ବିବାହିତ ହୋଇ ମଧ୍ୟ ଏହି ଅଭିନେତ୍ରୀଙ୍କୁ ପାଗଳପରି ଭଲ ପାଉଥିଲେ ନାନା ପାଟେକର

ନାନା ପାଟେକର ବଲିଉଡ୍‌ର ଏପରି ଜଣେ ଅଭିନେତା ଯାହାଙ୍କ ଅଭିନୟ ସବୁଠାରୁ ନିଆରା। ବଲିଉଡ୍‌ରେ ସେ ନିଜର କଠୋର ସ୍ବଭାବ ପାଇଁ ବେଶ୍‌ ଜଣାଶୁଣା। ସେ ସିଧାସଳଖ ଭାବେ କଥା ହୋଇଥାନ୍ତି। ତାଙ୍କର ଏହି ପ୍ରକାର ଅଭିନୟ ପାଇଁ ଲୋକେ ପାଗଳ ପ୍ରାୟ ହୋଇପଡ଼ୁଥିଲେ। ଏବେ ସେ ବଲିଉଡ୍‌ରୁ ଦୂରେଇ ଯାଇଛନ୍ତି। ଏକ ଖବର ଅନୁଯାୟୀ, ନାନା ବିବାହିତ ସତ୍ତ୍ୱେ ଅନେକ ଅଭିନେତ୍ରୀଙ୍କ ପ୍ରେମରେ ପଡିଥିଲେ। ତାଙ୍କ ନାମ କେତେବେଳେ ଇଶା କୋପିକରଙ୍କ ସହ ଯୋଡାଯାଇଛି ତ ଆଉ କେତେବେ ମନୀଷା କୋଇରାଲା, ପୁଣି ଆୟଶା ଜୁଲ୍‌କା। ତେବେ ଆୟଶା ଜୁଲ୍‌କାଙ୍କ ସହ ତାଙ୍କ ସମ୍ପର୍କ ଅତି ଘନିଷ୍ଟ ଥିଲା। ଉଭୟ ରିଲେସନଶିପ୍‌ରେ ରହୁଥିଲେ। ଏହି ସମୟରେ ସେ ଆୟଶାଙ୍କୁ ପାଗଳ ପରି ଭଲ ପାଉଥିଲେ। ଏହା ପୂର୍ବରୁ ନାନା ମନୀଷା କୋଇରାଲାଙ୍କ ନିକଟତର ଥିଲେ। ଏକଦା ଆୟଶାଙ୍କ ସହ ନାନାଙ୍କୁ ଦେଖିବା ପରେ ମନୀଷା ଭିଷଣ ରାଗି ଯାଇଥିଲେ। ଏପରିକି ମାରପିଟ ପର୍ଯ୍ୟନ୍ତ କଥା ଯାଇଥିଲା। ହେଲେ ପରେ ନାନା ଏହାକୁ ସମ୍ଭାଳି ନେଇଥିଲେ। ଏହି ଘଟଣା ପରେ ମନୀଷା ଚାହୁଁଥିଲେ ନାନା ତାଙ୍କ ସ୍ତ୍ରୀଙ୍କୁ ଛାଡପତ୍ର ଦେଇ ତାଙ୍କୁ ବିବାହ କରନ୍ତୁ ମାତ୍ର ତାହା ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri