଥୀମାନେ ବିଧାନସଭା ନିର୍ବାଚନରେ ଜିତିଛନ୍ତି। ପଶ୍ଚିମ ଅଙ୍ଗାମି ଆସନରୁ ଏନଡିପିପି ଏବଂ ଭାଜପା ସହଯୋଗୀ ପ୍ରାର୍ଥୀ ସାଲହୁଟୁନୁ କ୍ରୁସ ଜିତିଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ କେନେଜାଖୋ ନାକ୍ରୋଙ୍କୁ ପରାସ୍ତ କରିଥିଲେ। ସାଲହୁଟୁନୁ କ୍ରୁସେ ନାଗାଲାଣ୍ଡର ଦ୍ୱିତୀୟ ମହିଳା ବିଧାୟକ।

ଶପଥ ଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀ ମୋଦି ସାଲହୋଟୁନୁ କ୍ରୁସଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଥମ ଥର ପାଇଁ ନାଗାଲାଣ୍ଡ ବିଧାନସଭା ନିର୍ବାଚନରେ ଦୁଇଜଣ ମହିଳା ସାଲହୋଟୁନୁ କ୍ରୁସ ଏବଂ ହେକାନି ଜାଖାଲୁ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?