ଏୟାରପୋର୍ଟରେ ବିନା ପୋଷାକରେ ହଠାତ୍‌ ଡ୍ୟାନ୍ସ କରିବାକୁ ଲାଗିଲେ ମହିଳା, ଆଉ ତା’ ପରେ…

ଜଣେ ମହିଳା ବିନା ପୋଷାକରେ ଡ୍ୟାନ୍ସ କରୁଥିବା ଭିଡିଓ ଦେଖିବାକୁ ମିଳିଛି। ଯାହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ମହିଳା ଜଣକ ଏୟାରପୋର୍ଟରେ ଡ୍ୟାନ୍ସ କରୁଥିବା ଦେଖିବାକୁ ମିଳିଛି। ମହିଳାଙ୍କୁ ଦେଖି ସୁରକ୍ଷାକର୍ମୀ ଜଣକ ତାଙ୍କୁ ଏକ କମ୍ବଳ ଘୋଡ଼ାଇ ଦେବାକୁ ଚେଷ୍ଟା କରୁଥିବାର ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି। ସୁରକ୍ଷାକର୍ମୀ ଜଣଙ୍କ ମହିଳାଙ୍କୁ ଯେତେ ଘୋଡ଼ାଇବା ପାଇଁ ଚେଷ୍ଟା କରୁଥିଲେ ମଧ୍ୟ ସେ ତାହା କରିବାକୁ ଦେଉନାହାନ୍ତି।

ଏହି ଘଟଣାଟି ଡେନଭର ଇଣ୍ଟରନ୍ୟାଶନାଲ ଏୟାରପୋର୍ଟରେ ଦେଖିବାକୁ ମିଳିଛି। ଏୟାରପୋର୍ଟର ପ୍ରସ୍ଥାନ ଗେଟ୍‌ରେ ଲୋକମାନେ ଜଣେ ମହିଳାଙ୍କୁ ବିନା କପଡ଼ାରେ ଡ୍ୟାନ୍ସ କରୁଥିବା ଦେଖିଥିଲେ। ସେ ନିଶାରେ ଚୁର୍‌ ଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ନିକଟରେ ଜିନିଷପତ୍ର ଥିଲା। ସେ ହାତରେ କେବଳ ଏକ ବୋତଲ ଧରିଥିଲେ। ଯାହାକୁ ସେ ମଝିରେ ମଝିରେ ପିଉଥିଲେ। ଚାରିଆଡ଼େ ବୁଲିବୁଲି କେତେବେଳେ ହସୁଥିଲେ ତ କେତେବେଳେ ଝୁଣ୍ଟି ପଡୁଥିଲେ। ଲୋକେ ଖବର ଦେବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କୁ ହସ୍ପିଟାଲ ନେଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଷ୍ଟର ସଣ୍ଡେ ବିସ୍ଫୋରଣର ପ୍ରତିଶୋଧ ନେଲା ଶ୍ରୀଲଙ୍କା ଆର୍ମି: ୧୫ ସନ୍ଦିଗ୍ଧଙ୍କ ଏନ୍‌କାଉଣ୍ଟର

କଲମ୍ବୋ,୨୭।୪: ଶ୍ରୀଲଙ୍କା ଆର୍ମି ଇଷ୍ଟର ସଣ୍ଡେ ବିସ୍ଫୋରଣର ପ୍ରତିଶୋଧ ନେଇଛି। ଶ୍ରୀଲଙ୍କାର ପୂର୍ବପ୍ରାନ୍ତରେ ଥିବା ସମ୍ମନତୁରଇଠାରେ ବିସ୍ଫୋରକ ସାମଗ୍ରୀ ନେଇ ଯାଉଥିବା କେତେକ ସନ୍ଦିଗ୍ଧଙ୍କ ସହିତ...

ଛାଡ଼ପତ୍ର ଦାବିକଲେ ଡେରେକ୍‌ଙ୍କ ସ୍ତ୍ରୀ

ଓ୍ବାଶିଂଟନ,୪ା୬(ପି.ଟି.): ଜର୍ଜ ଫ୍ଲୟଡ୍‌ଙ୍କ ହତ୍ୟା ଅଭିଯୁକ୍ତ ପୋଲିସ ଅଧିକାରୀ ଡେରେକ୍‌ ଶଉଭିନ୍‌ (୪୪)ଙ୍କୁ ଚାକିରିରୁ ନିଲମ୍ବନ କରାଯାଇ ଗିରଫ କରାଯାଇଛି। ଡେରେକ୍‌ଙ୍କ ସ୍ତ୍ରୀ କିଲିଏ ମେ...

ଟ୍ରମ୍ପ୍‌ଙ୍କୁ ଭୋଟ ଦେବେ ମସ୍କ

ଓ୍ବାଶିଂଟନ୍‌, ୧୯ା୫: ଟୁଇଟର ଡିଲ୍‌କୁ ନେଇ ଚର୍ଚ୍ଚାରେ ଥିବା ଏଲନ୍‌ ମସ୍କ ଏବେ ଆମେରିକାର ଶାସକ ଦଳ ଡେମୋକ୍ରାଟିକ୍‌ ପାର୍ଟିକୁ ସମାଲୋଚନା କରିଛନ୍ତି। ଏଣିକି ସେ...

ଆମେରିକାରେ ଗ୍ୟାସ ଷ୍ଟେଶନରେ ଡକାୟତି, ମୂଳ ଭାରତୀୟଙ୍କୁ ଗୁଳି କରି ହତ୍ୟା…

ଓ୍ବାଶିଂଟନ,୨୨।୧ : ଆମେରିକାର ଫିଲାଡେଲଫିଆର ଏକ ଗ୍ୟାସ ଷ୍ଟେଶନରେ ଡକାୟତି ଘଟଣାରେ ଜଣେ ମୂଳ ଭାରତୀୟ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଛି। ତାଙ୍କ ବୟସ...

ପୁଟିନ୍‌ଙ୍କୁ କଂସେଇ କହିଲେ ବାଇଡେନ୍‌

ଓ୍ବାର୍ସ, ୨୭ା୩:  ପୋଲାଣ୍ଡ ଗସ୍ତରେ ଥିବା ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଶନିବାର ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍‌ର ବହିର୍ବ୍ୟାପାର ମନ୍ତ୍ରୀ ଡିମିଟ୍ରୋ କୁଲେବା ଏବଂ ପ୍ରତିରକ୍ଷା...

କଏଦୀଙ୍କୁ ଅଶ୍ଳୀଳ ଫଟୋ ପଠାଉଥିଲେ ମହିଳା ପୋଲିସ, ପ୍ରତିବଦଳରେ ନେଇଛନ୍ତି ଏତିକି ଟଙ୍କା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲଣ୍ଡନ,୧ା୩: କଏଦୀମାନଙ୍କୁ କିପରି ଜେଲ୍‌ ଭିତରକୁ ମୋବାଇଲ ଯୋଗାଇ ଦିଆଯାଉଛି ଏବଂ ସେମାନେ ଭିତରେ ଥାଇ ଅପରାଧ ଦୁନିଆରେ ଆତଙ୍କ ସୃଷ୍ଟି କରୁଛନ୍ତି, ତାହା ବହୁବାର...

ଭିଡିଓଗେମ୍‌ ଖେଳିବାକୁ ମା’ବାପା ମନା କରିବାରୁ ଏମିତି କାଣ୍ଡ ଘଟାଇଲେ ଯୁବକ

ଆମେରିକାର ମିଚିଗାନ ସହରର ୨୯ ବର୍ଷୀୟ ଯୁବକ ଖ୍ରୀଷ୍ଟୋଫର ମ୍ୟାକକେନ ତାଙ୍କ ସାବତ ବାପାଙ୍କୁ ଛୁରିରେ ହତ୍ୟା କରିଥିଲା ବେଳେ ମା’ଙ୍କୁ ମଧ୍ୟ ଆକ୍ରମଣ କରିଛନ୍ତି।...

ଚାଇନା ଜନସଂଖ୍ୟାରେ ହ୍ରାସ

ହଂକଂ,୧୮।୧: ୧୯୬୧ ମସିହା ପରଠାରୁ ପ୍ରଥମ ଥର ପାଇଁ ବିଶ୍ୱର ସବୁଠୁ ଜନବହୁଳ ରାଷ୍ଟ୍ର ଚାଇନାର ଲୋକସଂଖ୍ୟା କମିଛି। ଚାଇନାର ଜନସଂଖ୍ୟା ୧.୪୧୨୬୦ ବିଲିୟନ୍‌ରୁ ଗତବର୍ଷ...

Advertisement
Archives

Model This Week