ନାଗାର୍ଜୁନଙ୍କ ଯୋଗୁ ବିବାହର ବର୍ଷକ ପରେ ଶୋଭିତାଙ୍କୁ ଭେଟିଥିଲେ ନାଗା ଚେତନ୍ୟ, ଏବେ ହେଲା ଖୁଲାସା…

ହାଇଦ୍ରାବାଦ: ଆଉ ଦିନ କେଇଟାର ଅପେକ୍ଷା। ପ୍ରେମିକା ଶୋଭିତା ଧୁଲିପାଲାଙ୍କ ହାତ ଧରିବେ ସାଉଥ୍‌ ସୁପରଷ୍ଟାର ନାଗା ଚେତନ୍ୟ। ଇତିମଧ୍ୟରେ ବିବାହକୁ ନେଇ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। କାର୍ଡ ଛପା ସରିଥିବା ବେଳେ ଅତିଥି ତାଲିକା ପ୍ରସ୍ତୁତ ହେଉଛି। ଏମିତିରେ ବାପା ନାଗାର୍ଜୁନ ଅକ୍କିନେନୀ ନାଗାଙ୍କ ପ୍ରେମକାହାଣୀ ଉପରୁ ପରଦା ହଟାଇଛନ୍ତି।

୨୦୧୮ରେ ଶୋଭିତାଙ୍କ ଫିଲ୍ମ ‘ଗୁଡ଼ାଚାରୀ’ ରିଲିଜ ହୋଇଥିଲା। ଏଥିରେ ନାଗାର୍ଜୁନଙ୍କୁ ତାଙ୍କ ଅଭିନୟ ପ୍ରଶଂସନୀୟ ଲାଗିଥିଲା। ଏହାପରେ ସେ ଅଭିନେତ୍ରୀଙ୍କ ସହ ଫୋନ୍‌ରେ କଥା ହେବା ସହ ଭେଟିବାକୁ ପହିଥିଲେ। କିଛି ସମୟ ପରେ ସେ ଘରକୁ ଆସିଥିଲେ। କର୍ମଜୀବନ ବିଷୟରେ କଥା ହେଉ ହେଉ ତାହା ବ୍ୟକ୍ତିଗତ ଜୀବନ ଯାଏ ପହଞ୍ଚିଥିଲା। ଏହି ସମୟରେ ନାଗା ଚେତନ୍ୟ ସେଠାକୁ ଆସିଥିଲେ। ବାସ୍‌ କିଛି ଏଭଳି ଥିଲା ଉଭୟଙ୍କ ପ୍ରଥମ ଭେଟ। ଅଭିନେତ୍ରୀ ଭାବେ ସେ ବହୁତ ପରିଶ୍ରମ କରି ଆଗକୁ ବଢ଼ିଥିବାରୁ ନାଗା ଚେତନ୍ୟ ପ୍ରଭାବିତ ହୋଇଥିଲେ। ଏବେ ଦୁହେଁ ନୂଆ ସମ୍ପର୍କକୁ ନେଇ ବହୁତ ଖୁସି ଅଛନ୍ତି। ଅଗଷ୍ଟରେ ସେମାନେ ନିର୍ବନ୍ଧ କରିଥିଲେ। ଡିସେମ୍ବର ୪ରେ ଦୁହିଁଙ୍କ ବିବାହ ଅନୁଷ୍ଠିତ ହୋଇଥିବା ବାପା ନାଗାର୍ଜୁନ କହିଛନ୍ତି। ଦେଖିବାକୁ ଗଲେ ସମାନ୍ଥାଙ୍କ ସହ ବିବାହରେ ଥାଇ ଶୋଭିତାଙ୍କୁ ନାଗା ଚେତନ୍ୟ ଭେଟିଥିବା ସ୍ପଷ୍ଟ ହୋଇଛି ।

କହିରଖୁଛୁ, ପୂର୍ବରୁ ନାଗା ୨୦୧୭ରେ ସାଉଥ୍‌ ସୁନ୍ଦରୀ ସମାନ୍ଥା ରୁଥ ପ୍ରଭୁଙ୍କୁ ବିବାହ କରିଥିଲେ। ହେଲେ ୨୦୨୧ରେ ସେମାନଙ୍କ ବାଟ ଅଲଗା ହୋଇଛି। ସମାନ୍ଥା କାମରେ ବ୍ୟସ୍ତ ଥିବା ବେଳେ ନାଗା ଚୈତନ୍ୟ ଜୀବନରେ ଆଗକୁ ବଢ଼ିବାକୁ ଯାଉଛନ୍ତି। ଏହାକୁ ନେଇ ପରିବାରଲୋକଙ୍କ ସହ ପ୍ରଶଂସକମାନେ ଉତ୍ସାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri