ହକି ବିଶ୍ୱକପ୍‌ ପାଇଁ ଜାତୀୟ ସଙ୍ଗୀତ ଗାଇବେ କୋରାପୁଟର ନମିତା

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ଆସନ୍ତା ବର୍ଷ ଜାନୁୟାରୀ ୧୩ରେ ହକି ବିଶ୍ୱକପ୍‌ ଓଡ଼ିଶାରେ ଆୟୋଜନ ହେଉଛି। ଏଥିପାଇଁ ଜାତୀୟ ସଙ୍ଗୀତ ରେକର୍ଡ କରିବେ ନମିତା ମେଲେକା। କୋରାପୁଟ ଜିଲାର ବନ୍ଧୁଗାଓଁ ବ୍ଲକ୍‌ ବାସିନ୍ଦା ନମିତା ଓଡ଼ିଆ, ହିନ୍ଦୀ ସହ ସ୍ଥାନୀୟ କୁଇ ଭାଷାରେ ଗୀତ ଗାଆନ୍ତି। ତାଙ୍କ ଆଦିବାସୀ ଗୀତ ଇଣ୍ଟରନେଟ୍‌ରେ ଭାଇରାଲ ହେବା ପରେ ସେ ସମସ୍ତଙ୍କ ନଜରକୁ ଆସିଥିଲେ। ତେବେ ହକି ବିଶ୍ୱକପ୍‌ ଜାତୀୟ ସଙ୍ଗୀତ ଲାଗି ତାଙ୍କ କଣ୍ଠକୁ ଚୟନ କରାଯାଇଛି। ମୁମ୍ବାଇର ଏକ ଷ୍ଟୁଡିଓରେ ଏହା ରେକର୍ଡ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆବାସ ଯୋଜନାର ଚୂଡ଼ାନ୍ତ ତାଲିକା

ରସୁଲପୁର,୩୦ା୧(ଡି.ଏନ.ଏ.):ଜାନୁୟାରୀ ୩୦(ସୋମବାର) ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଚୂଡାନ୍ତ ଯୋଗ୍ୟ ତାଲିକା ପ୍ରକାଶ ପାଇବ। ଏନେଇ ରସୁଲପୁର ବ୍ଲକରେ ଘଣ୍ଟାଚକଟା ଚାଲିଛି। ତାଲିକାରୁ ଅଯୋଗ୍ୟଙ୍କୁ ବାଦ ଦେବା...

ଗଛ ଲଗାଇଥିଲେ ଏବେ କାଟିଦେଲେ: ୫୭ ନଂ. ଜାତୀୟ ରାଜପଥ କଡ଼ ବୃକ୍ଷଶୂନ୍ୟ

ଖୋର୍ଦ୍ଧା ଅଫିସ/ବୋଲଗଡ, ୨୧ା୧୨ (ଡି.ଏନ.ଏ.): ରାସ୍ତା ପ୍ରଶସ୍ତୀକରଣର ଆଳ ଦେଖାଇ ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥ(ଏନଏଚ୍‌) କଡରୁ କଟା ଚାଲିଛି ଗଛ। ତେବେ ରାସ୍ତା...

କଳାହାଣ୍ଡିରେ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ

ଭବାନୀପାଟଣା,୧୫।୨: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଆଜି ଓଡିଶା ବନ୍ଦ ଡାକରା ଦିଆଯାଇଛି। କଳାହାଣ୍ଡି ଜିଲାରେ ଏହାର ପ୍ରଭାବ ପଡିଛି। କେନ୍ଦ୍ରର ଭାଜପା...

ବିନା ସରକାରୀ ସହାୟତାରେ ବି ସଫଳ; ନେଟ୍‌ ପହଞ୍ଚାଇଛି ଟପ୍‌ରେ

ବନ୍ତଳା,୧୩।୧:  ଶିକ୍ଷିତ ନୁହନ୍ତି କି ସରକାରଙ୍କ ପକ୍ଷରୁ ଆବଶ୍ୟକ ସହଯୋଗ ବି ପାଇନାହାନ୍ତି। ତଥାପି ଆଧୁନିକ ଚାଷ କ୍ଷେତ୍ରରେ ଜିଲାର ଟପ୍‌ରେ ପହଞ୍ଚିପାରିଛନ୍ତି ଅନୁଗୋଳ ଜିଲା ବନ୍ତଳା...

ବେଆଇନ ମଣ୍ଡପ ସିଲ୍‌

ବାରିପଦା ଅଫିସ,୨୯।୧୦: ମୟୂରଭଞ୍ଜ ଜିଲା ବାରିପଦା ପୌରପାଳିକାର ବିନା ଅନୁମତିରେ ବେଆଇନ ଭାବେ ଚାଲିଥିବା ଦୁଇଟି କଲ୍ୟାଣ ମଣ୍ଡପ ଓ ଗୋଟିଏ ନିର୍ମାଣାଧୀନ କୋଠାକୁ ଶୁକ୍ରବାର...

ଆଜି ରାଜ୍ୟରୁ ୧୨୦ ଆକ୍ରାନ୍ତ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୭ା୩(ବ୍ୟୁରୋ): ସୋମବାର ରାଜ୍ୟରୁ ୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୦୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ମହେଶ୍ୱରଙ୍କୁ ଛାଡ଼ି ସବୁ ମନ୍ତ୍ରୀ ଜିତିଲେ:ପୁଅମାନେ ବାଜି ମାରିଲେ

ଭୁବନେଶ୍ୱର,୨୪।୫(ବ୍ୟୁରୋ):ବିଜେଡି ସରକାରର ୪ର୍ଥ ପାଳି ମନ୍ତ୍ରିମଣ୍ଡଳ ଅଦଳବଦଳ ପରେ ଯେଉଁମାନେ ଦାୟିତ୍ୱ ନେଇଥିଲେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ବାଦ୍‌ ଦେଇ ଅନ୍ୟ ସମସ୍ତ ମନ୍ତ୍ରୀ ଏଥର...

ପୂର୍ବତନ କେନ୍ଦ୍ରମନ୍ତ୍ରୀ କରୋନା ପଜିଟିଭ୍‌

ବାଲେଶ୍ୱର ଅଫିସ,୩।୧୦: ବାଲେଶ୍ୱର ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କରୋନା ସଂକ୍ରମିତ ହୋଇଛନ୍ତି। ସେ ଟ୍ବିଟ୍‌ କରି ରବିବାର ଏହି ସୂଚନା...

Advertisement
Archives

Model This Week