Posted inଖେଳ

୧୩୨ରେ ଅଟକିଲା ନାମ୍ବିଆ

ଦୁବାଇ,୮।୧୧: ସ୍ଥାନୀୟ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ସୋମବାର ନାମ୍ବିଆ ବିପକ୍ଷ ମ୍ୟାଚରେ ଅଧିନାୟକ ବିରାଟ କୋହଲି ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ନାମ୍ବିଆ ବ୍ୟାଟିଂ କରିବାକୁ ଆସି ୨୦ ଓଭରରେ ୮ ଉଇକେଟ ହରାଇ ୧୨୩ ରନ୍‌ କରିଛି। ଦାଭିଡ ଓ୍ବାଇସ୍‌ ସର୍ବାଧିକ ୨୬ ରନ୍‌(୨ବଲ୍‌ରେ, ୨ ଚୌକା) କରିଥିବା ବେଳେ ଷ୍ଟିଫାନ ବାର୍ଡ ୨୧, ମାଇକେଲ ଭାନ ଲିଙ୍ଗେନ ୧୪, ଅଧିନାୟକ ଗରହର୍ଡ ଏରାସମସ୍‌ ୧୨ ରନ୍‌ କରିବାକୁ ସକ୍ଷମ ହୋଇଥିଲେ। ଏପରିକି ଦଳର ଅନ୍ୟ ବ୍ୟାଟ୍ସମ୍ୟାନ ମଧ୍ୟ ବିଫଳ ହେବାରୁ ରନ୍‌ ଗତି ଧୀମେଇ ଯାଇଥିଲା।

ଭାରତ ପକ୍ଷରୁ ରବିଚନ୍ଦ୍ରନ ଅଶ୍ୱିନ ଏବଂ ରବିନ୍ଦ୍ର ଜାଡେଜା ୩ଟି ଲେଖାଏ ଉଇକେଟ ନେଇଥିବା ବେଳେ ଜସପ୍ରୀତ ବୁମ୍ରା ୨ଟି ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାରିବାରିକ ସମସ୍ୟା ଚାପରେ କାନାଡ଼ା ଚାଲିଯିବା ନିଷ୍ପତ୍ତି ନେଇଥିଲେ ଏହି କ୍ରିକେଟର: ଭାଗ୍ୟ ବଦଳାଇଥିଲା କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବ

ନୂଆଦିଲ୍ଲୀ,୧୬।୯: ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)। ସବୁଥର ଭଳି ଚଳିତ ଥର ମଧ୍ୟ କିଛି ପ୍ରତିଭାବାନ ଖେଳାଳିଙ୍କୁ ଦେଖିବାକୁ ମିଳିବ,...

ବିସିସିଆଇ ଏବେ ମୁଣ୍ଡ ବିହୀନ

ନୂଆଦିଲ୍ଲୀ, ୨୮।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏବେ ଏକ ଘଡ଼ିସନ୍ଧି ମୁହୂର୍ତ୍ତ ଦେଇ ଗତି କରୁଛି। ସଭାପତି ଭାବେ ସୌରଭ ଗାଙ୍ଗୁଲିଙ୍କ କାର୍ଯ୍ୟକାଳ ସୋମବାର(ଜୁଲାଇ...

ଝଗଡ଼ାକୁ ଆମେ ଡରୁନାହୁଁ, ଆମକୁ ଧକ୍କା ଦେଲେ ଆମେ ତାର ଜବାବ ଦେବୁ: ଇଂଲଣ୍ଡ କୋଚ୍‌

ଲଣ୍ଡନ,୧୯।୮: ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଅନେକ କାରଣରୁ ସ୍ମରଣୀୟ ଥିଲା। ହେଲେ ଏହି ମ୍ୟାଚ୍‌ରେ ଉଭୟ ଦଳ ମଧ୍ୟରେ କିଛି ବିବାଦୀୟ...

ଭାରତ ପାଇଁ ସହଜ ନୁହେଁ ସେମିଫାଇନାଲ ରାସ୍ତା: ଜାଣନ୍ତୁ କ’ଣ ରହିଛି ସମୀକରଣ

ଦୁବାଇ,୨୬।୧୦: ଟି -୨୦ ବିଶ୍ୱକପର ପ୍ରଥମ ମ୍ୟାଚରେ ପାକିସ୍ତାନ ବିପକ୍ଷରେ ପରାଜୟ ପରେ ଭାରତୀୟ ଦଳ ଚିନ୍ତାରେ ପଡିଯାଇଛି। ଏହି ପରାଜୟ କେବଳ ଟିମ ଇଣ୍ଡିଆର...

ଫିଫା ବିଶ୍ୱକପ୍‌ କ୍ୱାଲିଫାୟର୍ସ: ଆର୍ଜେଣ୍ଟିନା, ଉରୁଗୁଏ ବିଜୟୀ

ସାଓ ପାଉଲୋ,୧୦।୧୦(ଏପି): ପାଖାପାଖି ଗୋଟିଏ ବର୍ଷ ପରେ ଆର୍ଜେଣ୍ଟିନା ଓ ଉରୁଗୁଏ ପ୍ରଥମ ଫୁଟବଲ ମ୍ୟାଚ୍‌ ଖେଳି ବିଜୟ ହାସଲ କରିଛନ୍ତି। ଦକ୍ଷିଣ ଆଫ୍ରିକା ବିଶ୍ୱକପ୍‌...

ବୋଲରଙ୍କ ଭରସାରେ ଦିଲ୍ଲୀ କ୍ୟାପିଟାଲ୍ସ

ମୁମ୍ବାଇ, ୧୫ା୪- ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସ ବର୍ତ୍ତମାନ ବୋଲରଙ୍କ ଭରସାରେ। ଆମନ୍ତ୍ରଣ ପାଇଁ ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ଶେଷ ପର୍ଯ୍ୟନ୍ତ ଖେଳି...

ପୂଜାରା, ସୂର୍ଯ୍ୟକୁମାରଙ୍କ ଅର୍ଦ୍ଧଶତକ

ବେଙ୍ଗାଲୁରୁ,୭ା୭(ପି.ଟି.):ଦୁଲୀପ୍‌ ଟ୍ରଫି ସେମିଫାଇନାଲରେ ବୋଲରଙ୍କ ପ୍ରାଧାନ୍ୟ ଜାରି ରହିଥିବା ବେଳେ ଅର୍ଦ୍ଧଶତକ ହାସଲ କରିଛନ୍ତି ଚେତେଶ୍ୱର ପୂଜାରା ଓ ସୂର୍ଯ୍ୟକୁମାର ଯାଦବ। ଉଭୟଙ୍କ ଅର୍ଦ୍ଧଶତକ ବଳରେ...

ପନ୍ତ ଜେଏସ୍‌ଡବ୍ଲ୍ୟୁର ବ୍ରାଣ୍ଡ୍‌ ଆମ୍ବାସାଡର

ନୂଆଦିଲ୍ଲୀ, ୬।୨(ପି.ଟି.)- ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର ନିଯୁକ୍ତ ହୋଇଛନ୍ତି। ବୁଧବାର ଏ ନେଇ ଜେଏସ୍‌ଡବ୍ଲ୍ୟୁ ତରଫରୁ ଘୋଷଣା...

Advertisement
Archives

Model This Week