ନାଗାର୍ଜୁନଙ୍କ ଯୋଗୁ ବିବାହର ବର୍ଷକ ପରେ ଶୋଭିତାଙ୍କୁ ଭେଟିଥିଲେ ନାଗା ଚେତନ୍ୟ, ଏବେ ହେଲା ଖୁଲାସା…

ହାଇଦ୍ରାବାଦ: ଆଉ ଦିନ କେଇଟାର ଅପେକ୍ଷା। ପ୍ରେମିକା ଶୋଭିତା ଧୁଲିପାଲାଙ୍କ ହାତ ଧରିବେ ସାଉଥ୍‌ ସୁପରଷ୍ଟାର ନାଗା ଚେତନ୍ୟ। ଇତିମଧ୍ୟରେ ବିବାହକୁ ନେଇ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। କାର୍ଡ ଛପା ସରିଥିବା ବେଳେ ଅତିଥି ତାଲିକା ପ୍ରସ୍ତୁତ ହେଉଛି। ଏମିତିରେ ବାପା ନାଗାର୍ଜୁନ ଅକ୍କିନେନୀ ନାଗାଙ୍କ ପ୍ରେମକାହାଣୀ ଉପରୁ ପରଦା ହଟାଇଛନ୍ତି।

୨୦୧୮ରେ ଶୋଭିତାଙ୍କ ଫିଲ୍ମ ‘ଗୁଡ଼ାଚାରୀ’ ରିଲିଜ ହୋଇଥିଲା। ଏଥିରେ ନାଗାର୍ଜୁନଙ୍କୁ ତାଙ୍କ ଅଭିନୟ ପ୍ରଶଂସନୀୟ ଲାଗିଥିଲା। ଏହାପରେ ସେ ଅଭିନେତ୍ରୀଙ୍କ ସହ ଫୋନ୍‌ରେ କଥା ହେବା ସହ ଭେଟିବାକୁ ପହିଥିଲେ। କିଛି ସମୟ ପରେ ସେ ଘରକୁ ଆସିଥିଲେ। କର୍ମଜୀବନ ବିଷୟରେ କଥା ହେଉ ହେଉ ତାହା ବ୍ୟକ୍ତିଗତ ଜୀବନ ଯାଏ ପହଞ୍ଚିଥିଲା। ଏହି ସମୟରେ ନାଗା ଚେତନ୍ୟ ସେଠାକୁ ଆସିଥିଲେ। ବାସ୍‌ କିଛି ଏଭଳି ଥିଲା ଉଭୟଙ୍କ ପ୍ରଥମ ଭେଟ। ଅଭିନେତ୍ରୀ ଭାବେ ସେ ବହୁତ ପରିଶ୍ରମ କରି ଆଗକୁ ବଢ଼ିଥିବାରୁ ନାଗା ଚେତନ୍ୟ ପ୍ରଭାବିତ ହୋଇଥିଲେ। ଏବେ ଦୁହେଁ ନୂଆ ସମ୍ପର୍କକୁ ନେଇ ବହୁତ ଖୁସି ଅଛନ୍ତି। ଅଗଷ୍ଟରେ ସେମାନେ ନିର୍ବନ୍ଧ କରିଥିଲେ। ଡିସେମ୍ବର ୪ରେ ଦୁହିଁଙ୍କ ବିବାହ ଅନୁଷ୍ଠିତ ହୋଇଥିବା ବାପା ନାଗାର୍ଜୁନ କହିଛନ୍ତି। ଦେଖିବାକୁ ଗଲେ ସମାନ୍ଥାଙ୍କ ସହ ବିବାହରେ ଥାଇ ଶୋଭିତାଙ୍କୁ ନାଗା ଚେତନ୍ୟ ଭେଟିଥିବା ସ୍ପଷ୍ଟ ହୋଇଛି ।

କହିରଖୁଛୁ, ପୂର୍ବରୁ ନାଗା ୨୦୧୭ରେ ସାଉଥ୍‌ ସୁନ୍ଦରୀ ସମାନ୍ଥା ରୁଥ ପ୍ରଭୁଙ୍କୁ ବିବାହ କରିଥିଲେ। ହେଲେ ୨୦୨୧ରେ ସେମାନଙ୍କ ବାଟ ଅଲଗା ହୋଇଛି। ସମାନ୍ଥା କାମରେ ବ୍ୟସ୍ତ ଥିବା ବେଳେ ନାଗା ଚୈତନ୍ୟ ଜୀବନରେ ଆଗକୁ ବଢ଼ିବାକୁ ଯାଉଛନ୍ତି। ଏହାକୁ ନେଇ ପରିବାରଲୋକଙ୍କ ସହ ପ୍ରଶଂସକମାନେ ଉତ୍ସାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri