Posted inଜାତୀୟ

ସିଙ୍ଗାପୁରରେ ନାନ୍ସି ପେଲୋସି

କୁଆଲାଲମ୍ପୁର, ୨ା୮: ଆମେରିକା କଂଗ୍ରେସ ସ୍ପିକର ନାନ୍ସି ପେଲୋସିଙ୍କ ଏସିଆ ଗସ୍ତ ଆରମ୍ଭ ହୋଇଛି। ସୋମବାର ସେ ଏକ ପ୍ରତିନିଧି ମଣ୍ଡଳୀ ସହ ସିଙ୍ଗାପୁରରେ ପହଞ୍ଚିଛନ୍ତି। ତାଙ୍କ ଗସ୍ତର ବିବରଣୀ ରିପୋର୍ଟ କରିବାକୁ କୌଣସି ଗଣମାଧ୍ୟମକୁ ଅନୁମତି ମିଳିନାହିଁ। ନାନ୍ସି ସିଙ୍ଗାପୁର ରାଷ୍ଟ୍ରପତି ହାଲିମାହ ୟାକୋବ, ପ୍ରଧାନମନ୍ତ୍ରୀ ଲି ସିଏନ୍‌ ଲୋଙ୍ଗ୍‌ ଏବଂ କ୍ୟାବିନେଟ ମନ୍ତ୍ରୀଙ୍କୁ ଭେଟିଛନ୍ତି। ସିଙ୍ଗାପୁରରେ ଥିବା ଆମେରିକାନ୍‌ ଚାମ୍ବର ଅଫ୍‌ କର୍ମସରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ତାଙ୍କ ତାଇଓ୍ବାନ୍‌ ଗସ୍ତକୁ ନେଇ ସସ୍‌ପେନ୍ସ ଜାରିରହିଛି। ବିଧିବଦ୍ଧ ଭାବେ ଏ ନେଇ କୌଣସି ଘୋଷଣା ହୋଇ ନ ଥିଲେ ହେଁ ମଙ୍ଗଳବାର ରାତିରେ ନାନ୍ସି ତାଇଓ୍ବାନରେ ପହଞ୍ଚିପାରନ୍ତି ବୋଲି କୁହାଯାଉଛି। ପୂର୍ବରୁ ନାନ୍ସିଙ୍କ ତାଇଓ୍ବାନ ଗସ୍ତକୁ ବିରୋଧ କରି ସାମରିକ କାର୍ଯ୍ୟାନୁଷ୍ଠାନ ଧମକ ଦେଇଥିବା ଚାଇନା ଏହା ଉପରେ କଡ଼ା ନଜର ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଦୂତ ସାଜିଥିବା ପାକିସ୍ତାନ ଏବେ ସାଜିବ ‘ଖଳନାୟକ’! ଟ୍ରମ୍ପଙ୍କ ଚକ୍ରବ୍ୟୂହରେ ଫସିଲେ ଶେହବାଜ

ନୂଆଦିଲ୍ଲୀ,୨୫।୫: ପାକିସ୍ତାନ ସମ୍ମୁଖରେ ଏଭଳି ଏକ ଦ୍ୱନ୍ଦ୍ୱ ଦେଖାଦେଇଛି, ଯେଉଁଥିରେ ଯଦି ସେ ସ୍ବୀକାର କରେ ତେବେ ବି ଫସିବ ଏବଂ ଯଦି ମନା କରେ ତେବେ…

ରାସ୍ତାରେ ଅଚେତ୍‌ ହୋଇ ପଡ଼ିଥିଲେ ମହିଳା, ଦେଖିକି ମୁଖ୍ୟମନ୍ତ୍ରୀ ବସ୍‌ ଚାଳକ, କଣ୍ଡକ୍ଟର କଲେ ଏମିତି କାମ

ନନ୍ଦପୁର, ୨୫।୫(ତୁଷାର କାନ୍ତ ମହାନ୍ତି ): ଲମତାପୁଟ-ଟିକରପଡ଼ା ମୁଖ୍ୟମନ୍ତ୍ରୀ ବସ୍‌ରେ କାର୍ଯ୍ୟରତ ଚାଳକ, କଣ୍ଡକ୍ଟର ସୋମବାର ପୂର୍ବାହ୍ନରେ ରାସ୍ତା କଡ଼ରେ ଅଚେତ୍‌ ଅବସ୍ଥାରେ ପଡ଼ିଥିବା ଜଣେ ମହିଳାଙ୍କୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଝାରସୁଗୁଡ଼ା ପ୍ରିମିୟର ଲିଗ୍‌: ଟାଉନ୍‌ ବୀର୍ସ ଚାମ୍ପିୟନ

ଝାରସୁଗୁଡ଼ା,୨୫।୫(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ମନମୋହନ ଏମ୍‌.ଇ. ସ୍କୁଲ ପଡ଼ିଆଠାରେ ଝାରସୁଗୁଡ଼ା ପ୍ରିମିୟର ଲିଗ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ ମଙ୍ଗଳ ବଜାର…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri