Posted inଖେଳ

ନାଗାଲଙ୍କ ବଡ଼ ବିଜୟ

ବୁଏନ୍ସଏୟାର୍ସ, ୫ା୩ (ପି.ଟି.)- ଭାରତର ସୁମିତ ନାଗାଲ ତାଙ୍କ ଏଟିପି କ୍ୟାରିୟରରେ ସବୁଠାରୁ ବଡ଼ ବିଜୟ ହାସଲ କରିଛନ୍ତି। ଦ୍ୱିତୀୟ ସିଡ୍‌ ତଥା ଚିଲିର କ୍ରିଷ୍ଟିଆନ ଗାରିନଙ୍କ ବିପକ୍ଷରେ ଚମକପ୍ରଦ ବିଜୟ ହାସଲ କରି ସେ ଏଠାରେ ଚାଲିଥିବା ଆର୍ଜେଣ୍ଟିନା ଓପନ୍‌ ଏଟିପି ୨୫୦ ଟୁର୍ନାମେଣ୍ଟର କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ୧୫୦ତମ ର଼୍ୟାଙ୍କିଙ୍ଗପ୍ରାପ୍ତ ନାଗାଲ ଉଚ୍ଚକୋଟୀର ପ୍ରଦର୍ଶନ ସହ ୨୨ତମ ର଼୍ୟାଙ୍କିଙ୍ଗପ୍ରାପ୍ତ ଚିଲିଆନ ପ୍ରତିଦ୍ୱନ୍ଦ୍ୱୀଙ୍କୁ ୬-୪, ୬-୩ ସେଟ୍‌ରେ ପରାସ୍ତ କରିଥିଲେ। ନାଗାଲ ଏଟିପି ଟୁର୍‌ ସ୍ତରରେ ତାଙ୍କ ପ୍ରଥମ କ୍ୱାର୍ଟରଫାଇନାଲ ପଦାର୍ପଣରେ ସ୍ପେନର ଆଲବର୍ଟ ରାମୋସ ଭିନୋଲାସଙ୍କୁ ଭେଟିବେ। ରାମୋସ ଭିନୋଲାସ ଜର୍ମାନୀର ଡୋମିନିକ୍‌ କୋପରଙ୍କୁ ୭-୫, ୬-୪ ସେଟ୍‌ରେ ହରାଇଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତର ପତାକା ଉଠାଇବେ ଅବନୀ

ଟୋକିଓ,୪।୯: ରବିବାର ଟୋକିଓ ପାରାଲିମ୍ପିକ୍ସ ଉଦ୍‌ଯାପିତ ହେବ। ୧୨ ଦିନ ଧରି ଚାଲିଥିବା ପାରାଲିମ୍ପିକ୍ସର ୧୬ତମ ସଂସ୍କରଣର ଉଦ୍‌ଯାନୀ ଉତ୍ସବ ଟୋକିଓ ନ୍ୟାଶନାଲ ଷ୍ଟାଡିୟମରେ ଆୟୋଜନ...

ଅଙ୍କିତା ଦ୍ୱିତୀୟ ରାଉଣ୍ଡରେ, ରାମକୁମାର ପରାସ୍ତ

ପ୍ୟାରିସ୍‌, ୨୩ା୯ (ପି.ଟି.)-ଭାରତର ଅଙ୍କିତା ରାଇନା ଫ୍ରେଞ୍ଚ ଓପନ୍‌ ମହିଳା ସିଙ୍ଗଲ୍ସ କ୍ୱାଲିଫାୟର୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ସେ ସର୍ବୀୟାର...

