ଶିକ୍ଷାନୁଷ୍ଠାନରେ ଓଡ଼ିଆରେ ଲେଖାଯିବ ନାମଫଳକ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟର ନାମଫଳକ ଓଡ଼ିଆ ଭାଷାରେ ଲେଖାଯିବାକୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏନେଇ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ ଓ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି।

ଚିଠିରେ କୁହାଯାଇଛି, ଦେଶର ପ୍ରତ୍ୟେକ ରାଜ୍ୟରେ ଇଂରାଜୀ ଭାଷା ସହିତ ପ୍ରାଦେଶିକ ଭାଷାକୁ ଗୁରୁତ୍ୱ ଦେଇ ସମସ୍ତ ଶିକ୍ଷାନୁଷ୍ଠାନରେ ନାମଫଳକ ଇଂରାଜୀ ସହ ସ୍ଥାନୀୟ ଭାଷାରେ ଲେଖୁଛନ୍ତି। ତେଣୁ ଶିକ୍ଷାନୁଷ୍ଠାନରେ ନାମଫଳକ ଓଡ଼ିଆ ଭାଷାରେ ଲେଖାହେଲେ ଓଡ଼ିଆ ଭାଷାର ଗୌରବ ଅକ୍ଷୁଣ୍ଣ ରହିବ। ତିନି ସପ୍ତାହ ମଧ୍ୟରେ ଏହାର ଅନୁପାଳନ କରାଯାଇ ସରକାରଙ୍କ ଅବଗତି ନିମନ୍ତେ ଜଣାଇବାକୁ ଚିଠିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri