ଆସିଲେନି ଓ୍ବାର୍ଡ ସଭ୍ୟ, ହୋଇପାରିଲାନି ନିର୍ବାଚନ

ଅମରପାଲି,୧୨ା୩(ଡି.ଏନ.ଏ.): ରାଜ୍ୟରେ ସମସ୍ତ ପଞ୍ଚାୟତର ନିର୍ବାଚିତ ସରପଞ୍ଚମାନେ କାର୍ଯ୍ୟଭାର ଗ୍ରହଣ କରିବା ପରେ ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। ବୀରମହାରାଜପୁର ବ୍ଲକର ୧୫ ଗୋଟି ପଞ୍ଚାୟତରୁ କେବଳ ଖଣ୍ଡହତା ପଞ୍ଚାୟତରେ ନାଏବ ସରପଞ୍ଚ ନିର୍ବାଚନ ହୋଇନାହିଁ । ନିର୍ବାଚନ ପାଇଁ ଆବଶ୍ୟକ ସଂଖ୍ୟକ ଓ୍ବାର୍ଡ ସଭ୍ୟାସଭ୍ୟ ଅନୁପସ୍ଥିତ ରହିବାରୁ ଖଣ୍ଡହତା ପଞ୍ଚାୟତରେ ନାଏବ ସରପଞ୍ଚ ନିର୍ବାଚନ ହୋଇ ନ ଥିବା ଜଣାଯାଇଛି।

୧୪ ପଞ୍ଚାୟତର ନାଏବ ସରପଞ୍ଚଙ୍କ ନାମ ଘୋଷଣା କରିଛନ୍ତି ବ୍ଲକ ନିର୍ବାଚନ ଅଧିକାରୀ । ଉଫୁଳା ପଞ୍ଚାୟତରୁ କମଳନୀ ମହାପାତ୍ର, ଚମ୍ପାମାଳରୁ ଚନ୍ଦ୍ରମା ପାଢୀ, ବାଗବରରୁ ପ୍ରଭାତି ମେହେର, ଜଟେସିଙ୍ଘାରୁ ପ୍ରମିଳା ଭୋଇ, ସୁବଳୟାରୁ ଜୟନ୍ତି ମେହେର, ପିତାମହୁଳରୁ ଉମାକାନ୍ତି ମହଳା, ମୃଷୁଣ୍ଢି ରୁ ବାସନ୍ତି ପଧାନ, ଲୁତୁରପଙ୍ଗରୁ ମମତା ପଧାନ, ବହଳପଦରରୁ ଅନନ୍ତ ପର୍ଡିଆ, ଦୁର୍ଜନତୈଳାରୁ ସୁରେନ୍ଦ୍ର ପଧାନ, ହିଲୁଙ୍ଗରୁ ସଞ୍ଜିତ କର୍ଣ୍ଣ, କମିରାରୁ ଦୁଃଶାସନ ପଧାନ, କେନଝରିଆପାଲିରୁ ଜୟରାମ ବିଶି, ସଂଗ୍ରାମପୁରରୁ ପୀତବାସ ମହାକୁର ନାଏବ ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri