ନଖର ଯତ୍ନ

ନଖକୁ ସୁନ୍ଦର କରିବା ପାଇଁ ସବୁବେଳେ ପାର୍ଲର ଯିବା ବଦଳରେ ଘରେ ମଧ୍ୟ ଏହାର ଯତ୍ନ ନେଇପାରିବେ…

ନଖକୁ ସବୁବେଳେ ସଫା ରଖନ୍ତୁ। ନଖ ବଢିବା ମାତ୍ରେ ସେଥିରେ ଆଦୌ ମଇଳା ଜମା ହେବାକୁ ଦିଅନ୍ତୁ ନାହିଁ। ନେଲକଟର ବ୍ୟବହାର କରି ସବୁବେଳେ ନଖକୁ ଠିକ୍‌ ସେପ୍‌ ଦେବା ସହିତ ସଫାକରନ୍ତୁ।
ହାତ ଓ ଗୋଡର ନଖକୁ ନିୟମିତ ସମୟ ବ୍ୟବଧାନରେ ବ୍ରଶରେ ସଫା କରନ୍ତୁ। ଏହା ସହିତ ନଖ ସଫା ରହିଲେ ଇନଫେକସନ୍‌ ବି ହେବ ନାହିଁ।
ଟୁଥପେଷ୍ଟକୁ ବ୍ୟବହାର କରି ନଖକୁ ସୁନ୍ଦର କରିହେବ। ସବୁ ନଖ ଉପରେ ଅଳ୍ପ ଅଳ୍ପ ଟୁଥପେଷ୍ଟ ଲଗାଇ ଦୁଇ ହାତରୁ ଆଙ୍ଗୁଳିକୁ ଘଷନ୍ତୁ। ଏହାପରେ ହାତକୁ ଭଲଭାବେ ଧୋଇ ମଶ୍ଚରାଇଜର ଲଗାଇ ଦିଅନ୍ତୁ।
ଖ ସଫା କରିବା ପାଇଁ ଲେମ୍ବୁ ଚୋପା ଘଷନ୍ତୁ। ଏହାପରେ ପାଣିରେ ଧୋଇ ଦେଇ ମଶ୍ଚରାଇଜର ଲଗାନ୍ତୁ।
ଏକ ଚାମଚ ବେକିଂ ସୋଡାରେ ସାମାନ୍ୟ ଲେମ୍ବୁ ରସ ମିଶାନ୍ତୁ। ଏହି ପେଷ୍ଟକୁ ନଖ ଉପରେ ଲଗାଇ ୫ ମିନିଟ୍‌ ପାଇଁ ଛାଡି ଦିଅନ୍ତୁ। ଏହାପରେ ଅଙ୍ଗୁଳିକୁ ପରସ୍ପର ମଧ୍ୟ ରେ କିଛି ସମୟ ଘଷିବା ପରେ ଉଷୁମ ପାଣିରେ ଧୋଇ ଦିଅନ୍ତୁ।
ନଖକୁ ସଫା କରିବା ପାଇଁ ପେପର ଫାଇଲର ମାଧ୍ୟମରେ ନଖ ଭିତରେ ଥିବା ମଇଳାକୁ ବାହାର କରି ଦିଅନ୍ତୁ।
ଉଷୁମ ପାଣିରେ ହାତ ବୁଡାଇ ବ୍ରଶ ସାହାଯ୍ୟରେ ସଫା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

‘ଭାରତ-ବାଂଲାଦେଶ ସମ୍ପର୍କ ଗଙ୍ଗା ଜଳ ଚୁକ୍ତି ଉପରେ ନିର୍ଭର କରିବ’ – ତାରିକ ରହମାନ ମନ୍ତ୍ରୀଙ୍କ ବଡ଼ ବୟାନ

ଢାକା,୧୭।୫: ବାଂଲାଦେଶର ଶାସକ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP), ଏବେ ଢାକା ଏବଂ ନୂଆଦିଲ୍ଲୀ ମଧ୍ୟରେ ସମ୍ପର୍କର ଭବିଷ୍ୟତକୁ ଗଙ୍ଗା ଜଳ ବଣ୍ଟନ ଚୁକ୍ତିନାମା ନବୀକରଣ…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri