Posted inଜାତୀୟ

ସୁପ୍ରିମ୍‌କୋର୍ଟରେ ବିଚାରପତି ନିଯୁକ୍ତି ପାଇଁ ୫ ହାଇକୋର୍ଟ ବିଚାରପତିଙ୍କ ନାମ ସୁପାରିଶ…

ନୂଆଦିଲ୍ଲୀ,୧୩।୧୨ : ସୁପ୍ରିମକୋର୍ଟ କଲେଜିୟମ, ଭାରତର ପ୍ରଧାନ ବିଚାରପତି (ସିଜେଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ମଙ୍ଗଳବାର ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ଭାବରେ ନିଯୁକ୍ତି ପାଇଁ ପାଞ୍ଚ ଜଣ ହାଇକୋର୍ଟର ବିଚାରପତିଙ୍କ ନାମ ସୁପାରିଶ କରିଛନ୍ତି।

ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିଶ କରାଯାଇଥିବା ୫ ଜଣ ବିଚାରପତିଙ୍କ ମଧ୍ୟରେ ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ପଙ୍କଜ ମିତାଲ, ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୟ କରୋଲ , ମଣିପୁର ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ପି.ଭି ସଞ୍ଜୟ କୁମାର ଅଛନ୍ତି। ସେହିପରି ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ଅହସାନୁଦ୍ଦିନ ଅମାନୁଲ୍ଲା ଏବଂ ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ମନୋଜ ମିଶ୍ରଙ୍କ ନାମ ସୁପାରିଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାରଫୋର୍ସ ଷ୍ଟେଶନରେ ଡ୍ରୋନ୍‌ ଦ୍ୱାରା ବିସ୍ଫୋରଣ…

ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀରର ଏୟାରଫୋର୍ସ ଷ୍ଟେଶନରେ ଶନିବାର-ରବିବାର ବିଳମ୍ବିତ ରାତ୍ରରେ ବିସ୍ଫୋରଣ ଘଟିଛି। ରାତ୍ର ୧ଟା ୩୭ରେ ଏବଂ ୧ଟା ୪୨ରେ ୫ ମିନିଟ୍‌ ମଧ୍ୟରେ ୨...

ନୀତୀଶଙ୍କ ମୁଜାଫରପୁର ଗସ୍ତ: ଲୋକେ କହିଲେ ଫେରିଯାଅ ମୁଖ୍ୟମନ୍ତ୍ରୀ

ପାଟନା, ୧୮।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶିଶୁ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ମର୍ମରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମୁଜାଫରପୁର ଗସ୍ତ କରିଛନ୍ତି। ତେବେ...

ଫାଶୀ ଦେଲେ ଅନ୍ନଦାତା: ସୁଇସାଇଡ୍‌ ନୋଟ୍‌ ଜବତ

ନୂଆଦିଲ୍ଲୀ,୨।୧: ସିଙ୍ଘୁ ବର୍ଡରରେ ଅନ୍ନଦାତାଙ୍କ ଆନ୍ଦୋଳନ ୩୮ ଦିନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୨ ଜଣ ଅନ୍ନଦାତାଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ଜଣେ ଆନ୍ଦୋଳନକାରୀଙ୍କର...

ଅଯୋଧ୍ୟା ମନ୍ଦିରରୁ ୮ ମୂର୍ତ୍ତି ଚୋରି

ଅଯୋଧ୍ୟା, ୨୩।୯: ଅଯୋଧ୍ୟାର ଶହେ ବର୍ଷର ଏକ ମନ୍ଦିରରୁ ୮ ପୁରାତନ ମୂର୍ତ୍ତି ଚୋରି ହୋଇଛି। ଏନେଇ ହାଇଦରଗଡ଼ ପୋଲିସ ସର୍କଲରେ ଏକ ଚୋରି ମାମଲା...

ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ, ଅନେକ ହେବିଓ୍ବେଟ୍‌ଙ୍କ ଭାଗ୍ୟ ନିର୍ଦ୍ଧାରଣ

ପାଟନା,୩।୧୧: ବିହାରରେ ମଙ୍ଗଳବାର ସକାଳୁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ ଯୋଗେ ୨ୟ ପର୍ଯ୍ୟାୟରେ ବିହାରବାସୀଙ୍କୁ...

ପୁରୋହିତ, ବରିଷ୍ଠ ସନ୍ଥଙ୍କ ପାଇଁ ଯୋଗୀଙ୍କ ନୂଆ ଯୋଜନା

ଲକ୍ଷ୍ନୌ,୨୧ ।୪: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ପୁରୋହିତ ଓ ବରିଷ୍ଠ ସନ୍ଥଙ୍କ ଲାଭକୁ ନେଇ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ...

ବୟଲର ଫାଟିବାରୁ କପଡ଼ା ଗୋଦାମରେ ଅଗ୍ନିକାଣ୍ଡ, ୯ମୃତ

ଅହମଦାବାଦ,୪।୧୧: ଗୁଜରାଟ ଅହମଦାବାଦରେ ଏକ କପଡ଼ା ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ବୁଧବାର ନାନୁକାକା ଇଷ୍ଟେଟ ସ୍ଥିତ ଏକ କପଡ଼ା ଗୋଦାମରେ ଅଗ୍ନିକାଣ୍ଡ ଘଟିବା...

ମୌର୍ଯ୍ୟ ହୋଟେଲରେ ଟ୍ରମ୍ପ୍‌ଙ୍କ ରହଣୀ: ଗୋଟିଏ ରାତିର ରୁମ୍‌ ଭଡ଼ା ୮ ଲକ୍ଷ

ନୂଆଦିଲ୍ଲୀ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୨ ଦିନିଆ ଗସ୍ତରେ ଭାରତ ଆସୁଛନ୍ତି। ତାଙ୍କ ଭାରତ ଗସ୍ତକୁ ସ୍ମୃତି ବହୁଳ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

Advertisement
Archives

Model This Week