ନନ୍ଦନକାନନ: ଭାଲୁ ଆରତି ଅସୁସ୍ଥ

ବାରଙ୍ଗ,୧୬।୯(ଡି.ଏନ୍‌.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ଭାଲୁ ସଫାରିରେ ଥିବା ଭାଲୁ ଆରତି ଅସୁସ୍ଥ ହୋଇଥିବା ଜଣାପଡ଼ିଛି। ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଏହି ଭାଲୁଟିକୁ ସୋମବାର ନନ୍ଦନକାନନରେ ଥିବା ଡାକ୍ତରଖାନା ନିଆଯାଇଛି। ଏହାସହ ତା’ ସ୍ବାସ୍ଥ୍ୟରେ ଅବନତି ଘଟିବାରୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଗତ କିଛିଦିନ ତଳେ ଭାଲୁମାନଙ୍କୁ ଔଷଧ ଖାଇବାକୁ ଦିଆଯାଇଥିଲା। ଔଷଧ ଖାଇବାର କିଛିଦିନ ପରେ ଆରତି ସହ ଅନ୍ୟ ଏକ ଭାଲୁର ସ୍ବାସ୍ଥ୍ୟରେ ଅବନତି ଘଟିଥିଲା। ଏହାପରେ ଔଷଧର ଡୋଜ୍‌ ପରିମାଣ କମାଯାଇ ଖାଇବାକୁ ଦିଆଯାଇଥିଲା। ହେଲେ ଗୋଟିଏ ଭାଲୁର ସ୍ବାସ୍ଥ୍ୟରେ ଟିକେ ଉନ୍ନତି ପରିଲକ୍ଷିତ ହୋଇଥିବାବେଳେ ଆରତିର ଅବସ୍ଥାରେ ସୁଧାର ଆସି ନ ଥିଲା। ଫଳରେ ଆରତିକୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ଅଣାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଦସ୍ତାବିଜ ଦେବ ନାଗରିକତ୍ୱର ପ୍ରମାଣ

ଭୁବନେଶ୍ୱର, ୪-୯ (ବ୍ୟୁରୋ):ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ପ୍ରସ୍ତୁତ ଆସାମର ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ର ଚୂଡ଼ାନ୍ତ ତାଲିକା ୩୧ ଅଗଷ୍ଟ ୨୦୧୯ରେ ପ୍ରକାଶ ପାଇଛି। ଏଥିରେ ୩...

ଜେଲ୍‌ରେ ଥାଇ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଘଟଣା: ଗ୍ୟାଙ୍ଗଷ୍ଟର ସକିଲଙ୍କ ଆଉ ଜଣେ ବାନ୍ଧବୀ ଗିରଫ

କଟକ ଅଫିସ, ୪ା୧: ଜେଲ୍‌ ଭିତରେ ଥାଇ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଘଟଣାରେ ଦରଘାବଜାର ପୋଲିସ ଗ୍ୟାଙ୍ଗଷ୍ଟର ମହମ୍ମଦ ସକିଲଙ୍କ ଆଉଜଣେ ବାନ୍ଧବୀଙ୍କୁ ଶୁକ୍ରବାର ଗିରଫ...

ରାସ୍ତାରେ ପୋଲିସ ପକାଇଲା ତାରବାଡ଼: ଶହୀଦ ପରିବାର ଗୃହବନ୍ଦୀ

ଢେଙ୍କାନାଳ ଅଫିସ, ୨୪।୭- ପୋଲିସ ଦାଦାଗିରି। କ୍ଷମତାର ବଳ ଦେଖାଇ ରାସ୍ତାରେ ଜୋରଜବରଦସ୍ତ ପକାଇଦେଲେ ତାରବାଡ଼। ଯେଉଁଥିପାଇଁ ଦେଶ ସେବାରେ ପ୍ରାଣବଳି ଦେଇଥିବା ଜଣେ ଶହୀଦଙ୍କ...

କ୍ରଶର, ଖଣି କାଗଜପତ୍ର ଯାଞ୍ଚ କଲେ ଉପଜିଲାପାଳ

ଖଇରା, ୨୫।୯(ଡି.ଏନ.ଏ.)-ବାଲେଶ୍ୱର ଉପଜିଲାପାଳ ନିଲୁ ମହାପାତ୍ରଙ୍କ ନେତୃତ୍ୱରେ ଏକ ଟିମ୍‌ ମଙ୍ଗଳବାର ଶାରୀଶୂଆ ପାହାଡ଼ ପାଦଦେଶରେ ବେଆଇନ ଭାବେ ଚାଲୁଥିବା ବିଭିନ୍ନ କ୍ରଶରର କାଗଜପତ୍ର ଯାଞ୍ଚ...

କାର୍‌ରେ ମଦ ଚାଲାଣ, ୨ ଗିରଫ

କାମାକ୍ଷାନଗର, ୧୪।୬(ଡି.ଏନ୍‌.ଏ.)-କାର୍‌ରେ ମଦ ଚାଲାଣ କରୁଥିବାବେଳେ କାମାକ୍ଷାନଗର ପୋଲିସ ହାତରେ ଧରାପଡ଼ିଛନ୍ତି ୨ ଅଭିଯୁକ୍ତ। ସେମାନେ ହେଲେ ମାର୍ଥାପୁର ଗ୍ରାମର ଅନିଲ ମିଶ୍ର ଏବଂ ଡ୍ରାଇଭର...

ସ୍ମରଣୀୟ ୭୩

୭୩ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଦେଶ ହାସଲ କରିଥିବା ୭୩ଟି ଉଲ୍ଲେଖନୀୟ ଘଟଣା ସମ୍ପର୍କରେ…. ସ୍ବାଧୀନତା ପ୍ରାପ୍ତିର ଏକ ବର୍ଷ ପରେ ଅର୍ଥାତ ୧୯୪୮ରେ...

ବଏସ୍‌ ୮୦, ଭତାରୁ ବଁଚିତ୍‌ ବିଭୀଷଣ, ସୁଗ୍ରୀ

ଖପା୍ରଖୋଲ, ୨୦।୧୨ (ଡି.ଏନ୍‌.ଏ.)-ସରକାର ଅସାହା ଗରିବ୍‌ ବୁଢ଼ାବୁଢ଼ିକୁଁ ୬୦ ବଛର ହେଲେ ଭତା ଯୁଗେଇଦେବାର ବେବସ୍‌ତା କରିଛନ୍‌। ହେଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଦମେଇପାଲି...

ଆକାଉଣ୍ଟ ହ୍ୟାକ୍‌ କରି ଆକାଶ ମୋଟର୍ସର ନିର୍ଦ୍ଦେଶକଙ୍କଠାରୁ ନେଇଗଲେ ୧୮ଲକ୍ଷ

ବରଗଡ଼ ଅଫିସ୍‌,୩।୭: ବରଗଡ଼ସ୍ଥିତ ଆକାଶ ମୋଟର୍ସର ନିର୍ଦ୍ଦେଶକ ଆକାଶ କୁମାର ଅଗ୍ରୱାଲଙ୍କ ୨ଟି ବ୍ୟାଙ୍କ ଆକାଉଣ୍ଟକୁ ହ୍ୟାକ୍‌କରି ଦୁର୍ବୃତ୍ତମାନେ ୧୮ଲକ୍ଷ ଟଙ୍କା ନେଇଯାଇଛନ୍ତି। ଏହି ଘଟଣା...

Coronavirus Update


Archives

Model This Week

Why Dharitri