ଏୟାରପୋର୍ଟରେ ବିନା ପୋଷାକରେ ହଠାତ୍‌ ଡ୍ୟାନ୍ସ କରିବାକୁ ଲାଗିଲେ ମହିଳା, ଆଉ ତା’ ପରେ…

ଜଣେ ମହିଳା ବିନା ପୋଷାକରେ ଡ୍ୟାନ୍ସ କରୁଥିବା ଭିଡିଓ ଦେଖିବାକୁ ମିଳିଛି। ଯାହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ମହିଳା ଜଣକ ଏୟାରପୋର୍ଟରେ ଡ୍ୟାନ୍ସ କରୁଥିବା ଦେଖିବାକୁ ମିଳିଛି। ମହିଳାଙ୍କୁ ଦେଖି ସୁରକ୍ଷାକର୍ମୀ ଜଣକ ତାଙ୍କୁ ଏକ କମ୍ବଳ ଘୋଡ଼ାଇ ଦେବାକୁ ଚେଷ୍ଟା କରୁଥିବାର ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି। ସୁରକ୍ଷାକର୍ମୀ ଜଣଙ୍କ ମହିଳାଙ୍କୁ ଯେତେ ଘୋଡ଼ାଇବା ପାଇଁ ଚେଷ୍ଟା କରୁଥିଲେ ମଧ୍ୟ ସେ ତାହା କରିବାକୁ ଦେଉନାହାନ୍ତି।

ଏହି ଘଟଣାଟି ଡେନଭର ଇଣ୍ଟରନ୍ୟାଶନାଲ ଏୟାରପୋର୍ଟରେ ଦେଖିବାକୁ ମିଳିଛି। ଏୟାରପୋର୍ଟର ପ୍ରସ୍ଥାନ ଗେଟ୍‌ରେ ଲୋକମାନେ ଜଣେ ମହିଳାଙ୍କୁ ବିନା କପଡ଼ାରେ ଡ୍ୟାନ୍ସ କରୁଥିବା ଦେଖିଥିଲେ। ସେ ନିଶାରେ ଚୁର୍‌ ଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ନିକଟରେ ଜିନିଷପତ୍ର ଥିଲା। ସେ ହାତରେ କେବଳ ଏକ ବୋତଲ ଧରିଥିଲେ। ଯାହାକୁ ସେ ମଝିରେ ମଝିରେ ପିଉଥିଲେ। ଚାରିଆଡ଼େ ବୁଲିବୁଲି କେତେବେଳେ ହସୁଥିଲେ ତ କେତେବେଳେ ଝୁଣ୍ଟି ପଡୁଥିଲେ। ଲୋକେ ଖବର ଦେବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କୁ ହସ୍ପିଟାଲ ନେଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ୧୫୦ ଆଣବିକ ବୋମା ତାଲିବାନ୍‌ କବ୍‌ଜାକୁ ଯିବା ଆଶଙ୍କା…

ଓ୍ବାଶିଂଟନ,୨୮।୯: ପାକିସ୍ତାନ ପାଖରେ ଥିବା ୧୫୦ ଆଣବିକ ବୋମାକୁ ତାଲିବାନ୍‌ ନିଜ କବ୍‌ଜାକୁ ନେବାର ଆଶଙ୍କା ରହିଛି। ଆମେରିକା ସୈନ୍ୟ ଆଫଗାନିସ୍ତାନ ଛାଡ଼ି ସ୍ବଦେଶ ଫେରିବା...

୭୫ ବର୍ଷ ପରେ ବିସ୍ଫୋରଣ ହେଲା ଦ୍ୱିତୀୟ ବିଶ୍ୱଯୁଦ୍ଧରେ ବ୍ୟବହୃତ ସବୁଠାରୁ ବଡ଼ ବୋମା

ପୋଲାଣ୍ଡରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ବ୍ୟବହୃତ ହୋଇଥିବା ସବୁଠାରୁ ବଡ଼ ବୋମା ୭୫ ବର୍ଷ ପରେ ବିସ୍ଫୋରଣ ଘଟିଛି। ନୌସେନାମାନେ ଏହାକୁ ଡିଫ୍ୟୁଜ୍‌ କରିବାକୁ ଚେଷ୍ଟା...

ଭୂକମ୍ପରେ ଥରିଲା ଚାଇନା: ରିକ୍ଟର ସ୍କେଲରେ ତୀବ୍ରତା ୫.୧

ବେଜିଂ,୩।୨: ଗୋଟିଏ ପଟେ କରୋନା ଭାଇରସ୍‌ର ଆତଙ୍କ ଚାଇନାର ମୁଣ୍ଡ ବ୍ୟାଥାର କାରଣ ପାଲଟିଥିବା ବେଳେ ଏବେ ଏଠାରେ ଭୂକମ୍ପ ଅନୁଭୂତ ହୋଇଛି। ସୋମବାର ଦକ୍ଷିଣ-ପଶ୍ଚିମ...

କରୋନା ଭୟ: ଜାହାଜରେ ଫସିଛନ୍ତି ୭୦୦୦ ଲୋକ

ସିଭିଟାଭେଛିଆ (ଇଟାଲୀ),୩୧-୧:କରୋନା ଭୂତାଣୁ ସଂକ୍ରମଣ ଭୟରେ ଇଟାଲୀର ଏକ କ୍ରୁଜ୍‌ ଜାହାଜରେ ୭୦୦୦ ଲୋକ ସମୁଦ୍ର ମଧ୍ୟରେ ଅଟକି ରହିଛନ୍ତି। ଜାହାଜରେ ଥିବା ଜଣେ ୫୪...

ଟୁଇଟରକୁ ବ୍ୟାନ କଲା ନାଇଜେରିଆ

ଅବୁଜ,୪।୬: ନାଇଜେରିଆରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରକୁ ଶୁକ୍ରବାର ବ୍ୟାନ୍‌ କରିଦିଆଯାଇଛି। ଦେଶର କର୍ପୋରେଟ୍‌ ବ୍ୟବସ୍ଥାକୁ ଦୁର୍ବଳ କରୁଥିବାରୁ ଆମେରିକୀୟ କମ୍ପାନୀ ବିରୋଧରେ କେନ୍ଦ୍ର ସରକାର...

ଇରାନ୍‌ ଉପରେ ଆକ୍ରମଣ କରିବାକୁ ଚାହେଁନା ଆମେରିକା: ଟ୍ରମ୍ପ୍‌

ଓ୍ବାଶିଂଟନ,୬।୬: ଆମେରିକା ଇରାନ୍‌ ଉପରେ ଆକ୍ରମଣ କରିବାକୁ ଚାହେଁନା। ତେବେ ଏଭଳି ସମ୍ଭାବନା ସବୁବେଳେ ରହିଛି ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୂଚନା ଦେଇଛନ୍ତି।...

କରୋନା ଡର: କର୍ମଚାରୀ ଛିଙ୍କିବାରୁ ଅଫିସରୁ ଦୌଡ଼ି ପଳାଇଲେ ଟ୍ରମ୍ପ୍‌

ଓ୍ବାଶିଂଟନ, ୧୬।୯: କରୋନା ମହାମାରୀ ଆତଙ୍କ ସାରା ପୃଥିବୀରେ ଜାରି ରହିଛି। କେହି ଜଣେ ଛିଙ୍କିଲେ ଏବେ ସଭିଏଁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆଡ଼କୁ ବୁଲି ଚାହୁଁଛନ୍ତି।...

ମାଗଣାରେ ଦିଆଯିବ ବୁଷ୍ଟର ଡୋଜ୍‌…

ଓ୍ବାଶିଂଟନ,୧୯।୮: ଆମେରିକାରେ କରୋନା ମହାମାରୀ ସଂକ୍ରମଣକ ପୁଣି ବଢ଼ିବାରେ ଲାଗିଛି। ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ଯେ କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜ୍‌ ୨୦ ସେପ୍ଟେମ୍ବରରୁ...

Advertisement


Archives

Model This Week