Posted inଖେଳ

ନନ୍ଦକିଶୋର ମହିଳା ଫୁଟ୍‌ବଲ: ବିଡ଼ାନାସୀ ଚାମ୍ପିୟନ

ଭୁବନେଶ୍ୱର, ୧୮ା୧୨ (ବିଜୟ ରଣା): ସିଟି କ୍ଲବ ଏବଂ ଭୁବନେଶ୍ୱର ଆଥ୍‌ଲେଟିକ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍‌-୧ ଖେଳପଡ଼ିଆରେ ଚାଲିଥିବା ରାଜ୍ୟସ୍ତରୀୟ ନନ୍ଦକିଶୋର ମହିଳା ଫୁଟ୍‌ବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଛି। ଫାଇନାଲରେ ବିଡ଼ାନାସୀ, କଟକ ଦଳ ୧-୦ ଗୋଲ୍‌ରେ କିଟ୍‌-କିସ୍‌କୁ ହରାଇ ଚଳିତବର୍ଷର ଚାମ୍ପିୟନ ହୋଇଛି। ଉଦ୍‌ଯାପନୀ ଉତ୍ସବରେ ରୁଚି ମସଲାର ଏମ୍‌.ଡି. ଶରତ କୁମାର ସାହୁ, ପୂର୍ବତନ ଭାରତୀୟ ଅଧିନାୟିକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟ, ଭୁବନେଶ୍ୱର ଆଥ୍‌ଲେଟିକ୍‌ ଆସୋସିଏଶନ ସମ୍ପାଦକ ସୌର୍ଯ୍ୟରଞ୍ଜନ ପରିଜା, ପାଇକ ସଂଘର ସଭାପତି ପ୍ରକାଶ ଶ୍ରୀଚନ୍ଦନ, ମୁକ୍ତିକାନ୍ତ ଦାସ, ସହଦେବ ରାଉତ, ରଘୁ ପଣ୍ଡା, ଭାଗ୍ୟଧର ପଣ୍ଡା ଓ ସିଟି କ୍ଲବର ସମ୍ପାଦକ ପ୍ରଦୀପ କୁମାର ରାଉତରାୟ ପ୍ରମୁଖ ଉପସ୍ଥିତ ରହି ବିଜେତା ଦଳକୁ ୫୦ ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନ ପାଇଁ ଇଡି ହାଜତକୁ ଗଲେ ପଞ୍ଜାବ ମନ୍ତ୍ରୀ ଆରୋରା

ଗୁରୁଗ୍ରାମ,୧୧ା୫(ପି.ଟି.): ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ପଞ୍ଜାବ ଶିଳ୍ପମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗୁରୁଗ୍ରାମର ଏକ ସ୍ବତନ୍ତ୍ର ପିଏମ୍‌ଏଲ୍‌ଏ କୋର୍ଟ ୭ ଦିନ…

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri