Posted inଜାତୀୟ

ବଦଳିଲା ମାନବ ସମ୍ବଳ ମନ୍ତ୍ରଣାଳୟ ନାମ

ନୂଆଦିଲ୍ଲୀ, ୨୯।୭: ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ନାମକୁ ପରିବର୍ତ୍ତନ କରାଯାଇଛି। ଏବେ ଏହା ଶିକ୍ଷା ମନ୍ତ୍ରଣାଳୟ ଭାବେ କାର୍ଯ୍ୟ କରିବ। ଏସମ୍ପର୍କିତ ଏକ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ବୈଠକରେ ଦେଶରେ ନୂତନ ଶିକ୍ଷାନୀତି ଲାଗୁ ପାଇଁ ପ୍ରସ୍ତାବକୁ ମଧ୍ୟ ଅନୁମୋଦନ ମିଳିଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନାମ ପରିବର୍ତ୍ତନ ଲାଗି ଏକ ପ୍ରସ୍ତାବ ଆଗତ କରାଯାଇଥିଲା। ଏହା ଉପରେ ବିଚାର ବିମର୍ଷ କରାଯିବା ପରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ୍‌ଙ୍କ କଥା ଯଦି ସତ ହୁଏ ତେବେ ମୋଦି ଦେଶକୁ ଦେଇଛନ୍ତି ଧୋକା: ରାହୁଲ

ନୂଆଦିଲ୍ଲୀ,୨୩।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ମନ୍ତବ୍ୟ ନେଇ ଏବେ ଭାରତରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଛି। କେନ୍ଦ୍ର ସରକାରଙ୍କୁ ବିରୋଧୀ ଦଳ ସମାଲୋଚନା କରିବା...

ରାହୁଲ ଗାନ୍ଧୀ କହିଲେ, ଜୁଲାଇ ମାସ ଆସିଲା..ଟିକା ନାହିଁ: ଜବାବରେ ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ କଡ଼ା ପ୍ରତିକ୍ରିୟା

ନୂଆଦିଲ୍ଲୀ,୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ କରୋନା ଟିକାକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ପୁଣି ବର୍ଷିଛନ୍ତି। ଶୁକ୍ରବାର ଟୁଇଟ୍‌ କରି ସେ...

ଆଗାମୀ ଆଦେଶ ଯାଏଁ ସମସ୍ତ ସ୍କୁଲ ବନ୍ଦ

ନୂଆଦିଲ୍ଲୀ,୯।୪: ଦେଶରେ କରୋନା ସଂକ୍ରମଣ ଲଗାତର ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଶୁକ୍ରବାର ଏକ ବଡ଼...

ସାଧାରଣତନ୍ତ୍ର ଦିବସ ପରେଡରେ ୨୫ ହଜାର ଦର୍ଶକଙ୍କୁ ଅନୁମତି!

ନୂଆଦିଲ୍ଲୀ,୩୧ ।୧୨: କରୋନା ମହାମାରୀ କାରଣରୁ ଆସନ୍ତା ମାସରେ ପାଳନ ହେବାକୁ ଯାଉଥିବା ୨୬ ଜାନୁୟାରୀ ବା ସାଧାରଣତନ୍ତ୍ର ଦିବସରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିବ...

ରାମଙ୍କ ବିନା ଭାରତର କାର୍ଯ୍ୟ ଚାଲିପାରିବ ନାହିଁ: ଯୋଗୀ ଆଦିତ୍ୟନାଥ

ଗୁଆହାଟୀ,୧୭।୩:ଆସାମ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଏଠାରେ ଏକ ରାଲି କରୁଛନ୍ତି। ଯୋଗୀ ଆଦିତ୍ୟନାଥ ଆସାମର ହୋଜାଇରେ ରାଲି...

୭ ଦିନରେ ହାଇ କମିଶନ ଷ୍ଟାଫ୍‌ ୫୦% କମାଅ

ନୂଆଦିଲ୍ଲୀ,୨୪ା୬(ପି.ଟି.): ନୂଆଦିଲ୍ଲୀସ୍ଥିତ ପାକିସ୍ତାନର ହାଇ କମିଶନ ଅଫିସରେ ଥିବା ଷ୍ଟାଫ୍‌ ମଧ୍ୟରୁ ୫୦% କର୍ମଚାରୀଙ୍କୁ ପ୍ରତ୍ୟାହାର କରିବା ପାଇଁ ଭାରତ ପକ୍ଷରୁ ଇସ୍‌ଲାମାବାଦକୁ କୁହାଯାଇଛି। ଅନୁରୂପ...

ଅମିତ ଶାହାଙ୍କ ପାଇଁ ସମନ ଜାରି

କୋଲକାତା,୧୯।୨: ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ଅଭିଷେକ ବାନାର୍ଜୀଙ୍କ ପକ୍ଷରୁ ଦାୟର ହୋଇଥିବା ମାନହାନି ମାମଲାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପଶ୍ଚିମବଙ୍ଗର ଏକ ସ୍ବତନ୍ତ୍ର (ଏମ୍‌ପି/ଏମ୍‌ଏଲ୍‌ଏ...

‘କଂଗ୍ରେସକୁ ଦରକାର ଜଣେ ଅମିତ ଶାହ’

ନୂଆଦିଲ୍ଲୀ, ୩୦।୫: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାସ୍ତ ହେବା ପରେ ଏବେ ଦେଶର ସର୍ବପୁରାତନ ଦଳ କଂଗ୍ରେସ ସଙ୍କଟ ପରିସ୍ଥିତି ଦେଇ ଗତି କରୁଛି।...

Advertisement


Archives

Model This Week

Why Dharitri