କୋଭିଡ-୧୯: ଲିଡ୍ସ କିମ୍ବଦନ୍ତୀ ଫୁଟବଲର ହଣ୍ଟରଙ୍କ ପରଲୋକ

ଲଣ୍ଡନ,୧୭।୪(ଏଏଫ୍‌ପି): ଲିଡ୍ସ କିମ୍ବଦନ୍ତୀ ତଥା ଇଂଲଣ୍ଡ ପୂର୍ବତନ ଫୁଟବଲର ନର୍ମାନ ହଣ୍ଟର ୭୬ ବର୍ଷରେ ମୃତ୍ୟୁବରଣ କରିଛନ୍ତି। କୋଭିଡ-୧୯ ସଂକ୍ରମଣ କାରଣରୁ ସେ ପରଲୋଗ ଗମନ...

ଟ୍ରେନିଂ ପୂର୍ବରୁ ମିଟିଂରେ ଧୋନୀ ନିଷ୍ପତ୍ତି ଶୁଣାଇଥିଲେ

ନୂଆଦିଲ୍ଲୀ,୨୪।୩: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ଅଧିନାୟକ ପଦରୁ ଓହରି ଯାଇଛନ୍ତି ମହେନ୍ଦ୍ର ସିଂ ଧୋନୀ। ଧୋନୀ ଦଳର ନେତୃତ୍ୱ ହସ୍ତାନ୍ତର ପାଇଁ ଚିନ୍ତା କରୁଥିଲେ।...

‘ଟେଷ୍ଟ କ୍ରିକେଟ ତାଣ୍ଡବ…’

ନୂଆଦିଲ୍ଲୀ,୨।୭: ଏଜବାଷ୍ଟନ ଟେଷ୍ଟରେ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ବିସ୍ଫୋରକ ବ୍ୟାଟିଂ ଦେଖିବାକୁ ମିଳିଛି। ପନ୍ତ ଦିନିକିଆ ଶୈଳୀରେ ବ୍ୟାଟିଂ କରି ସେ ମାତ୍ର...

ବକ୍ସିଂ ଡେ’ ଟେଷ୍ଟ: ଦୈନିକ ୩୦,୦୦୦ଦର୍ଶକଙ୍କୁ ଅନୁମତି

ମେଲବୋର୍ନ, ୧୧ା୧୨ (ପି.ଟି.)-ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁଥିବା ଆଇକନିକ ବକ୍ସିଂ ଡେ’ ଟେଷ୍ଟକୁ ଷ୍ଟାଡିୟମରେ ଦୈନିକ ୩୦,୦୦୦ ଦର୍ଶକ ଉପଭୋଗ କରିପାରିବେ। କୋଭିଡ୍‌ ଯୋଗୁ...

ଭାରତ ‘ଏ’-ଦକ୍ଷିଣ ଆଫ୍ରିକା ‘ଏ’ ଦିନିକିଆ ସିରିଜ : ମନୀଷ, ଆୟାର ଅଧିନାୟକ

ମୁମ୍ବାଇ, ୨୦ା୮(ପି.ଟି.)- ଚଳିତମାସ ୨୯ ତାରିଖରେ ଥିରୁଭାନନ୍ତପୁରମଠାରେ ଭାରତ‘ଏ’-ଦକ୍ଷିଣ ଆଫ୍ରିକା ‘ଏ’ ଦିନିକିଆ କ୍ରିକେଟ ସିରିଜ ଆରମ୍ଭ ହେବ। ୫ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ...

ହୃଦୟ ଜିତିଲା କୈଫଙ୍କ ଭିଡିଓ

ନୂଆଦିଲ୍ଲୀ,୧୩।୧(ପି.ଟି.)- ଦେଶରେ କ୍ରିକେଟ କେବଳ ଏକ କ୍ରୀଡ଼ା ନୁହେଁ, ଏହା ଏକ ଧର୍ମ। ଦେଶର ପ୍ରତ୍ୟେକ ବର୍ଗ, ଜାତି, ଧର୍ମ, ଶ୍ରେଣୀରେ କ୍ରିକେଟ ପ୍ରେମି ରହିଛନ୍ତି।...

Advertisement
Archives

Model This Week